ଜାତୀୟ

ରାଜଧାନୀରେ ପ୍ରଥମ ମଙ୍କିପକ୍ସ ଚିହ୍ନଟ, ଆକ୍ରାନ୍ତ କେବେ ଯାଇନାହାନ୍ତି ବିଦେଶ

ନୂଆଦିଲ୍ଲୀ,୨୪ା୭:  ରାଜଧାନୀ ଦିଲ୍ଲୀରେ ପ୍ରଥମ ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ସଂକ୍ରମିତ ବ୍ୟକ୍ତି କେବେ ବି ବିଦେଶ ଯାତ୍ରା କରିନାହାନ୍ତି। ପଶ୍ଚିମ ଦିଲ୍ଲୀର…

2 years ago

ସୋମବାର ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ, ଦିଆଯିବ ୨୧ ତୋପସଲାମୀ

ନୂଆଦିଲ୍ଲୀ,୨୪ା୭: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦେଶର ସର୍ବୋଚ୍ଚ ସାମ୍ବିଧାନିକ କାର୍ଯ୍ୟାଳୟର ଶପଥ ଗ୍ରହଣ କରିବେ। ତାଙ୍କୁ ୨୧ ତୋପସଲାମୀ ଦିଆଯାଇ ଅଭିବାଦନ ଗ୍ରହଣ…

2 years ago

ବିମାନର ବୈଷୟିକ ତ୍ରୁଟି ଉପରେ ନୂତନ ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ,୨୪ା୭: ବିମାନରେ ଅଧିକାଂଶ ସମୟରେ ଦେଖାଦେଉଥିବା ତ୍ରୁଟି ଉପରେ ବିମାନ ନିୟାମକ (ଡିଜିସିଏ) ବର୍ତ୍ତମାନ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏହି ବୈଷୟିକ ତ୍ରୁଟି ସମ୍ପର୍କରେ ବିମାନ…

2 years ago

ଭୁଶୁଡ଼ିଲା କୋଠା, ଜଣେ ମୃତ

ନୂଆଦିଲ୍ଲୀ,୨୪ା୭: ଦିଲ୍ଲୀର ମୁସ୍ତଫାବାଦର ବାବୁନଗରରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଖବର…

2 years ago

ସ୍ୱାଧିନତାର ମହାପର୍ବ ସହ ଆରମ୍ଭ ହେବ ‘କୌନ ବନେଗା କରୋଡପତି’ର ନୂଆ ସିଜନ

ମୁମ୍ବାଇ,୨୪ ।୭: ଟେଲିଭିଜନ ଦୁନିଆର ସବୁଠାରୁ ଆକର୍ଷିତ କ୍ୱିଜ ରିୟଲିଟି ଶୋ’ ‘କୌନ ବନେଗା କରୋଡପତି’ ବେଶ କିଛିବର୍ଷ ହେବ ଦର୍ଶକଙ୍କ ମନୋରଞ୍ଜନ କରି ଆସିଛି ।…

2 years ago

ଅଗ୍ନିପଥ ଯୋଜନା ଅଧିନରେ ଭାରତୀୟ ନୌସେନାକୁ ମିଳିଛି ୩ ଲକ୍ଷରୁ ଅଧିକ ଆବେଦନ

ନୂଆଦିଲ୍ଲୀ,୨୪ ।୭: ଭାରତୀୟ ନୌସେନା ପକ୍ଷରୁ ଅଗ୍ନିବୀର ପଦରେ ନିଯୁକ୍ତି ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଥିଲା । ଏହାର ଶେଷ ତାରିଖ ଜୁଲାଇ ୨୨, ୨୦୨୨ ରଖାଯାଇଥିଲା…

2 years ago

କଥା ରଖିଲେ ପଞ୍ଜାବ ସରକାର

ଚଣ୍ଡିଗଡ଼,୨୪ ।୭: ପଞ୍ଜାବର ଆମ ଆଦମୀ(ଏଏପି) ସରକାର ଦିଲ୍ଲୀ ଭଳି ପଞ୍ଜାବରେ ବି ମାଗଣା ବିଜୁଳୀ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ଏବେ ଏଥିନେଇ ସରକାର ଏକ…

2 years ago

୧୮ ବର୍ଷରୁ କମ୍‌ ବୟସ୍କ ମୁସଲମାନ୍‌ ବାଳିକା ବିବାହ ନେଇ ସରକାରଙ୍କ ଜବାବ ଲୋଡିଲେ ହାଇକୋର୍ଟ…

ନୈନିତାଲ, ୨୩।୭ : ୧୮ ବର୍ଷରୁ କମ ବୟସ୍କ ମୁସଲମାନ ବାଳିକାଙ୍କ ବିବାହକୁ ବେଆଇନ ଘୋଷଣା କରିବାକୁ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ଉତ୍ତରାଖଣ୍ଡ ହାଇକୋର୍ଟ…

2 years ago

ସାଇକେଲ ଛାଡ଼ି ଅଲଗା ରାସ୍ତାରେ ବଙ୍କୁଲି ବାଡ଼ି…

ଲକ୍ଷ୍ନୌ, ୨୩।୭ : ଉତ୍ତରପ୍ରଦେଶ ରାଜନୀତିରେ ଶନିବାର ଉଷ୍ଣତା ଭରିବାରେ ଲାଗିଛି। ସମାଜବାଦୀ ପାର୍ଟି (ଏସପି) ଅଧ୍ୟକ୍ଷ ଅଖିଳେଶ ଯାଦବ ମାମୁ ଶିବପାଲ ସିଂ ଯାଦବ ଏବଂ…

2 years ago

ଦୁର୍ନୀତିରେ ବୁଡ଼ି ରହିଛନ୍ତି ଟିଏମ୍‌ସି ସରକାର…

ନୂଆଦିଲ୍ଲୀ, ୨୩।୭ : ପଶ୍ଚିମବଙ୍ଗରେ ସ୍କୁଲ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ସରକାରଙ୍କ ଉଦ୍ୟୋଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫ ପରେ କେନ୍ଦ୍ରୀୟ ମନ୍ତ୍ରୀ…

2 years ago