ମେଟ୍ରୋ

କିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ଜାରି ହେଲା ନୋଟିସ

ଭୁବନେଶ୍ୱର,୭।୩: କିଟ୍‌ ଘଟଣାରେ ଆଉ ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ହାଜର ପାଇଁ ନୋଟିସ ଜାରି କରାଯାଇଛି । କିଟ୍‌ର Director of Students affairs, DG International Relations, Director Administrative ଓ କିଟ୍‌ର ୩ ଜଣ ଛାତ୍ରଙ୍କୁ...

ପରିବର୍ତ୍ତନ ହେବ କି ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ? ସ୍ପଷ୍ଟୀକରଣ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୭ା୩: ଗଲା ବର୍ଷ ରାଜନୈତିକ ବିବାଦ ସୃଷ୍ଟି କରିଥିବା ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ କରିବା ପ୍ରସ୍ତାବ ଉପରେ ଶୁକ୍ରବାର ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ପଷ୍ଟ କରିଛନ୍ତି। “କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ କୌଣସି...

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା: ମନ୍ତ୍ରୀ

ଭୁବନେଶ୍ୱର,୭।୪: ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏକ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଥିଲେ। ଉତ୍ତରରେ ମନ୍ତ୍ରୀ...

ସାବଧାନ ଅମାନିଆ, ଗଣିବେ ମୋଟା ଅଙ୍କର ଚାଲାଣ! ସପ୍ତାହକୁ ଦୁଇଥର ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୭।୩: ସଡକ ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛନ୍ତି। ଓଡିଶା ସରକାର ଘୋଷଣା କରିଛନ୍ତି ଯେ ରବିବାର ଏବଂ ବୁଧବାରକୁ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଶୂନ୍ୟ ସହନଶୀଳତା ଦିବସ ଭାବରେ ପାଳନ କରାଯିବ।...

୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ: ବନ୍ଦ ରହିବ…

ଭୁବନେଶ୍ୱର,୭।୩: ୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍‌ ଅଫିସ ଆଗରେ ବିକ୍ଷୋପ କରିବ।...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର

କଟକ,୭।୩: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ STA ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା...

ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୭।୩: ଗୁରୁବାର ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ପୃଥକ ପୃଥକ ପ୍ରସଙ୍ଗ ଉପରେ ଗୃହ ଭିତରେ ହଟ୍ଟଗୋଳ କରିଥିଲେ। ପଞ୍ଚାୟତିରାଜ ଦିବସ...

ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଟାର୍ଗେଟ କରିବା ଲାଗି ବିରୋଧୀ...

Hindu Marriage Act: ପତ୍ନୀଙ୍କ ଦ୍ୱାରା ଦାବି କରାଯାଇଥିବା ପରିମାଣଠାରୁ ଅଧିକ ଭରଣପୋଷଣ ପ୍ରଦାନ କରିପାରିବେ କୋର୍ଟ

କଟକ, ୭ା୩: ଓଡିଶା ହାଇକୋର୍ଟ ରାୟ ଦେଇଛନ୍ତି ଯେ ଏକ ମାମଲାର ତଥ୍ୟ ଏବଂ ପରିସ୍ଥିତିକୁ ବିଚାର କରି ଏବଂ ନ୍ୟାୟପୂର୍ଣ୍ଣ ଏବଂ ନିରପେକ୍ଷ ଉପାୟ ଯୋଗାଇବା ପାଇଁ, ହିନ୍ଦୁ ବିବାହ ଆଇନ, ୧୯୫୫(‘ଆଇନ’) ଅନୁଯାୟୀ କୋର୍ଟ ଆବେଦନକାରୀ ଦାବି...

କାଷ୍ଟ୍, ଇନକମ୍ ଏବଂ ରେସିଡେଣ୍ଟ ପ୍ରମାଣପତ୍ର ପାଇଁ ମୋବାଇଲ୍ ଆପ୍ ଲଞ୍ଚ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର, ୭ା୩: ଓଡ଼ିଶା ସରକାର ଖୁବ୍ ଶୀଘ୍ର ଏକ ମୋବାଇଲ୍ ଆପ୍ ଲଞ୍ଚ କରିବେ ଯାହା ଦ୍ୱାରା ଲୋକମାନେ ଅନଲାଇନ୍ ମୋଡ୍ ମାଧ୍ୟମରେ ରାଜସ୍ୱ ବିଭାଗରୁ ବିଭିନ୍ନ ପ୍ରମାଣପତ୍ର ପାଇପାରିବେ। ସରକାର ଏପ୍ରିଲ ମାସରେ ଏହି ସ୍ୱତନ୍ତ୍ର ଆପ୍ ଉନ୍ମୋଚନ...

ଏପ୍ରିଲ ୨ରୁ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ: ପିଲାଙ୍କୁ ଦିଆଯିବ ‘ଯାଦୁପେଡି କିଟ୍‌’

ଭୁବନେଶ୍ୱର,୭ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଆସନ୍ତା ଏପ୍ରିଲ ୨ରୁ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ...

୨୪ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ତାପମାତ୍ରା: ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା

ଭୁବନେଶ୍ୱର, ୭ା୩: ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି ଯେ ଆଗାମୀ ୨୪ ଘଣ୍ଟା ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image