ସିଏମ୍ସି ଡେପୁଟି ମେୟର ନିର୍ବାଚନ: ସମ୍ମିଳନୀ କକ୍ଷ ଛାଡ଼ି ପଳାଇଲେ ଭାଜପା, କଂଗ୍ରେସ
କଟକ ଅଫିସ,୭ା୪: ସିଏମ୍ସି ଡେପୁଟି ମେୟର ନିର୍ବାଚନକୁ ଭାଜପା ଓ କଂଗ୍ରେସର ବୟକଟ। ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ପଳାଇଛନ୍ତି ଭାଜପା ଓ କଂଗ୍ରେସ କାଉନସିଲର। ଗଣତନ୍ତ୍ରର ଏକ ପ୍ରକାର ହତ୍ୟା କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି ଉଭୟ ଭାଜପା...