ରୋକି ହେଉନାହିଁ ବାଲ୍ୟବିବାହ
ଭୁବନେଶ୍ୱର,୧୬।୨(ବନ୍ଦନା ସେଠୀ): ବିଧାନସଭାର ବଜେଟ ଅଧିବେଶନର ତୃତୀୟ ଦିନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ଲିଖିତ ସୂଚନା ଅନୁଯାୟୀ, ୨୦୧୯ରୁ ୨୦୨୫ ମଧ୍ୟରେ ମୋଟ ୮ ହଜାର ୧୫୯ ବାଲ୍ୟବିବାହ ହୋଇଛି। ସେଥିମଧ୍ୟରୁ ନବରଙ୍ଗପୁର ଜିଲାରେ ସର୍ବାଧିକ ୧,୩୪୭ ବାଲ୍ୟବିବାହ...