ପୌର ନିର୍ବାଚନ

ଚାନ୍ଦବାଲି ଏନ୍‌ଏସି ହାତେଇଲା ବିଜେଡି

ଚାନ୍ଦବାଲି,୨୬ା୩(ଡି.ଏନ୍‌.ଏ.): ଚାନ୍ଦବାଲି ଏନ୍‌ଏସିରେ ମୋଟ୍‌ ୧୫ଟି କାଉନସିଲର ପଦବୀରୁ ୧୧ଟି ବିଜେଡି ହାତେଇ ଥିବା ବେଳେ ଭାଜପା ୩ଟି ଓ କଂଗ୍ରେସ ଗୋଟିଏ କାଉନସିଲର ହାତେଇଛି। ଚାନ୍ଦବାଲି…

2 years ago

ବାଲିଗୁଡ଼ା ଏନ୍‌ଏସିରେ ବିଜେଡିର ବାଜିମାତ୍‌ : ଖାତା ଖୋଲିପାରିଲାନି ଭାଜପା

ବାଲିଗୁଡ଼ା,୨୬ା୩(ଡି.ଏନ୍‌.ଏ.): ପୌର ନିର୍ବାଚନରେ ପୁଣି ବିଜେଡିର ବାଜିମାତ୍‌। କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡି ବିପୁଳ ବିଜୟ ହାସଲ କରିଛି। ବ୍ଲକ ସଭାପତି ଟୁନା…

2 years ago

ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଲେ କାଉନସିଲର, ଭାଇରାଲ ହେଉଛି ଭିଡିଓ

ସୋନପୁର,୨୬ା୩(ନି.ପ୍ର.): ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଛନ୍ତି ନବନିର୍ବାଚିତ ବିଜେଡି କାଉନସିଲର। ଏମିତି ଦୃଶ୍ୟ ସୋନପୁର ପୌର ପରିଷଦରେ ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ…

2 years ago

ରୀତାରାଣୀଙ୍କୁ ହରାଇଲେ ଯାଜ୍ଞସେନୀ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥିନୀ ଯାଜ୍ଞସେନୀ ଓରାମ ବିଜୟୀ ହୋଇଛନ୍ତି।…

2 years ago

କେନ୍ଦୁଝରରେ ୪ରୁ ୩ ପୌର ପରିଷଦ ହାତେଇଲା ବିଜେଡି

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୌର ନିର୍ବାଚନ ଫଳାଫଳ ଶନିବାର ଘୋଷଣା ହୋଇଛି। ଜିଲାର ତିନୋଟି ପୌରପାଳିକା ଓ ଗୋଟିଏ ଏନ୍‌ଏସିରେ ନିର୍ବାଚନ ହୋଇଥିଲା। ବିଜେଡି ତିନୋଟି ପୌର…

2 years ago

ସୁନ୍ଦରଗଡ଼ରେ ବାଜିମାରିଲା ଭାଜପା

ସୁନ୍ଦରଗଡ଼,୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ପୌର ନିର୍ବାଚନରେ ଭାଜପାର ତନୟା ମିଶ୍ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀନୀ ରଞ୍ଜନା ପଣ୍ଡାଙ୍କୁ ପରାଜିତ…

2 years ago

୧୪,୫୨୫ ଖଣ୍ଡ ଭୋଟରେ ଜିତିଲେ ଲିକା

ବଲାଙ୍ଗୀର ଅଫିସ, ୨୬।୩- ଶନିବାର ପୌର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି । ବଲାଙ୍ଗୀର ପୌରାଞ୍ଚଳର ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥୀ ଲିକା ସାହୁ ୧୪,୫୨୫ ଖଣ୍ଡ…

2 years ago

ପଦ୍ମପୁରରେ ସାବିତ୍ରୀ ବାଗ୍‌ ପୌରାଧ୍ୟକ୍ଷା

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିରେ ବିଜେଡିର ସାବିତ୍ରୀ ବାଗ ପୌରାଧ୍ୟକ୍ଷ ନିର୍ବାଚିତ ହୋଇଛିନ୍ତି। ସେ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ରଞ୍ଜୁ ସେଠୀଙ୍କୁ ୬୬୨ ଖଣ୍ଡ…

2 years ago

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ ନିର୍ବାଚିତ…

2 years ago

ଦଶପଲା ଦଖଲ କଲା ସ୍ବାଧୀନ

ନୟାଗଡ଼ ଅଫିସ/ଦଶପଲା,୨୬।୩(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲା ଏନ୍‌ଏସିରେ ସ୍ବାଧୀନ ପ୍ରାର୍ଥୀ ବାଜି ମାରିନେଇଛି। ସ୍ବାଧୀନ ପ୍ରାର୍ଥୀ ପୁନମ ପ୍ରିୟଦର୍ଶିନୀ ଚେୟାରମ୍ୟାନ ଭାବେ ନିର୍ବାଚିତ। ସେ ତାଙ୍କର ନିକଟତମ…

2 years ago