ଜାତୀୟ

ଗୁଜରାଟ ବିଧାନସଭା ଇତିହାସରେ ପ୍ରଥମ: ରହିବେ ନାହିଁ ବିରୋଧୀ ଦଳ ନେତା

ଗାନ୍ଧୀନଗର,୨୪।୨: ଗଣତାନ୍ତ୍ରିକ ବ୍ୟବସ୍ଥାରେ ଉଭୟ ଶାସକ  ଏବଂ ବିରୋଧୀ ଦଳର ଗୁରୁତ୍ୱ ସମାନ। ଯେଉଁଥିରେ କି ଶାସକ ଦଳ ନୀତି ଏବଂ ଯୋଜନା ମାଧ୍ୟମରେ ବିକାଶର ନୂତନ…

2 years ago

ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୨: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କ ସ୍ବାମୀ ଦେବୀସିଂହ ଶେଖାୱତଙ୍କ ହୃଦଘାତରେ ପରଲୋକ ଘଟିଛି। ଶୁକ୍ରବାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ୮୯ ବର୍ଷ…

2 years ago

ମୁଖ୍ୟଯନ୍ତ୍ରୀଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କାର ସମ୍ପତ୍ତି: ରିମାଣ୍ଡରେ ନେଲା ଇଡି

ରାଞ୍ଚି,୨୪।୨: ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡ ରାଞ୍ଚିର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର କୁମାର ରାମଙ୍କୁ ଇଡି ଗିରଫ କରିଛି। ତାଙ୍କୁ ଅଧିକ ପଚରାଉଚରା ପାଇଁ…

2 years ago

ଋତୁସ୍ରାବ ସମୟରେ ଛୁଟି ସମ୍ବନ୍ଧୀୟ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୨: ମାସିକ ଋତୁସ୍ରାବ ସମୟରେ ସ୍କୁଲ ଏବଂ କାର୍ଯ୍ୟସ୍ଥଳରୁ ଛୁଟି ସମ୍ପର୍କରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ୧୯୬୧ ମାତୃତ୍ୱ ସୁବିଧା…

2 years ago

ଥିରୁଭାନନ୍ତପୁରମ୍‌ରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

ଥିରୁଭାନନ୍ତପୁରମ୍‌,୨୪।୨: କାଲିକଟରୁ ଡାମାମ ଯାଉଥିବା ଏକ ବିମାନ ଥିରୁଭାନନ୍ତପୁରମ୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବା ପରେ ଜରୁରୀ ଅବତରଣ କରିଥିବା…

2 years ago

ମିଡିଆ ଉପରେ ଲାଗିପାରିବନି ରୋକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୨: ଆଦାନୀ ଗ୍ରୁପକୁ ନେଇ ହିଣ୍ଡେନବର୍ଗ ପକ୍ଷରୁ ପ୍ରକାଶିତ ରିପୋର୍ଟ ଉପରେ ମିଡିଆ କଭରେଜ ପ୍ରତିବନ୍ଧକ ଲଗାଇବାକୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ଶୁକ୍ରବାର କୋର୍ଟ…

2 years ago

ଛତିଶଗଡ଼ର ନବମ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ

ରାୟପୁର,୨୪।୨: ଛତିଶଗଡ଼ର ରାଜଧାନୀ ରାୟପୁରର ରାଜଭବନରେ ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡ଼ର ନବମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ଛତିଶଗଡ଼ ହାଇକୋର୍ଟ ପ୍ରଧାନ ବିଚାରପତି ଅରୁପ କୁମାର…

2 years ago

ସକ୍ରିୟ ରାଜନୀତିରୁ ଅବସର ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୪।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ ୟେଦୁୟୋରପ୍ପା ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ସେ ଶୁକ୍ରବାର ବିଧାନସଭାରେ ତାଙ୍କର ଶେଷ…

2 years ago

ଚଳଚ୍ଚିତ୍ର ନିର୍ମାତା କରିମ ମୋରାନିଙ୍କୁ ଇଡିର ସମନ

ମୁମ୍ବାଇ,୨୪।୨: ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ଟଙ୍କାର ଠକେଇ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଚଳଚ୍ଚିତ୍ର ନିର୍ମାତା କରିମ ମୋରାନୀଙ୍କୁ ସମନ ପଠାଇଛି। ଅଭିନେତ୍ରୀ…

2 years ago

ଉତ୍ତର-ପୂର୍ବ ରାଜ୍ୟକୁ ଏଟିଏମ ନୁହେଁ, ‘ଅଷ୍ଟଲକ୍ଷ୍ମୀ’ ଭାବେ କରୁଛୁ ବିବେଚନା: ମୋଦି

ଦିମାପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗାଲାଣ୍ଡ ଏବଂ ମେଘାଳୟର ନିର୍ବାଚନୀ ରାଜ୍ୟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନାଗାଲାଣ୍ଡର ଦିମାପୁରରେ ପହଞ୍ଚି ସେଠାରେ ରାଲିକୁ ସମ୍ବୋଧିତ କରିଛନ୍ତି।…

2 years ago