ମେଟ୍ରୋ

ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ସୁନିତି, ଭାଜପା ବିଧାୟକ ପ୍ରାର୍ଥୀଙ୍କ ବିରୋଧରେ ଆଣିଥିଲେ ଅଭିଯୋଗ

ଭୁବନେଶ୍ୱର,୯ା୯: ଭାଜପାରୁ ନିଲମ୍ବିତ ହୋଇଥିବା ସୁନିତି ମୁଣ୍ଡ ସୋମବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟିଛନ୍ତି। ଲକ୍ଷ୍ମୀସାଗର ଥାନାରେ ସେପ୍ଟେମ୍ବର ୩ରେ ଭଣ୍ଡାରୀପୋଖରି ଭାଜପା ବିଧାୟକ ପ୍ରାର୍ଥୀ ସୁଧାଂଶୁ ନାୟକଙ୍କ ବିରୋଧରେ ସେ ଦେଇଥିବା ଅଭିଯୋଗ ପଞ୍ଜିକୃତ କରାଯାଉନାହିଁ। ଏହି...

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା...

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ...

ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍‌ ଡିପ୍ରେଶନ: ଭୀଷଣ ବର୍ଷା ନେଇ ୧୦ ଜିଲାକୁ ରେଡ ୱାର୍ନିଂ 

ଭୁବନେଶ୍ୱର,୯।୯: ଗଭୀର ଅବପାତ ଓଡ଼ିଶା ଉପକୂଳ ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍‌ ଡିପ୍ରେଶନ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ...

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍‌ଡେଟ୍‌: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…

ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି । ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ। ଗତ...

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି...

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ...

ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ: ଯିଏ ଯୁଆଡେ ପାରିଲେ …

ଭୁବନେଶ୍ୱର,୯।୯: ରେଷ୍ଟୁରାଣ୍ଟ ଭିତରକୁ ପଶିଆସିଲେ, ଯାହାକୁ ପାରିଲେ ତାକୁ ପିଟିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀର ଚନ୍ଦକା ପଥରଗଡ଼ିଆ ରସ୍ତାରେଥିବା ଏକ ରେଷ୍ଟୁରାଣ୍ଟରେ। କିଛି ଦୁର୍ବୃତ୍ତ ରେଷ୍ଟୁରାଣ୍ଟ ଭିତରକୁ ଆସିଥିଲେ। ସିଟ ନ ମିଳିବାରୁ ରେଷ୍ଟୁରାଣ୍ଟରେ ବସିଥିବା କେତେକ...

ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍‌ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର...

କାହିଁକି ଭଙ୍ଗାହେବ ଦିଲ୍ଲୀ ସ୍ଥିତ  ଓଡ଼ିଶା ଭବନ:  ରାଜ୍ୟ ସରକାର କହିଲେ…

ଭୁବନେଶ୍ୱର,୯।୯: ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା...

୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri