ଜାତୀୟ

ଛତିଶଗଡ଼ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ ଚତୁର୍ଥ ସାହସିକତା ପୁରସ୍କାର

ରାୟପୁର,୧୨।୮: ମାଓବାଦୀଙ୍କୁ ଦମନ କରିବାରେ ନିଜର ସାହସ ଏବଂ ବୀରତ୍ୱ ଦେଖାଇ ସମଗ୍ର ବସ୍ତର ଜିଲାରେ ବେଶ୍‌ ଜଣାଶୁଣା ଛତିଶଗଡ଼ର ପୋଲିସ ଇନ୍ସପେକ୍ଟର ଅବଦୁଲ ସମୀର ପୁଣି…

2 years ago

ପ୍ରଶ୍ନ କଲେ ତେଜସ୍ବୀ: ଭାଜପା ବିହାରରେ ୧୯ ଲକ୍ଷ ଚାକିରି ଦେବାର ପ୍ରତିଶ୍ରୁତି ଦେଇଥିଲା, ୧୯ଟି ଦେଇଛି କି…

ନୂଆଦିଲ୍ଲୀ,୧୨।୮: ବିହାରରେ ଭାଜପା ସରକାର ୧୯ ଲକ୍ଷ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ହେଲେ କ’ଣ ସେ ୧୯ଜଣଙ୍କୁ ଚାକିରି ଦେଇଛନ୍ତି କି ବୋଲି ଶୁକ୍ରବାର ରାଜ୍ୟର…

2 years ago

ନ୍ୟୁଡ୍‌ ଫଟୋ ମାମଲା: ଅଗଷ୍ଟ ୨୨ରେ ହାଜର ହେବାକୁ ରଣବୀରଙ୍କୁ ନୋଟିସ୍‌

ମୁମ୍ବାଇ,୧୨।୮: ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ନ୍ୟୁଡ ଫଟୋଶୁଟ୍‌ ହେବାର ଦୀର୍ଘ ଦିନ ବିତିଥିଲେ ମଧ୍ୟ ତାଙ୍କ ଅଡ଼ୁଆ ଥମିବାର ନିଁ ନେଉନି। ଇତିମଧ୍ୟରେ ଶୁକ୍ରବାର ମୁମ୍ବାଇ…

2 years ago

କୋଏମ୍ବାଟୁରରେ ଜରୁରୀ ଅବତରଣ କଲା ବିମାନ

ବେଙ୍ଗାଲୁରୁ,୧୨।୮: ମାଳଦ୍ୱୀପର ମାଲେ ଯାଉଥିବା ଏକ ଘରୋଇ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଶୁକ୍ରବାର କୋଏମ୍ବାଟୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ସ୍ମୋକ୍‌ ଓ୍ବାର୍ନିଂ ଯୋଗୁ ଏଭଳି…

2 years ago

ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି। ଚିକିତ୍ସା…

2 years ago

୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍‌ର ମିଳିତ…

2 years ago

‘ପ୍ରଧାନମନ୍ତ୍ରୀ ପଦ ପାଇଁ ଅଭିଳାଷ ନାହିଁ, ବିରୋଧୀଙ୍କୁ ଏକାଠି କରିବା ହିଁ ମୂଳ ଲକ୍ଷ୍ୟ’

ନୂଆଦିଲ୍ଲୀ,୧୨।୮: ନୀତୀଶ କୁମାର ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ି ପୁରୁଣା ସହଯୋଗୀ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡିର ହାତ ଧରି ଅଷ୍ଟମ ଥର…

2 years ago

କାର୍ଯ୍ୟକର୍ତ୍ତାଙ୍କୁ ଭାଜପା ନେତାଙ୍କ ନିର୍ଦ୍ଦେଶ: ଯେଉଁ ଘରେ ତ୍ରିରଙ୍ଗା ଲାଗିନାହିଁ, ମୋତେ ତାର ଫଟୋ ଦିଅ

ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂରଣ ଅବସରରେ ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଦ୍ୱାରା ତ୍ରିରଙ୍ଗା…

2 years ago

ଇସ୍ତଫା ଦେଲେ ରାଜ୍ୟସଭାର ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ, ୧୨।୮: ରାଜ୍ୟସଭାର ପୂର୍ବତନ ଏମ୍‌ପି ପବନ କେ. ବର୍ମା ଶୁକ୍ରବାର  ତୃଳମୂଳ କଂଗ୍ରେସ(ଟିଏମସି )ରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

2 years ago

‘୨୦୨୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ମୋଦି’

ପାଟନା,୧୨।୮: ବିହାରରେ ଏନଡିଏ ସହ ସମ୍ପର୍କ ଭାଙ୍ଗିବା ପରେ ଭାରତୀୟ ଜନତା ପାର୍ଟିର ନେତାମାନେ ନୀତୀଶ କୁମାରଙ୍କ ଉପରେ ଆକ୍ରମଣ କରୁଛନ୍ତି। କେନ୍ଦ୍ର ମନ୍ତ୍ରୀ ତଥା ଭାଜପା…

2 years ago