ମେଟ୍ରୋ

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି ଯୋଜନାରେ ହିତାଧିକାରୀମାନେ ୨ଟି କିସ୍ତିରେ ୨ହଜର ଟଙ୍କା ଲେଖାଏଁ ବାର୍ଷିକ ମୋଟ୍‌ ୪...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ ପରିଡ଼ା ତାଙ୍କୁ ଭେଟିଛନ୍ତି। ଭୁବନେଶ୍ବର ଡିସିପିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ।...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ ଏକଛତ୍ରବାଦ ସରକାରର ଅନ୍ତ ଘଟିଛି। ଜନତା ଭାଜପା ଉପରେ ଆସ୍ଥା ପ୍ରକଟ କରିଛନ୍ତି।...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର...

ସୁଭଦ୍ରାକୁ ନେଇ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ: ୫ହଜାର ସୁଭଦ୍ରା ଟଙ୍କା ଖର୍ଚ୍ଚ କଲେ ମିଳିବ…

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri