ଗୁରୁଗ୍ରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ଥିବା ଏୟାର ହୋଷ୍ଟେସଙ୍କୁ ଯୌନ ନିର୍ଯାତନା
ନୂଆଦିଲ୍ଲୀ,୧୬।୪: ଗୁରୁଗ୍ରାମରରେ ଜଣେ ୪୬ ବର୍ଷୀୟ ଏୟାର ହୋଷ୍ଟେସ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭେଣ୍ଟିଲେଟରରେ ଥିବା ସମୟରେ ଯୌନ ନିର୍ଯାତନାର ଶିକାର ହେବାକୁ ପଡିଛି। ଏହି ଘଟଣା ଏପ୍ରିଲ ୬, ୨୦୨୫ରେ ଘଟିଥିଲା,...