ପୌର ନିର୍ବାଚନ

ପଟ୍ଟା ନାହିଁ ତ ଭୋଟ ନାହିଁ, ଶପଥ ନେଲେ ଗ୍ରାମବାସୀ

ମାଲକାନଗିରି,୨୮ା୨(ଡି.ଏନ୍‌.ଏ.):  ମାଲକାନଗିରି ଜିଲା ସଦର ମହକୁମା ପୌର ପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ-୩ରେ ରବିବାର ଶତାଧିକ ମହିଳା ଏକାଠି ହୋଇ ଭୋଟ ବର୍ଜନ କରିବାକୁ ଶପଥ ନେଇଛନ୍ତି। ଏହି ଅବସରରେ ସରକାରୀ ବିରୋଧୀ ପ୍ରଚାର କମିଟି ଗଠନ କରାଯାଇଛି। ସରକାରଙ୍କ ଅବହେଳା...

ଗୁଣପୁର ପୌର ନିର୍ବାଚନ: ମୋଟ୍‌ ଭୋଟର ୨୨୬୦୮, ମହିଳାଙ୍କ ସଂଖ୍ୟା ୧୧୫୩୩

ଗୁଣପୁର,୨୮ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୌରାଞ୍ଚଳ ପାଇଁ ନିର୍ବାଚନ ମାର୍ଚ୍ଚ ୨୪ରେ ହେବ। ଏଥପାଇଁ ଭୋଟର ତାଲିକା ପ୍ରକାଶ ପାଇଛି। ପୌରାଞ୍ଚଳରେ ୧୯ ୱାର୍ଡ ରହିଥିବାବେଳେ ୨୨୬୦୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ୧୧,୫୩୩ ମହିଳା ଏବଂ ୧୧,୦୬୩ ପୁରୁଷ ଏବଂ...

ବିଜେଡି ଟିକେଟ ପାଇଁ ଆଶାୟୀଙ୍କ ଲବି

ବ୍ରହ୍ମପୁର ଅଫିସ,୨୭।୨: ପୌର ନିର୍ବାଚନ ପାଇଁ ବ୍ରହ୍ମପୁର ମହାନଗର ରାଜନୀତି ଚଳଚଞ୍ଚଳ ହୋଇଛି। ୪୨ଟି ୱାର୍ଡରେ ଶନିବାର ବିଜେଡି ପକ୍ଷରୁ କର୍ପୋରେଟର ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦଳର ଗଞ୍ଜାମ ଜିଲା ପର୍ଯ୍ୟବେକ୍ଷକ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ପହଞ୍ଚତ୍ଛନ୍ତି। ବିଧାୟକ...

ଘର ପଟ୍ଟା ଦାବିରେ ପୌର ଭୋଟ ବର୍ଜନ ନିଷ୍ପତ୍ତି

ରମ୍ଭା,୨୭।୨: ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ତିନି ନମ୍ବର ୱାର୍ଡର ବ୍ରଜମୋହନପୁର ସାହିବାସୀଙ୍କ ପକ୍ଷରୁ ଆଗାମୀ ପୌର ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନିଆଯାଇଛି। ବ୍ରଜମୋହନପୁର ସାହି ବାସିନ୍ଦାମାନେ ପ୍ରାୟ ଷାଠିଏ ବର୍ଷରୁ ଊର୍ଦ୍ଧ୍ୱ ହେଲା ଘର କରି ରହି...

ପୂର୍ବତନ ୩ କାଉନସିଲର, ଯୁବ ସଭାପତିଙ୍କ ଇସ୍ତଫା

ସୋର, ୨୭।୨(ଡି.ଏନ.ଏ.): ପୌର ନିର୍ବାଚନ ଘୋଷଣା ହେବା ପରେ ସୋରରେ ପୌର ପରିଷଦର ୩ଜଣ ପୂର୍ବତନ କାଉନସିଲର ଏବଂ ପୂର୍ବତନ ଯୁବ ସଭାପତି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେମାନେ ହେଲେ ପୂର୍ବତନ କାଉନସିଲର ତଥା ବିଜେଡିର ଜଣେ ଟାଣୁଆ ନେତା...

ପ୍ରାର୍ଥୀ ଚୟନ ଚ୍ୟାଲେଞ୍ଜପୂର୍ଣ୍ଣ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ପଞ୍ଚାୟତ ଭୋଟ ଗଣତିର ଦିନକ ପୂର୍ବରୁ ଏହି ତାରିଖ ଘୋଷଣା ଅନେକ ନେତାଙ୍କ ପାଇଁ ଚିନ୍ତାର...

ସହର ତାଲିକାରେ ଗାଁ ଭୋଟରଙ୍କ ନାମ

ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଭୋଟର ତାଲିକାରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ଏଥିରେ ୨ହଜାର ଭୋଟରଙ୍କ ନାମ ଗାଁ ଓ ସହରରେ ରହିବା, ପୁଣି ଚଞ୍ଚକତା କରାଯାଇ ନୂଆ ୮୬୮ ଭୋଟରଙ୍କ ନାମ ନୟାଗଡ଼ ପୌରାଞ୍ଚଳ...

କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା

କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯...

ମୁହାଁମୁହିଁ ହୋଇପାରନ୍ତି ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ୩ବର୍ଷ ଧରି ମୂରବି ଶୂନ୍ୟ ଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ନେତା ପାଇବାକୁ ଯାଉଛି। ଏଥିପାଇଁ ଖୁବ୍‌ଶୀଘ୍ର ପୌର ନିର୍ବାଚନର ତାରିଖ ଘୋଷଣା ହେବାକୁ ଥିବାବେଳେ ଏହାକୁ ନେଇ ରାଜଧାନୀ ରାଜନୀତି ବେଶ୍‌ ସରଗରମ ହେବାରେ...

୩ ମହାନଗର ନିଗମ, ୧୦୭ ପୌର ସଂସ୍ଥା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ...

ପୌର ନିର୍ବାଚନରେ ହେବ ଇଭିଏମ୍‌ ଭୋଟିଂ: ଦୃଷ୍ଟିହୀନଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଭୋଟ ଗ୍ରହଣ ସମୟରେ ସମସ୍ତ ପ୍ରକାରର ବିଭ୍ରାଟକୁ ଏଡ଼ାଇବା ସହ ସ୍ବଚ୍ଛ, ନିରପେକ୍ଷ ଓ ସମୟ ସାପେକ୍ଷ ଭୋଟ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ପୌରସଂସ୍ଥା ନିର୍ବାଚନରେ ଇଭିଏମ୍‌ ବ୍ୟବହାର ହେବ...

ପ୍ରଚାର ପାଇଁ ମେୟର ପ୍ରାର୍ଥୀଙ୍କୁ ମିଳିବ ୬, କର୍ପୋରେଟରଙ୍କୁ ୨ ଗାଡ଼ି

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆଗାମୀ ପୌର ନିର୍ବାଚନ ଲାଗି ପ୍ରଚାର ନିମନ୍ତେ ଉପଯୋଗ ହେବାକୁ ଥିବା ଗାଡ଼ି ପରିମାଣ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ମେୟର ପ୍ରାର୍ଥୀ ସର୍ବାଧିକ ୬, କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଗାଡ଼ି ପ୍ରଚାର ନିମନ୍ତେ ଉପଯୋଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri