ନୂଆଦିଲ୍ଲୀ, ୧୬। ୩: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ୍ବେବ୍ ସାଇଟ୍ ହ୍ୟାକ୍ ପଛରେ ରୁଷୀୟ ହ୍ୟାକର୍ ଗ୍ରୁପ୍ର ସମ୍ପୃକ୍ତି ଥିବା ଭାରତୀୟ ସାଇବର ସିକ୍ୟୁରିଟି କମ୍ପାନୀ ପକ୍ଷରୁ…
ନୂଆଦିଲ୍ଲୀ, ୧୬ା୩: ଆଗାମୀ ୨୦୩୦ରେ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ମହାକାଶ ପର୍ଯ୍ୟଟନ ଆରମ୍ଭ କରିବା ଲାଗି ଯୋଜନା କରିଛି। ଏଥିପାଇଁ ଟିକେଟ ଦାମ୍ ପ୍ରାୟ…
ବେଙ୍ଗାଲୁରୁ,୧୬।୩: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ବିଏସ ୟେଦୁରପ୍ପା ଆଜି ଏକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିଛନ୍ତି। ଗୁରୁବାର ଚିକମାଗାଲୁର ଜିଲାରେ ପ୍ରଚାର କରିବାକୁ…
ନୂଆଦିଲ୍ଲୀ,୧୬।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଦୁର୍ଭାଗ୍ୟବଶତଃ ମୁଁ ଏମ୍ପି’ ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଉପରେ ଭାଜପା ନେତା…
ନୂଆଦିଲ୍ଲୀ,୧୬।୩: ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ ଏବେ ୬ଟି ରାଜ୍ୟରେ ପୁଣିଥରେ କରୋନା ମାମଲା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ…
ନୂଆଦିଲ୍ଲୀ,୧୬।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ରିଟେନ୍ରେ ଦେଇଥିବା ଏକ ବିବୃତ୍ତିକୁ ନେଇ ଭାଜପା ତାଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଛି। ବିଦେଶରୁ ଫେରିବା ପରେ ରାହୁଲ…
ଇଟାନଗର,୧୬।୩: ଅରୁଣାଚଳ ପ୍ରଦେଶର ବମ୍ଡିଲା ନିକଟରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨ ପାଇଲଟ ସହିଦ ହୋଇଛନ୍ତି। ସେମାଙ୍କ ମଧ୍ୟରୁ ଜଣେ…
ଲଣ୍ଡନ/ଲକ୍ଷ୍ନୌ,୧୬।୩: ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡରୁ ଦେଶ ରାଜ୍ୟ ସହ ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ‘ଗୋଲାପୀ ଗ୍ୟାଙ୍ଗ’ର ଜିନିଷ ବର୍ତ୍ତମାନ ଲଣ୍ଡନର ବ୍ରିଟିଶ୍ ମ୍ୟୁଜିୟମ୍ରେ ରଖାଯିବ।…
ବମ୍ବେ,୧୬।୩: ମହାରାଷ୍ଟ୍ରର ପିମ୍ପ୍ରି ଚିଞ୍ଚଓ୍ବାଡରେ ଏଚ୍୩ଏନ୍୨ ଭାଇରସର ଆତଙ୍କ ଦେଖିବାକୁ ମିଳିଛି। ଏହି ଭାଇରସ୍ରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ୭୩ ବର୍ଷର ହୋଇଥିବା…
ଅଜମେର,୧୬।୩: ରାଜସ୍ଥାନର ଅଜମେରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗୁରୁବାର ବାନ୍ଦ୍ରା ଅରାଭଲୀ ଏକ୍ସପ୍ରେସ୍ ଅଜମେରର ନିକଟସ୍ଥ ଏକ ରେଲଓ୍ବେ ଟ୍ରାକ୍ରୁ ଓହ୍ଲାଇପଡ଼ିଛି। ଟ୍ରେନ୍ର ଡି-୪…