ମେଟ୍ରୋ

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫...

ଆଜି ଆସିବ ସୁଭଦ୍ରା ଟଙ୍କା, ଆସିଲା ବଡ଼ ଖବର!

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ବାକି ଆବେଦନକାରୀ ଜମି...

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି...

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍‌’

ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍‌କ୍ଲବ୍‌ଠାରେ ‘ୟୁଥ୍‌ କନ୍‌କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ...

୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି...

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି...

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା...

ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ ଖୋଲିଛନ୍ତି ନିଜେ ବିଧାୟକ ହିମାଂଶୁ । ସେ କହିଛନ୍ତି, ଦଳ ନିର୍ବିଶେଷରେ ଜଣେ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image