ହାଇଦ୍ରାବାଦ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚାରି ରାଜ୍ୟ ଗସ୍ତର ଆଜି ଦ୍ୱିତୀୟ ଦିନ। ବର୍ତ୍ତମାନ ସେ ତେଲଙ୍ଗାନାରେ ଅଛନ୍ତି ଏବଂ ଏହା ପରେ ସେ ରାଜସ୍ଥାନ ଯିବେ।…
ମୁମ୍ବାଇ,୮।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ନିଲମ ଗୋରେଙ୍କୁ ଶିବସେନାର ନେତା ନିଯୁକ୍ତ କରିଛନ୍ତି। ଦଳ ଅଧ୍ୟକ୍ଷ ପରେ ସବୁଠାରୁ ବରିଷ୍ଠ ନେତାଙ୍କୁ ଏହି ପଦ ଦିଆଯାଇଥାଏ।…
କୋଲକାତା,୮।୭: ପଶ୍ଚିମବଙ୍ଗରେ ଶନିବାର ସକାଳୁ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସାରା ରାଜ୍ୟରେ ବର୍ତ୍ତମାନ ସ୍ଥାନେ ସ୍ଥାନେ ପଥରମାଡ, ହିଂସା, ଅଗ୍ନିକାଣ୍ଡ ଭଳି…
ନୂଆଦିଲ୍ଲୀ,୮।୭: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନଆଇଏ)ବିଦେଶରେ ବିସିଥିବା ଖଲିସ୍ତାନୀ ସମର୍ଥକ ଆତଙ୍କବାଦୀଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ କରିବାକୁ ଯାଉଛି।ଏନଆଇଏ ପ୍ରାୟ ୨୧ ଜଣ ଆତଙ୍କବାଦୀଙ୍କ ନାମ ମୋଷ୍ଟ…
ବାରାଣସି,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରେକା ଗେଷ୍ଟ ହାଉସରେ ଶୁକ୍ରବାର ରାତିରେ ଶ୍ରମିକଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସମୟରେ କେହି କେହି ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ…
ନୂଆଦିଲ୍ଲୀ,୮।୭: ପଡୋଶୀ ଦେଶ ପାକିସ୍ତାନ ସହ ଗୁଇନ୍ଦା ତଥ୍ୟ ଶେୟାର କରିବା ଅଭିଯୋଗରେ ଗିରଫ ହୋଇଥିବା ସାଇଣ୍ଟିଷ୍ଟ ପ୍ରଦିପ କୁରୁଲକରଙ୍କୁ ନେଇ ଚାର୍ଜସିଟରେ ବହୁ ତଥ୍ୟ ସାମ୍ନାକୁ…
ସୋନିପତ,୮।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ସକାଳେ ହଠାତ୍ ବରୋଦା ଗସ୍ତ କରିଛନ୍ତି। ସେଠାରେ ସେ ମଦିନା ଗାଁରେ ପହଞ୍ଚି କ୍ଷେତରେ ଥିବା ଚାଷି…
ଲକ୍ଷ୍ନୌ,୮।୭: ଲକ୍ଷ୍ନୌର ମେଟ୍ରୋ ଷ୍ଟେଶନକୁ ବୋମାରେ ଉଡାଇଦେବାକୁ ଧମକ ମିଳିଛି। ଏହା ପରେ ରାଜଧାନୀର ପ୍ରତ୍ୟେକ ମେଟ୍ରୋ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପୋଲିସ କଣ୍ଟ୍ରୋଲ…
କୋଲକାତା,୮।୭: ପଶ୍ଚିମବଙ୍ଗରେ ହିଂସା ମଧ୍ୟରେ ଆଜି ୭୩,୦୦୦ରୁ ଅଧିକ ଆସନରେ ତିନି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ପଶ୍ଚିମବଙ୍ଗର ରାଜ୍ୟପାଳ ସିଭି ଆନନ୍ଦ…
କୋଲକାତା,୮।୭: ନିର୍ବାଚନ ପ୍ରଚାରକୁ ନେଇ ବହୁ ପରିଶ୍ରମ, ପାର୍ଥୀପତ୍ର ଦାଖଲ ସମୟରେ ହିଂସା, ବହୁ ଘଟଣା ଦୁର୍ଘଟଣା ପରେ ଶେଷରେ ଶନିବାର ସକାଳେ ଆରମ୍ଭ ହୋଇଛି ପଶ୍ଚିମବଙ୍ଗ…