ମେଟ୍ରୋ

୩ ବର୍ଷର ପ୍ରେମ ପରେ ବିବାହ ବନ୍ଧନରେ ବାନ୍ଧିହେବେ ବିଜେଡି ନେତା ପ୍ରଦୀପ ମାଝି , ଜାଣନ୍ତୁ କେଉଁଠି ହୋଇଥିଲା ପ୍ରଥମ ଦେଖା 

ଭୁବନେଶ୍ୱର,୧୧।୩: ବଢ଼ଛି ବୟସ, ପଡ଼ୁଛି ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି ନେତା ଓ ବିଧାୟକ । ବର୍ତ୍ତମାନ ବିବାହକୁ ନେଇ ଓ ନେତା ଖୁବ ଚର୍ଚ୍ଚାରେ ଅଛନ୍ତି ।  ନିକଟରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ବିବାହ...

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି ସୁପ୍ରିମୋଙ୍କ ପାଖକୁ ଯାଇଥିଲେ। ଶେଠାରେ ସେ ତାଙ୍କ ଆଶୀର୍ବଦ ବିକ୍ଷା କରିଥିଲେ। ବିବାହ...

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ ରହିଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ ଦେଇଥିବା ତଥ୍ୟ ଅନୁଯାୟୀ,...

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା...

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି ପୂର୍ବତନ ବିଧାୟକ କିମ୍ବା ସ୍ବର୍ଗତ ବିଧାୟକଙ୍କ ନାଁରେ ସରକାରୀ ବାସବଭବନ ରହିଛି...

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତଦ୍ୱୟ ହେଲେ ଝାରପଡା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୭.୪, ସୋନପୁର ୩୭.୨, ଭବାନୀପାଟଣା...

୧୪ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ଦେଖାଯିବ

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ):ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଂଶିକ ସୂର୍ଯ୍ୟୋପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ହେବ। ଏହା ଆମେରିକା, ପଶ୍ଚିମ ୟୁରୋପ,...

ଭାଜପା ନୂଆ ରାଜ୍ୟ ସଭାପତି : କାହା ନାଁରେ ବାଜିବ…

ଭୁବନେଶ୍ୱର,୩।୧୦: ଖୁବଶୀଘ୍ର ଘୋଷଣା ହେବ ଭାଜପା ନୂଆ ରାଜ୍ୟ ସଭାପତି ନାଁ। ଏ ନେଇ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାାଦକ ତରୁଣ ଚୁଗ ସୂଚନା ଦେଇଛନ୍ତି। ତେବେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଥିଲା, ଆଲୋଚନା ମଧ୍ୟ ହୋଇଥିଲା...

ଜୟନାରାୟଣଙ୍କ ବିବାଦୀୟ ବୟାନ: ବାବୁ ସିଂ କହିଲେ ଓଡ଼ିଶାର ସ୍ବାର୍ଥ ପାଇଁ… …

ଭୁବନେଶ୍ୱର,୧୦।୩: ଜୟନାରାୟଣଙ୍କ ବୟାନକୁ ନେଇ ମୁହଁ ଖୋଲିଲା ଭାଜପା। ଭାଜପା ବିଧାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାର ସ୍ବାର୍ଥ ପାଇଁ ଇଞ୍ଚେ ବି ସାଲିସ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ତାଙ୍କୁ ପଚାରି ବୁଝିବେ। ସୂଚନାଯୋଗ୍ୟ, ସମ୍ବଲପୁର...

ରାଜ୍ୟର ପୂର୍ବତନ, ବର୍ତ୍ତମାନର ସାଂସଦ ଓ ବିଧାୟକଙ୍କ ବିରୋଧରେ ଅଛି ଏତିକି ଫୌଜଦାରୀ ମାମଲା, ସୂଚନାଦେଲେ ସରକାର

ଭୁବନେଶ୍ୱର,୧୦।୩: ସୋମବାର ରାଜ୍ୟ ସରକାର ଉପସ୍ଥାପନ କରିଥିବା ତଥ୍ୟରେ ପ୍ରକାଶ ପୂର୍ବତନ ଏବଂ ବର୍ତ୍ତମାନର ସାଂସଦ (ସାଂସଦ) ଏବଂ ବିଧାନସଭା ସଦସ୍ୟ (ବିଧାୟକ)ଙ୍କ ବିରୋଧରେ ଫୌଜଦାରୀ ମାମଲା ସଂଖ୍ୟାକୁ ପ୍ରକାଶ କରିଛି। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର...

ପୋଲିସଙ୍କ ପାଇଁ ଖୁସିଖବର: ମିଳିବ ସ୍ପିଡ୍‌ ବାଇକ, ବୋଲେରୋ

ଭୁବନେଶ୍ୱର,୧୦।୩: ଏଥର ଅପରାଧୀଙ୍କୁ ଧରିବା ହେବ ସହଜ । ପୋଲିସକୁ ମିଳିବ ସ୍ପିଡ ବାଇକ ଓ ବୋଲେରୋ। ରାଜ୍ୟ ସରକାରଙ୍କ ପକ୍ଷରୁ ଅପରାଧ ନିୟନ୍ତ୍ରଣ ପାଇଁ ସ୍ପିଡ ଗାଡ଼ି ସ୍ପିଡ ବାଇକ ଓ ବୋଲେରୋ ଯୋଗାଇ ଦିଆଯିବ । ପୋଲେିସଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image