ମେଟ୍ରୋ

ଠକୁଛନ୍ତି ସୁନା ଦୋକାନୀ! ଏସବୁ ଜିଲାରେ ବେଶୀ ଠକେଇ, କିଣୁଛନ୍ତି କି… 

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ  ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ବାଇଁ ପ୍ରଶ୍ନ କରିଥିଲେ। ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬...

ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ହେବ ୨ ଶହ ଗୋଶାଳା, ଗୋଖାଦ୍ୟ ପାଇଁ ଦୈନିକ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧।୯: ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ...

ବିଜୁଳିକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ୨୦୨୫ ସୁଦ୍ଧା…

ଭୁବନେଶ୍ୱର,୧୧।୯: ଗୃହରେ କୃଷି ଓ ବିଦ୍ୟୁତ୍‌ ବିଭାଗର ଆଲୋଚନା ହୋଇଛି । ୨୦୨୫ ସୁଦ୍ଧା ସମସ୍ତ ରାଜସ୍ବ ଗ୍ରାମକୁ ବିଜୁଳି ପହଞ୍ଚାଇବାକୁ ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ଗୃହରେ ବିଜେଡି ବିଧାୟକ ବଦ୍ରି ପାତ୍ର ପ୍ରଶ୍ନ କରିଥିଲେ ଯେ କେବେ ସୁଦ୍ଧା...

ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ ପରେ…

ଭୁବନେଶ୍ୱର:୧୧।୯: ଭସାଣି ବେଳେ ପଶିଆସିଲା ପୋଲିସ: ଗଣେଶଙ୍କୁ ଏକୁଟିଆ ଛାଡି ଯିଏ ଯୁଆଡେ ପାରିଲେ ଦୌଡ଼ିଲେ । କିଟିକିଟି ଅନ୍ଧାର ରାତିରେ ରାସ୍ତା କଡ଼ରେ ଟ୍ରକ ଡାଲାରେ ଏକାକୀ ବସିଛନ୍ତି ଗଜାନନ । ହନୁମାନ ବେଶଧାରୀ ଗଣେଶଙ୍କ ପାଖରେ ନାହାନ୍ତି...

ଓଡ଼ିଆ ଅସ୍ମିତାକୁ ନେଇ ଏମିତି ଟୁଇଟ୍‌ କରିଥିଲେ ନବୀନ, ଜବାବ ଦେଇ ରୋକଠୋକ ଶୁଣାଇଦେଲେ ଜୟନାରାୟଣ

ଭୁବନେଶ୍ୱର,୧୧।୯: ଓଡ଼ିଆ ଅସ୍ମିତାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ନବୀନ ମଙ୍ଗଳବାର ଟୁଇଟ୍‌ କରି ଓଡ଼ିଆ ଅସ୍ମିତା ବିଷୟରେ କହିଥିଲେ। ଯାହାକୁ ଜୟନାରାୟଣ କାଉଣ୍ଟର...

ବଢ଼ୁଛି ଭୟ : ବରଗଡ଼ରେ ବ୍ୟାପୁଛି ସ୍କ୍ରବ ଟାଇଫସ୍‌

ବରଗଡ଼,୧୧।୯(ପ୍ରେମାନନ୍ଦ ଖମାରୀ): ବରଗଡରେ ସ୍କ୍ରବ ଟାଇଫସ୍‌ ରୋଗ ବ୍ୟାପୁଛି। ସୋମବାର ସୁଦ୍ଧା ଜିଲାରେ ୩ଜଣ ସେଥିରେ ଆକ୍ରାନ୍ତ ହୋଇଛନ୍ତି ଏବଂ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଡିପିଏସଓ) ଡା. ସୁଶାନ୍ତ କର କହିଛନ୍ତି। ଅନ୍ୟପଟେ ଅମ୍ବାଭୋନା...

ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ

ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ସମାରୋହରେ...

କାହିଁକି ଏନ୍‌ଏସି ଘୋଷଣା କରିଥିଲେ ନବୀନ ସରକାର, ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୯(ଅନିଲ ଦାସ): ନୂତନ ଏନ୍‌ଏସି ଗଠନକୁ ନେଇ ବିଧାନସଭାରେ ଦାବି ଜୋର୍‌ ଉଠିଛି। ଗତ ସରକାର ସମୟରେ ୫୭ଟି ଏନଏସି ପ୍ରସ୍ତାବ ଆସିଥିବା କୁହାଯାଉଥିବା ବେଳେ ଭାଜପା ସରକାରଙ୍କ ପାଖରେ ସେମିତି କିଛି ପ୍ରସ୍ତାବ ନାହିଁ ବୋଲି ନଗର ଉନ୍ନୟନ...

ପୂର୍ବ ସରକାରର ବଡ଼ ଯୋଜନାକୁ ମନା କରିଦେଲେ ମୋହନ ସରକାର

ଭୁବନେଶ୍ୱର,୧୦।୯ (ଅନିଲଦାସ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରାଜ୍ୟ ସରକାର ସାଇକେଲ ଗୋଟିକୁ ୨୫,୦୦୦ ଟଙ୍କା ଦରରେ କିଣିଥିଲେ। ସେଥିରୁ କିଛି ଭାଙ୍ଗିରୁଜି ଯିବା ଫଳରେ ସେଗୁଡିକୁ ମରାମତି ପାଇଁ ଦିଆଯାଇଛି । ତେବେ ଏହି...

୫ଦିନ ଧରି ଲାଗି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲାକୁ ରେର୍ଡ ଆଲର୍ଟ!

ଭୁବନେଶ୍ୱର,୧୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର ବିସ୍ତୃତି କମିଥିବାବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗତ ୨୪ ଘଣ୍ଟା...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଯୁକ୍ତି ୨ ପିଲାଙ୍କୁ ଦିଆଯିବ ମାଗଣା କୋଚିଂ, ଏହିଦିନ ଠୁ ଆରମ୍ଭ ହେବ କ୍ଲାସ

ଭୁବନେଶ୍ୱର,୧୦।୯: ପ୍ରଥମେ ନିଟ୍‌-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ ଦେଉଥିଲେ। ତେବେ ଏଥର ଯୁକ୍ତି ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ପାଇଁ ଏହି ସୁବିଧା...

ବିଧାନସଭାରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସୁଭଦ୍ରା ପାଇଁ ଟଙ୍କା ନେଉଥିଲେ…

ଭୁବନେଶ୍ୱର,୧୦।୯: ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି। ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳିଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri