ମେଟ୍ରୋ

ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍‌ ସେତୁ ଖୋଲିଲା

ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍‌ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ...

ଡିଏନ୍‌ ଗ୍ରୁପ ଉପରେ ଆୟକର ଚଢ଼ାଉ: କର୍ମଚାରୀଙ୍କ ଘରୁ ୩୦ କୋଟି ଜବତ

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ଆୟକର ବିଭାଗ ପକ୍ଷରୁ ଓଡ଼ିଶାର ବଡ଼ ରିଏଲ୍‌ ଇଷ୍ଟେଟ୍‌ କମ୍ପାନୀ ଡିଏନ୍‌ ଗ୍ରୁପ ଉପରେ ବୁଧବାର ଚଢ଼ାଉ କରାଯାଉଛି। ଭୁବନେଶ୍ୱର ସମେତ ପ୍ରାୟ ୨୦ଟି ସ୍ଥାନରେ ଥିବା ସଂସ୍ଥାର ବ୍ୟବସାୟିକ ପ୍ରତିଷ୍ଠାନ, ଅଧ୍ୟକ୍ଷ ଜଗଦିଶ୍‌ ପ୍ରସାଦ ନାୟକଙ୍କ...

ରାଜ୍ୟରେ ବଢ଼ୁଛି ଡେଙ୍ଗୁ , ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୫।୭: ରାଜ୍ୟରେ ଡେଙ୍ଗୁ ମାଡ଼ିଚାଲିଛି । ଧୀରେଧୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି । ଏବେ ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୪ରେ ପହଞ୍ଚିଛି । ୧୭ ଜିଲାରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଖୋର୍ଦ୍ଧା ଜିଲା ଆଗରେ...

ବନ କର୍ମଚାରୀଙ୍କୁ ମିଳିଲା ବନ୍ଧୁକ ଚଳାଇବା କ୍ଷମତା

ଭୁବନେଶ୍ୱର,୫ା୭(ଅସମାପିକା): ଆଜିଠାରୁ ଅର୍ଥାତ୍‌ ୫ ଜୁଲାଇ ୨୦୨୩ରୁ ଓଡ଼ିଶାର ବନ କର୍ମଚାରୀମାନଙ୍କୁ ବହୁ ପ୍ରତିକ୍ଷୀତ ବନ୍ଧୁକ ଚଳାଇବା ପାଇଁ ଆଇନଗତ କ୍ଷମତା ପ୍ରଦାନ କରାଯାଇଛି। ସଂରକ୍ଷିତ ଜଙ୍ଗଲ ବା ଅଭୟାରଣ୍ୟ ଭିତରେ ଶିକାରୀମାନେ ଆଉ ବନ କର୍ମଚାରୀମାନଙ୍କୁ ବେଆଇନ ବନ୍ଧୁକ...

ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି

ଭୁବନେଶ୍ୱର,୫।୭(ଅନିଲ ଦାସ): ଭୁବନେଶ୍ୱରରେ ଶୀତତାପ ନିୟନ୍ତ୍ରିତ କୋଠରିରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି...

କାମ ପାଇଁ ଯନ୍ତ୍ରୀ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ଜଳସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନରେ କଟକ ଜ଼ିଲା କଂଗ୍ରେସ ପକ୍ଷରୁ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ୱରେ କଟକ ଜ଼ିଲାର କେତେଜଣ ଚାଷୀ ଏବଂ ଅନ୍ୟାନ୍ୟ...

ପେନ୍‌ସନ ପ୍ରଦାନରେ ବିଳମ୍ବ ହେଲେ ଆଦାୟ ହେବ ୧୮% ସୁଧ

ଭୁବନେଶ୍ୱର,୫।୭(ଅନିଲ ଦାସ): ରାଜ୍ୟ ସରକାରଙ୍କ କର୍ମଚାରୀମାନେ ଚାକିରିରୁ ଅବସର ଦିନ ହିଁ ପେନ୍‌ସନ ସୁବିଧା ପାଇବା ବ୍ୟବସ୍ଥା ରହିଛି। ଏହା ସତ୍ତ୍ୱେ ବହୁସଂଖ୍ୟକ କର୍ମଚାରୀ ଦୀର୍ଘଦିନ ଧରି ନିଜର ପେନ୍‌ସନ ପାଇବାକୁ ଅପେକ୍ଷା କରି ରହିଛନ୍ତି। ଏହାକୁ ନେଇ ମୁଖ୍ୟ...

ପ୍ରଭାସ ଆଚାର୍ଯ୍ୟ ଲୋକସେବକ ମଣ୍ଡଳର ନୂଆ ସମ୍ପାଦକ

ଭୁବନେଶ୍ୱର, ୪।୭ (ଅନିଲ ଦାସ): ଡ. ପ୍ରଭାସ ଆଚାର୍ଯ୍ୟ ଲୋକସେବକ ମଣ୍ଡଳର ନୂତନ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଲୋକସେବକ ମଣ୍ଡଳ ସମ୍ବିଧାନ ଧାରା-୬ ଅନୁଯାୟୀ ତାଙ୍କୁ ସଭାପତି ରାଜକୁମାର ମନୋନୀତ କରିଛନ୍ତି। ଏହା ପୂର୍ବରୁ ସେ କାର୍ଯ୍ୟନିର୍ବାହୀ ପରିଷଦର...

‘ଶାରୀରିକ ସମ୍ପର୍କ ରଖୁଥିଲେ ଶ୍ରୀକାନ୍ତ ସାହୁ’

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ବିଜେଡି ନେତ୍ରୀ ସଞ୍ଜୁକ୍ତା ମହଲା ମଙ୍ଗଳବାର ବିସ୍ଫୋରକ ବୟାନ ଦେଇଛନ୍ତି। ପୂର୍ବତନ ଶ୍ରମମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ତାଙ୍କ ସହ ଶାରୀରିକ ସମ୍ପର୍କ ରଖି ନିର୍ଯାତନା ଦେଉଥିଲେ ବୋଲି ସଞ୍ଜୁକ୍ତା ଗଣମାଧ୍ୟମରେ କହିଛନ୍ତି। ତେବେ...

ଡେଙ୍ଗୁ ପରେ ଘାରିଲାଣି ଝାଡ଼ାବାନ୍ତି ଚିନ୍ତା

ଭୁବନେଶ୍ୱର,(ଅଭିଜିତ ଦାସ)/ପଟ୍ଟାଙ୍ଗି, ୫।୭(ଶରତ ଧଳ): ବର୍ଷା ଋତୁ ଆରମ୍ଭରୁ ରାଜ୍ୟରେ ଜଳବାହିତ ରୋଗ ବ୍ୟାପିଲାଣି। ଡେଙ୍ଗୁ ପରେ ଏବେ ଝାଡାବାନ୍ତି, କାମଳ(ହେପାଟାଇଟିସ୍‌-ଏ ଓ ଇ) ରୋଗରେ ଅନେକେ ଆକ୍ରାନ୍ତ ହୋଇଥିବାବେଳେ କେତେଜଣ ରୋଗୀଙ୍କ ଜୀବନ ଗଲାଣି। କୋରାପୁଟ ଜିଲା ପଟାଙ୍ଗି...

ବିଶ୍ୱସ୍ତରରେ ଭାରତ ଉପରେ ବିଶ୍ୱାସ ବଢ଼ିଛି: ଧର୍ମେନ୍ଦ୍ର

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲେଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକ୍‌ହୋଲ୍‌ଡର ମାନଙ୍କୁ ଉଦ୍ୟମ...

ଉଷୁନା ନୁହେଁ, ଅରୁଆ ନେବ ଏଫ୍‌ସିଆଇ

ଭୁବନେଶ୍ୱର,୫।୭(ଅନିଲ ଦାସ): ରାଜ୍ୟର ବଳକା ଉଷୁନା ଚାଉଳକୁ ନେଇ ରାଜ୍ୟ ସରକାର ଚିନ୍ତାରେ ଥିବାବେଳେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଉଷୁନା ବଦଳରେ ଅରୁଆ ଚାଉଳ ନେବ ବୋଲି ରାଜ୍ୟ ସରକାରଙ୍କୁ ଜଣାଇଛି। ଏ ସମସ୍ତ ଚାଉଳ ଇଥାନଲ ପ୍ରସ୍ତୁତିରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri