ଜାତୀୟ

ଆରଜେଡି ବିଧାୟକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାଜପା ନେତ୍ରୀ

ପାଟନା,୧୦।୧୧: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାନଝୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦେଇଥିବା ମନ୍ତବ୍ୟକୁ ନେଇ ବିହାର ରାଜନୀତି ସରଗରମ ହୋଇଛି। ଏ ସମ୍ପର୍କରେ…

1 year ago

ଭଗବାନ ଲୋକଙ୍କ ପ୍ରାର୍ଥନା ଶୁଣିଲେ, କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୧୦: ଦିଲ୍ଲୀର ପ୍ରଦୂଷଣର ବିପଜ୍ଜନକ ପରିସ୍ଥିତି ସମ୍ପର୍କରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ରାଜଧାନୀ ଦିଲ୍ଲୀରେ ବର୍ଷା ପରେ ସୁପ୍ରିମକୋର୍ଟ କହିଛନ୍ତି, ଏଥିପାଇଁ ଦିଲ୍ଲୀ ସରକାରଙ୍କୁ ଧନ୍ୟବାଦ…

1 year ago

ପାକ୍‌ ରେଞ୍ଜରଙ୍କ ଗୁଳିରେ ବିଏସ୍‌ଏଫ୍‌ ହେଡ୍‌ କନ୍‌ଷ୍ଟେବଲ ଶହୀଦ: ଆଜି ଗାଁରେ ପହଞ୍ଚିବ ମୃତଦେହ

ନୂଆଦିଲ୍ଲୀ,୧୦ା୧୧: ପାକିସ୍ତାନୀ ରେଞ୍ଜରଙ୍କ ଗୁଳିମାଡ଼ରେ ଭାରତର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ଜଣେ ହେଡ୍‌ କନ୍‌ଷ୍ଟେବଲ ଶହୀଦ ହୋଇଛନ୍ତି। ହେଡ୍‌ କନ୍‌ଷ୍ଟେବଲ ଲାଲ୍‌ ଫାମ୍‌ କିମା ଗୁଳିମାଡ଼ରେ…

1 year ago

ଦୀପାବଳି ଉପହାର ଦେଲେ କେନ୍ଦ୍ର ସରକାର, ଖାତାକୁ ଗଲା ପିଏଫ ସୁଧ ଟଙ୍କା

ନୂଆଦିଲ୍ଲୀ,୧୦।୧୧: କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ସଂଗଠନ (ଇପିଏଫଏ) ପ୍ରୋଭିଡେଣ୍ଟ ଫଣ୍ଡ (ପିଏଫ) ଆକାଉଣ୍ଟକୁ ସୁଧ ଦେବା ଆରମ୍ଭ। ହୋଇଛି। ଏନେଇ ଇପିଏଫଏ ପକ୍ଷରୁ ସୂଚନା ଦିଆଯାଇଛି। ଏକ…

1 year ago

ସୁପ୍ରିମକୋର୍ଟ ପରିସରରେ ଖୋଲିଲା ଦିବ୍ୟାଙ୍ଗଙ୍କ ଦ୍ୱାରା ପରିଚାଳିତ ପ୍ରଥମ କାଫେ

ନୂଆଦିଲ୍ଲୀ,୧୦ା୧୧: ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୂଡ ଶୁକ୍ରବାର ଅନ୍ୟ ବିଚାରପତିଙ୍କ ସହ ସୁପ୍ରିମକୋର୍ଟ ପରିସରରେ ‘ମିଟି କାଫେ’ର ଉଦ୍‌ଘାଟନ କରିଛନ୍ତି। ନୂତନ ଭାବରେ ନିର୍ର୍ମିତ କାଫେ…

1 year ago

ସତ୍ୟେନ୍ଦ୍ର ଜୈନ, ରାଘବ ଚଢାଙ୍କୁ ଝଟକା

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ରୌଜ୍‌ ଏଭେନ୍ୟୁ କୋର୍ଟ ଆମ ଆଦମୀ ଦଳର ନେତା ସତ୍ୟେନ୍ଦ୍ର ଜୈନ ଏବଂ ରାଘବ ଚଢାଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ନିମ୍ନ ଅଦାଲତ…

1 year ago

୧୧.୫ କୋଟି ପାନ୍ କାର୍ଡ ବନ୍ଦ କଲେ ସରକାର, ଏବେ ଦେବାକୁ ପଡ଼ିବ ଭାରି ଜରିମାନା

ନୂଆଦିଲ୍ଲୀ,୧୦।୧୧: କେନ୍ଦ୍ର ସରକାର ୧୧.୫ କୋଟି ପାନ କାର୍ଡ ବନ୍ଦ କରି ଦେଇଛନ୍ତି। ପାନ କାର୍ଡରେ ଆଧାର କାର୍ଡ ଲିଙ୍କ ନ କରିବାରୁ ଏହି ବଡ଼ କାର୍ଯ୍ୟାନୁଷ୍ଠାନ…

1 year ago

ପ୍ରଥମ ଚି଼କୁନଗୁନିୟା ଭାଇରସ ଟିକାକୁ ମଞ୍ଜୁରୀ ଦେଲା ଆମେରିକା

ନୂଆଦିଲ୍ଲୀ,୧୦/୧୧: ଆମେରିକାର ସ୍ୱାସ୍ଥ୍ୟ ଅଧିକାରୀମାନେ ଗୁରୁବାର ବିଶ୍ୱର ପ୍ରଥମ ଚି଼କୁନଗୁନିୟା ଭାଇରସ ଟିକାକୁ ଅନୁମତି ଦେଇଛନ୍ତି। ଏହି ଭାଇରସ ସଂକ୍ରମିତ ମାଶାଙ୍କ ଦ୍ୱାରା ବ୍ୟାପିଥାଏ, ଯାହାକୁ ଆମେରିକାର…

1 year ago

ଜୟ ସୀୟା ରାମ ନାରା ଲଗାଇଲେ ଜାଭେଦ ଅଖତର

ମୁମ୍ବାଇ,୧୦।୧୧: ବଲିଉଡର ଭେଟେରାନ ଗୀତିକାର ଜାଭେଦ ଅଖତର ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ଗୀତିକାର ପ୍ରଭୁ ରାମ ଏବଂ ସୀତାଙ୍କ ଉପରେ ନିଜର ମତ ପ୍ରକାଶ…

1 year ago

ସିବିଆଇ ଉପରେ ଆମର ନିୟନ୍ତ୍ରଣ ନାହିଁ: ସୁପ୍ରିମକେର୍ଟଙ୍କୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୦।୧୧:କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ସମ୍ପର୍କରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି। ସିବିଆଇ ଏକ ସ୍ବାଧୀନ ଆଇନଗତ ଅନୁଷ୍ଠାନ ଏବଂ ଏହା ଉପରେ ଆମର…

1 year ago