ମେଟ୍ରୋ

KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍‌ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍‌ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କର୍ମୀମାନେ ‘ଛାତ୍ରୀଛାତ୍ରଙ୍କ ଉପରେ ଗୁଣ୍ଡାରାଜ ଚଳିବ ନାହିଁ’ ଲେଖାଥିବା ପ୍ଲାକାର୍ଡ ଦେଖାଇ ବିକ୍ଷୋଭ...

ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍‌ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍‌ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ କରିବାର ଯୋଜନା ରହିଛି। ଏହି ବିକାଶ ବିମାନବନ୍ଦରର କ୍ଷମତା ଏବଂ ଦକ୍ଷତାକୁ ଯଥେଷ୍ଟ...

KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ  ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା...

ଶପଥ ଗ୍ରହଣ ଉତ୍ସବରେ ଏହି ବ୍ୟକ୍ତିଙ୍କୁ ଦେଖି ଅଟକିଗଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ, ତୁମେ ହିମାଳୟ…

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ରାମଲୀଳା ମଇଦାନରେ ରାଜନୀତିର ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ୨୭ ବର୍ଷ ପରେ କ୍ଷମତାକୁ ଫେରିବା ପରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଏକ ଭବ୍ୟ ରୂପ ଦେଇଥିଲା। ଦେଶବ୍ୟାପୀ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ...

କ୍ଷମତାକୁ ଆସିବା ପରେ ଏତିକି ଯୋଜନା ଆରମ୍ଭ କଲେଣି ମୋହନ ସରକାର, ବିଧାନସଭାରେ ଦେଲେ ସୂଚନା

ଭୁବନେଶ୍ୱର,୨୦।୨: ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି। ଘସିପୁରା ବିଧାୟକ ବଦ୍ରି...

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନକୁ ଶକ୍ତ ଝଟ୍‌କା

କରାଚୀ,୨୦।୨: ଚାମ୍ପିଅନ୍ସ ଟ୍ରଫିରେ ପାକିସ୍ତାନର ଆରମ୍ଭ ଭଲ ହୋଇନାହିଁ। ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ୬୦ ରନ୍‌ରେ ବିଶାଳ ବ୍ୟବଧାନରେ ପରାସ୍ତ କରିଥିଲା। ଏବେ ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ପାକିସ୍ତାନର ଓପନର ଫଖର ଜମାନ ଟୁର୍ନାମେଣ୍ଟରୁ ବାହାର...

KIITକୁ ନେଇ ତାରାଙ୍କ ବିସ୍ଫୋରକ ବୟାନ, କହିଲେ ବହୁ IAS-IPSଙ୍କ ସ୍ତ୍ରୀ…

ଭୁବନେଶ୍ୱର,୨୦ା୨: ସାରା ଦେଶରେ ଚର୍ଚ୍ଚାରେ ରହିଥିବା KIITକୁ ନେଇ ଏବେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ତାରା କହିଛନ୍ତି, କିଟ୍‌ରେ ବହୁ ଆଇଏଏସ୍‌ ଏବଂ ଆଇପିଏସ୍‌ଙ୍କ ସ୍ତ୍ରୀ କାର୍ଯ୍ୟରତ ଅଛନ୍ତି।...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ନୂଆ…

ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, ରାଜ୍ୟରେ ଆଉ ୫୦୦ ବାତ୍ୟା...

5Tର ପୋଲ୍‌ ଖୋଲିଲେ ସୁରେଶ ପୂଜାରୀ, କହିଲେ ପ୍ରୋସେସିଂ ନ କରି କେବଳ…

ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଛି ବିଧାନସଭା କାର୍ଯ୍ୟ। ଏଥିରେ ପୂର୍ବ ସରକାରରେ ଥିବା 5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନରେ ସୁରେଶ କଡ଼ା ଟାର୍ଗେଟ କରି କହିଛନ୍ତି, ଗତ ସରକାରରେ ଅନେକ...

KIIT student death row: ଅଚ୍ୟୁତ ସାମନ୍ତଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୦।୨: KIIT University ରେ ବି.ଟେକ ଛାତ୍ରୀ ପ୍ରକ୍ରିତି ଲାମସଲଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ର୍ନିଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ...

Maha Shivaratri: ଜାଗର ପାଇଁ ନୀତି ନିର୍ଘଣ୍ଟ, ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର,୨୦ା୨: ଜାଗର ପାଇଁ ସରିଲା Lingaraj ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ । ରାତି ୧୦ଟାରେ ଉଠିବ ମହାଦୀପ । Lingaraj Temple Mahadipa Timing ମହାଶିବରାତ୍ରି ଆୟୋଜନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି...

ବିଜୁଳି, ଘଡ଼ଘଡ଼ି କୁଆପଥର ବର୍ଷା, ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି। ବାଲେଶ୍ୱରରେ ସର୍ବାଧିକ ୧୭.୬ ମି.ମି. ବର୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image