ମେଟ୍ରୋ

ହୁତୁହୁତୁ ହୋଇ ଜଳୁଛି ମିକ୍ସଚର ଫ୍ୟାକ୍ଟ୍ରି: ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି

ଭୁବନେଶ୍ୱର,୮।୩: ସହିଦ ନଗରରେ ଥିବା ମିକ୍ସଚର ଫ୍ୟାକ୍ଟ୍ରିରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ କରାଯାଉଛି। କିନ୍ତୁ ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ମିକ୍ସଚର ଫ୍ୟାକ୍ଟ୍ରିରେ କିଭଳି...

ଖରାଦିନେ କଳାକୋଟ୍‌ ଇଚ୍ଛାଧୀନ: ଆଇନଜୀବୀଙ୍କ ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ,୮ା୩(କାର୍ତ୍ତିକ ସାହୁ):ସୁପ୍ରିମକୋର୍ଟ ଏବଂ ହାଇକୋର୍ଟ ବ୍ୟତୀତ ଅନ୍ୟ ସମସ୍ତ କୋର୍ଟରେ ରାଜ୍ୟ ଆଇନଜୀବୀ ପରିଷଦର ଆଇନଜୀବୀମାନଙ୍କ ନିମନ୍ତେ ଗ୍ରୀଷ୍ମକାଳୀନ ପୋଷାକ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ଶୁକ୍ରବାର ଜାରି କରାଯାଇଛି। ଅତ୍ୟନ୍ତ ଗରମ ତଥା ଅସମ୍ଭାଳ ତାତିକୁ ଦୃଷ୍ଟିରେ ରଖି ରାଜ୍ୟ ଆଇନଜୀବୀ...

ସୁଭଦ୍ରା: ନାରୀ ଶକ୍ତିର ଅପୂର୍ବ ଅଭ୍ୟୁଦୟ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓ ଅଖ୍ୟାତ ପୁରପଲ୍ଲୀରେ ବାସ କରୁଥିବା ସମସ୍ତ ମହିଳାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ସତରେ ଚଳିତ ବର୍ଷର ବିଷୟବସ୍ତୁ ସହିତ ପୂରା ଖାପଖାଉଛି ଆମ ସୁଭଦ୍ରା। Accelerated Action ବା ତ୍ୱରିତ କାର୍ଯ୍ୟାନୁଷ୍ଠାନ...

ମାର୍ଚ୍ଚ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୭।୩ (ବନ୍ଦନା ସେଠୀ)- ମାର୍ଚ୍ଚ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଛି। ପରବର୍ତ୍ତୀ ଅଭିଯେଗ ଶୁଣାଣିର ତାରିଖ ସମ୍ପର୍କରେ ଖବରକାଗଜ ଓ ଅନ୍ୟ...

ସ୍ନାତକୋତ୍ତର ନାମଲେଖା ଶୀଘ୍ର ଆରମ୍ଭ କରିବା ଲାଗି ସରକାରଙ୍କ ନିଷ୍ପତ୍ତି, ମାର୍ଚ୍ଚ ୧୦ରୁ ଆବେଦନ

ଭୁବନେଶ୍ୱର,୭।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form...

Odisha Electricity: ସୁରେଶ ପୂଜାରୀଙ୍କ ବଡ଼ ସୂଚନା, ଉପଭୋକ୍ତା ବିଲ ନ ଦେଇ ପାରିଲେ…

ଭୁବନେଶ୍ୱର,୭।୩: ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି। Odisha Electricity:...

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି, ଓଡ଼ିଶାକୁ ନେଇ…

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି । ଅନ୍ୟପକ୍ଷେ...

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ, ଜଳଖିଆ ଦେକାନୀଙ୍କ କଥା ଶୁଣି ଛଳଛଳ ଆଖି…

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ...

ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ: ଦରମା ନ ବଢ଼ାଇଲେ…

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି...

ଉତ୍ତମ ମହାନ୍ତିଙ୍କ ଘରେ ଧର୍ମେନ୍ଦ୍ର: ଅପରାଜିତା, ବାବୁଙ୍କ ସହ କଲେ ଆଲୋଚନା

  ଭୁବନେଶ୍ୱର,୭।୩: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକପ୍ରିୟ ଅଭିନେତା ସ୍ବର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚିଛନ୍ତି। ସେ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଦେବା ସହ ଅପରାଜିତା ମହାନ୍ତି, ବାବୁସାନଙ୍କ ସମେତ ପରିବାରଙ୍କୁ ଭେଟଛନ୍ତି ଧର୍ମେନ୍ଦ୍ର ।...

ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଭୁବନେଶ୍ୱର,୭ା୩: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିବାବେଳେ ଏହା ୭ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଅର୍ଥାତ୍‌ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ମରାମତି କାର୍ଯ୍ୟ ବନ୍ଦ ରହିବ। ଦୋଳାଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ମରାମତି ବନ୍ଦ...

ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ

ଭୁବନେଶ୍ୱର,୭ା୩: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ନିୟମିତ କ୍ରିକେଟ ମ୍ୟାଚ୍ ପାଇଁ ଭିତ୍ତିଭୂମି ଉନ୍ନତ କରିବାର କୌଣସି ଯୋଜନା ଓଡ଼ିଶା ସରକାରଙ୍କର ନାହିଁ। କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ବିଧାନସଭାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image