ମେଟ୍ରୋ

ଝଲସିବ ରାଷ୍ଟ୍ରପତି ଭବନ ପୂଜା ମଣ୍ଡପ

ଭୁବନେଶ୍ୱର, ୩୦।୯ (ବନ୍ଦନା ସେଠୀ): ଉତ୍ସାହ ଉଦ୍ଦୀପନା ସହ ଫେରିଛି ପାର୍ବଣ। କାଶତଣ୍ଡୀ ଫୁଲର ସମ୍ଭାରରେ ସଜେଇ ହେଉଛି ସହରର ପରିବେଶ। ନିଜ ଉପସ୍ଥିତିକୁ ଜାହିର କରିବା ସହ ମା’ ଦଶଭୂଜାଙ୍କ ଧରାବତରଣର ସମୟ ପାଖେଇ ଆସୁଥିବାର ସଙ୍କେତ ଦେଉଛି।...

ନାରୀ ନିର୍ଯାତନା, ଅଭିଯୋଗ ସହ ସଚେତନତା ଜରୁରୀ

ମହିଳାଙ୍କ ସାମାଜିକ, ଆର୍ଥିକ, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କାଯର୍ର୍‌ୟକାରୀ କରାଯାଉଛି। ଏହା ସତ୍ତ୍ୱେ ମହିଳା ବିରୋଧୀ ହିଂସାକାଣ୍ଡ କମିବାରେ ନଁା ଧରୁନି। ରାଜ୍ୟ ମହିଳା କମିଶନରେ...

ନିର୍ବାଚନ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କର

ଭୁବନେଶ୍ୱର,୩୦୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛି ମାସ ରହିଛି। ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ନ...

ତୀବ୍ର ହେଉଛି ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଅଧିକାର ଓ ଦାବିକୁ ନେଇ ଶିକ୍ଷୟିତ୍ରୀ ଶିକ୍ଷକ, ଅଧ୍ୟାପକ ଓ କର୍ମଚାରୀ ଶିକ୍ଷାନୁଷ୍ଠାନ ଛାଡ଼ି ରାଜଧାନୀ ରାସ୍ତାରେ ବସି ରହିଛନ୍ତି। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ବାନରେ ୫ଦିନ ହେବ ହଜାର ହଜାର ଶିକ୍ଷକ...

ଜରାଜୀର୍ଣ୍ଣ ଅବସ୍ଥାରେ ରାଜ୍ୟର ୧୫୭ ଡାକବଙ୍ଗଳା

ଭୁବନେଶ୍ୱର, ୩୦।୯(ସୁନିତ୍‌ ମିଶ୍ର): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୧୫୭ଟି ଡାକବଙ୍ଗଳା (ଆଇବି) ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସେଥିମଧ୍ୟରୁ କେନ୍ଦୁଝରରେ ସର୍ବାଧିକ ୨୩ଟି ଆଇବି ଏବଂ ରେଷ୍ଟ ସେଡ୍‌ ଜରାଜୀର୍ଣ୍ଣ ଅବସ୍ଥାରେ ଅଛି। ସେହିପରି ବୌଦ୍ଧ...

ଲଘୁଚାପ: ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୦ା୯(ଅନିଲ ଦାସ): ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଗତି କରିବ।...

ଏଟିଏମରୁ ଲୁଟ୍‌ ଉଦ୍ୟମ: ନାବାଳକଙ୍କୁ କାବୁ କଲା ପୋଲିସ

ଭୁବନେଶ୍ୱର,୨୯।୯: ଭୁବନେଶ୍ବର ବରଗଡ ଥାନା ଅଧୀନରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଲୁଟ ଉଦ୍ୟମ ହୋଇଛି। ୨୯ ପିସିଆର ଲୁଟେରାଙ୍କୁ କାବୁ କରି ନେଇଛି। ଲୁଟେରାଙ୍କ ନିକଟରୁ ଲଙ୍କା ଗୁଣ୍ଡ ଓ ମାରଣାସ୍ତ୍ର ଜବତ ହୋଇଛି । ପୂର୍ବରୁ...

୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓ ଉପକୂଳ ମୁହାଁ ହେବାର...

୬୫ବର୍ଷ ପରେ ବି ମୌଳିକ ସୁବିଧାରୁ ଦୂରରେ

ଭୁବନେଶ୍ୱର,୨୯।୯ (ବନ୍ଦନା ସେଠୀ): ଭୁବନେଶ୍ୱରର ପ୍ରଥମ ହାଟ ଭାବେ ୧୯୫୮ରେ ଆରମ୍ଭ ହୋଇଥିଲା ୧ନଂ. ହାଟ। ସହର ଏବଂ ଆଖପାଖ ଉପକଣ୍ଠ ଅଞ୍ଚଳର ହଜାର ହଜାର ଲୋକ ଏହା ଉପରେ ନିର୍ଭର କରୁଛନ୍ତି। ୧୯୬୨ରେ ଜିଏ ବିଭାଗ ପ୍ରଥମେ ୯୫୨ଜଣ...

ବନ୍ଦ ହେଲା ୧ନଂ. ହାଟ

ଭୁବନେଶ୍ୱର,୨୯।୯(ବନ୍ଦନା ସେଠୀ): ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍‌ପାଥ୍‌ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ...

ମେଧା ତାଲିକା ପ୍ରକାଶ, ୩ରୁ ନାମଲେଖା

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ପାଇଁ ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟରେ ଦ୍ୱିତୀୟ ପର୍ଯ୍ୟାୟ ପିଜି ନାମଲେଖା ନିମନ୍ତେ ଗୁରୁବାର ମେଧା ତାଲିକା ପ୍ରକାଶ ପାଇଛି। ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୩ ତାରିଖ ପୂର୍ବାହ୍ନ ୧୦ଟାରୁ ୫ତାରିଖ ସନ୍ଧ୍ୟା ୫ଟା ଭିତରେ...

ଘୂର୍ଣ୍ଣିବଳୟ ସୃଷ୍ଟି, ୧ରୁ ବର୍ଷିବ

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri