ପୌର ନିର୍ବାଚନ

ବିଜେପୁରରେ ବିଜେଡିର ବାଜିମାତ୍‌

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବିଜେପୁରରେ ବିଜେଡି ବାଜିମାତ କରିଛି। ଦଳୀୟ ଅଧ୍ୟକ୍ଷା ପ୍ରାର୍ଥିନୀ ସୀତା ବାରିକ ବିଜୟୀ ହୋଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପଦ୍ମାବତୀ ଦେହେରୀଙ୍କୁ ୬୪୧ ଖଣ୍ଡ ଭୋଟ ବ୍ୟବଧାନରେ ହରାଇଛନ୍ତି। ସୀତାଙ୍କୁ ୩୮୧୬ ଭୋଟ...

ବରଗଡ଼ରେ କଳ୍ପନା ମାଝି ପୌରାଧ୍ୟକ୍ଷା

ବରଗଡ଼ ଅଫିସ,୨୬।୩: ବରଗଡ଼ ପୌର ପରିଷଦରେ ବିଜେଡିର କଳ୍ପନା ମାଝି ପୌରାଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ଅନୁରାଧା ଅଗ୍ରୱାଲଙ୍କୁ ୬୪୪୨ ଖଣ୍ଡ ଭୋଟରେ ହରାଇଛନ୍ତି। କ୍ରମାଗତ ବିଜୟଧାରାକୁ ବଜାୟ ରଖି ବିଜେଡି ନେତା, କର୍ମୀ...

ବରପାଲି ଏନଏସିରେ ଅଧ୍ୟକ୍ଷ ପଦବୀ ହାତେଇଲେ ସ୍ବାଧିନ ପ୍ରାର୍ଥୀ

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବରପାଲି ଏନ୍‌ଏସି ଅଧ୍ୟକ୍ଷ ପଦବୀରେ ସ୍ବାଧୀନ ପ୍ରାର୍ଥୀ ଦିନେଶ ଗହୀର ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ପ୍ରଦ୍ୟୁମ୍ନ୍ନ କୁମାର ତ୍ରିପାଠୀଙ୍କୁ ୧୫୭୩ ଭୋଟ ବ୍ୟବଧାନରେ ହରାଇଛନ୍ତି। ଦିନେଶଙ୍କୁ ୬୦୦୦...

ବିଜେଡି ଦଖଲ କଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଭାବେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି। ନୃପରାଜ ୫୧୦୩ ଖଣ୍ଡ ଭୋଟ ପାଇ ଥିବାବେଳେ କଂଗ୍ରେସର ରାମ କୁମାର...

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗଡ଼ରେ ଫୁଟିଲା ପଦ୍ମ

ଜୁନାଗଡ଼,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ଭାବେ ଭାଜପା ପ୍ରାର୍ଥୀ ମୁକେଶ ଅଗ୍ରୱାଲ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ମହେଶ ସାହୁଙ୍କୁ ୧୧୬୪ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପିନ୍ଧିଛନ୍ତି। ବିଜୟୀ ପରେ...

୭୩ ଆସନରେ ବିଜେଡି ଆଗୁଆ, କଟକରେ କଂଗ୍ରେସ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପୌର ନିର୍ବାଚନ ଭୋଟ ଗଣତି ଶନିବାର ସକାଳୁ ଆରମ୍ଭ ହୋଇଯାଇଥିବା ବେଳେ ବିଜେଡି ଆଗୁଆ ରହିଛି । ରାଜ୍ୟର ଅଧିକାଂଶ ଏନ୍‌ଏସି, ପୌରାଅଞ୍ଚଳରେ ବିଜେଡି ଆଗରେ ଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ୧୦୮ ପୌରଧ୍ୟକ୍ଷ ଆସନ ମଧ୍ୟରୁ ୭୩ଟିରେ...

ରାଜ୍ୟରେ ନିର୍ବାଚନୀ ହିଂସା: ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନରେ ବି ବ୍ୟାପକ ହିଂସାକାଣ୍ଡ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସୀମା ଅତିକ୍ରମ କରିସାରିଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳା ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ଗଣମାଧ୍ୟମରେ ରାଜନୈତକ ହିଂସା...

ଚିକିଟିରେ ବିଜେଡି କରିଛି ବୁଥ୍‌ ରିଗିଂ

ଭୁବନେଶ୍ୱର, ୨୬।୩(ବ୍ୟୁରୋ):  ଚଳିତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିର କର୍ମୀମାନଙ୍କ ଗୁଣ୍ଡାଗର୍ଦ୍ଦି ସବୁ ସୀମାକୁ ଟପିଯାଇଛି। ଏଥିରେ ସେମାନଙ୍କୁ ପୋଲିସ ଓ ପ୍ରଶାସନ ସମ୍ପୂର୍ଣ୍ଣ ସହାୟତା କରୁଛି। ପ୍ରଶାସନର ଉପସ୍ଥିତିରେ ଶାସକ ଦଳ ନେତା ଓ କର୍ମୀମାନେ ବ୍ୟାପକ...

୩ ବୁଥ୍‌ରେ ସାନି ମତଦାନ

ଭଦ୍ରକ ଅଫିସ,୨୬।୩: ଭଦ୍ରକ ପୌରପାଳିକାର ୨୪ ନଂ ୱାର୍ଡର ୬୫, ୬୬ ଏବଂ ୬୭ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ୩ ବୁଥ୍‌ରେ ଭୋଟଗ୍ରହଣ...

ସରିଲା ନିର୍ବାଚନ, ବଢ଼ିଲା ଉତ୍କଣ୍ଠା

ଖୋର୍ଦ୍ଧା ଅଫିସ,୨୫ା୩: ଖୋର୍ଦ୍ଧା ପୌର ନିର୍ବାଚନ ପାଇଁ ଗୁରୁବାର ଭୋଟଗ୍ରହଣ ସରିଛି। ଚଳିତ ବର୍ଷ ପୌର ଅଧ୍ୟକ୍ଷ ପାଇଁ ସିଧାସଳଖ ଭୋଟ ଗ୍ରହଣ କରାଯାଇଛି। ଭୋଟରମାନେ ନିଜ ପସନ୍ଦର କାଉନସିଲର ଏବଂ ପୌରାଧ୍ୟକ୍ଷା ପ୍ରାର୍ଥୀଙ୍କୁ ବାଛିଛନ୍ତି। ବିଜେଡି ପୌରାଧ୍ୟକ୍ଷା ପ୍ରାର୍ଥୀ...

ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ଖୋର୍ଦ୍ଧା ଅଫିସ/ ବାଲୁଗାଁ/ଜଟଣୀ,୨୫ା୩ (ଡି.ଏନ୍‌.ଏ.)ଖୋର୍ଦ୍ଧା ଜିଲାରେ ଗୁରୁବାର ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ ସମେତ ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଭୋଟଗ୍ରହଣ କରାଯାଇଛି। କାଁ ଭାଁ  ଉତ୍ତେଜନାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ଖୋର୍ଦ୍ଧା...

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ ପୂର୍ବରୁ ଓ୍ବାର୍ଡ ପୁନର୍ଗଠନ ସହ ନୂଆ ଭୋଟର ସଂଯୋଗ ଓ ସଂଶୋଧନ କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri