ନୂଆଦିଲ୍ଲୀ,୬ା୪: ଦେଶର ସାମ୍ପ୍ରଦାୟିକ ସ୍ଥିତି ଉପରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁର ଯାଦୁକରୀ ପ୍ରଭାବ ରହିଥିଲା, ହିନ୍ଦୁ-ମୁସଲମାନ ଏକତା ପାଇଁ ଗାନ୍ଧିଜୀଙ୍କ ଅଧ୍ୟବସାୟ ହିନ୍ଦୁ କଠୋରପନ୍ଥୀମାନଙ୍କୁ ଉତ୍ତେଜିତ କରିଥିଲା…
ନୂଆଦିଲ୍ଲୀ, ୬ା୪: ଭାରତରେ ୬ଟି ଶାସ୍ତ୍ରୀୟ ଭାଷା ରହିଛି। ସେଗୁଡ଼ିକୁ ହେଲା ତାମିଲ, ତେଲୁଗୁ, ସଂସ୍କୃତ, କନ୍ନଡ଼, ମାଲୟାଲମ୍ ଏବଂ ଓଡ଼ିଆ। ଭାରତର ମାତ୍ର ୧୫ ହଜାର…
ନୂଆଦିଲ୍ଲୀ,୬ା୪: ସୁପ୍ରିମକୋର୍ଟ ବୁଧବାର ଗଣମାଧ୍ୟମର ସ୍ବାଧୀନତା ଏବଂ ଗଣତନ୍ତ୍ରରେ ଏହାର ମହତ୍ତ୍ୱ ଉପରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଏକ ମୁକ୍ତ ପ୍ରେସ୍ ସର୍ବଦା ନାଗରିକମାନଙ୍କ ବାସ୍ତବ ସ୍ଥିତି…
ନୂଆଦିଲ୍ଲୀ,୬ା୪: ମାଲାୟାଲମ୍ ନ୍ୟୁଜ୍ ଚ୍ୟାନେଲ ମିଡିଆଓ୍ବାନ୍ ଉପରେ କେନ୍ଦ୍ର ସରକାର ଜାରି କରିଥିବା ପ୍ରସାରଣ କଟକଣାକୁ ବୁଧବାର ସୁପ୍ରିମକୋର୍ଟ ହଟାଇଦେଇଛନ୍ତି। ଏଥିସହ ଉକ୍ତ ଚ୍ୟାନେଲର ଲାଇସେନ୍ସକୁ ୪…
ହାଇଦ୍ରାବାଦ,୫।୪: ଏସ୍ଏସ୍ସି(ମାଧ୍ୟମିକ ବିଦ୍ୟାଳୟ ସାର୍ଟିଫିକେଟ) ପେପର୍ ଲିକ୍ ମାମଲାରେ ଗିରଫ ହୋଇଥିବା ତେଲଙ୍ଗାନା ଭାଜପା ସଭାପତି ବନ୍ଦି ସଞ୍ଚୟ କୁମାରଙ୍କୁ ବୁଧବାର ଏପ୍ରିଲ ୧୯ ଯାଏ ନ୍ୟାୟିକ…
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପୁରସ୍କାର ବିତରଣ ଉତ୍ସବ ବୁଧବାର ନୂଆଦିଲ୍ଲୀର ରାଷ୍ଟ୍ରୀୟ…
ନୂଆଦିଲ୍ଲୀ,୫।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ବୁଧବାର ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି।…
ନୂଆଦିଲ୍ଲୀ,୫।୪: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ତାଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ତାଙ୍କ…
କୋଲକାତା,୫।୪: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହନୁମାନ ଜୟନ୍ତୀଙ୍କୁ ଦୃଷ୍ଟିରେ ରଖି ବୁଧବାର ଶାନ୍ତି ବଜାୟ ରଖିବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଧର୍ମ ବ୍ୟକ୍ତିଗତ ପସନ୍ଦ,…
କୋଝିକୋଡ, ୩ା୪: କେରଳର କୋଝିକୋଡ ଜିଲାରେ ଏକ ଏକ୍ସପ୍ରେସ ଟ୍ରେନ୍ର ଯାତ୍ରୀଙ୍କୁ ନିଆଁ ଲଗାଇ ଦେଇଥିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ତେବେ ଅଭିଯୁକ୍ତ…