ଜଗତ୍ସିଂହପୁର ଅଫିସ, ୩ା୩: ପୌର ନିର୍ବାଚନ ନେଇ ବୁଧବାରଠାରୁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ପ୍ରଥମ ଦିନ ଜଗତ୍ସିଂହପୁର ପୌର ପରିଷଦ ଅଧ୍ୟକ୍ଷ ଓ କାଉନସିଲର ପଦବୀ ପାଇଁ…
ପାରାଦୀପ,୩ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବୁଧବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ହେଲେ ପାରାଦୀପ ପୌର ପରିଷଦରେ କେହି ମନୋନୟନ ପତ୍ର ଦାଖଲ କରିନାହାନ୍ତି। କେବଳ…
ହିଞ୍ଜିଳିକାଟୁ,୨ା୩(ଡି.ଏନ୍.ଏ.): ପୌର ନିର୍ବାଚନ ପାଇଁ ବିଗୁଲ ବାଜିବା ପରେ ଚଳଚଞ୍ଚଳ ହୋଇଛି ଗାମ ଜିଲାର ଏକମାତ୍ର ପୌର ପରିଷଦ ହିଞ୍ଜିଳିକାଟୁ ପୌର ପରିଷଦ ରାଜନୀତି। ନାମାଙ୍କନପତ୍ର ଦାଖଲର…
କଟକ ଅଫିସ,୨ା୩(ବ୍ୟୁରୋ): ପୌର ନିର୍ବାଚନ ପାଇ ରାଜନୀତି ପାଣିପାଗ ସରଗରମ ହୋଇଛି। ନିର୍ବାଚନ ତାରିଖ ଘୋଷଣା ପରେ ସମସ୍ତ ରାଜନେତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ…
ଗଞ୍ଜାମ,୨ା୩(ଡି.ଏନ୍.ଏ.): ଆସନ୍ତା ୨୪ରେ ହେବ ପୌର ନିର୍ବାଚନ। ଏଥିପାଇଁ ୨ରୁ ୭ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରିବାକୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।…
ଭୁବନେଶ୍ୱର, ୧ା୩(ବ୍ୟୁରୋ): ରାଜ୍ୟର ୧୦୬ ପୌରପାଳିକା ଓ ୩ ମହାନଗର ନିଗମ ନିର୍ବାଚନ ଲାଗି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଥିଲେ।…
ମାଲକାନଗିରି,୨୮ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ପୌର ପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ-୩ରେ ରବିବାର ଶତାଧିକ ମହିଳା ଏକାଠି ହୋଇ ଭୋଟ ବର୍ଜନ କରିବାକୁ ଶପଥ ନେଇଛନ୍ତି। ଏହି…
ଗୁଣପୁର,୨୮ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ପୌରାଞ୍ଚଳ ପାଇଁ ନିର୍ବାଚନ ମାର୍ଚ୍ଚ ୨୪ରେ ହେବ। ଏଥପାଇଁ ଭୋଟର ତାଲିକା ପ୍ରକାଶ ପାଇଛି। ପୌରାଞ୍ଚଳରେ ୧୯ ୱାର୍ଡ ରହିଥିବାବେଳେ ୨୨୬୦୮…
ବ୍ରହ୍ମପୁର ଅଫିସ,୨୭।୨: ପୌର ନିର୍ବାଚନ ପାଇଁ ବ୍ରହ୍ମପୁର ମହାନଗର ରାଜନୀତି ଚଳଚଞ୍ଚଳ ହୋଇଛି। ୪୨ଟି ୱାର୍ଡରେ ଶନିବାର ବିଜେଡି ପକ୍ଷରୁ କର୍ପୋରେଟର ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି।…
ରମ୍ଭା,୨୭।୨: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ତିନି ନମ୍ବର ୱାର୍ଡର ବ୍ରଜମୋହନପୁର ସାହିବାସୀଙ୍କ ପକ୍ଷରୁ ଆଗାମୀ ପୌର ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବ୍ରଜମୋହନପୁର ସାହି…