ଜାତୀୟ

ଭାରତରେ ଫେସବୁକ୍‌ରେ ଅଧିକ ଅଶ୍ଳୀଳତା ଯୋଗୁ ମହିଳା ୟୁଜରଙ୍କ ସଂଖ୍ୟା କମୁଛି, ମେଟା ରିପୋର୍ଟ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨।୭ : ଫେସବୁକ (ମେଟା) ପାଇଁ ଏକ ବଡ ବଜାର ଭାବରେ ପରିଗଣିତ ଭାରତରେ ବର୍ତ୍ତମାନ କମ୍ପାନୀ ୟୁଜରଙ୍କ ସଂଖ୍ୟା ବୃଦ୍ଧି କରିବାକୁ କଠିନ ପରିଶ୍ରମ କରୁଛି।…

2 years ago

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ତେଜସ୍ୱୀ

ପାଟନା,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ବଡ ସଫଳତା ମିଳିଛି । ବିରୋଧୀ ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନାଙ୍କୁ ହରାଇ ଦ୍ରୌପଦୀ ଦେଶର…

2 years ago

ଦ୍ରୌପଦୀଙ୍କୁ ଭେଟିବେ ଏନଡିଏ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୨ ।୭: ଇତିହାସ ରଚିଲେ ଦ୍ରୌପଦୀ ମୁର୍ମୁ । ଗୁରୁବାର ଅର୍ଥାତ୍ ଜୁଲାଇ ୨୧ରେ ଗୋଟିଏ ପଟେ ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷଣା କରାଯାଉଥିବା ବେଳେ ଅନ୍ୟପଟେ…

2 years ago

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ସୋନିଆ

ନୂଆଦିଲ୍ଲୀ,୨୨।୭: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଓଡ଼ିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ କଂଗ୍ରେସ ସଭାପତି ସୋନିଆ…

2 years ago

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ପାଟନା,୨୨ ।୭: ପାଟନାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନରେ ବୋମା ଥିବା କଥା ଜଣେ ବ୍ୟକ୍ତି କହିବାରୁ ବିମାନଟିକୁ ପାଟନାରେ ଅଟକାଇ ଦିଆଯାଇଥିଲା ।…

2 years ago

ଅବିବାହିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ, ୨୨/୭:୨୪ ସପ୍ତାହର ଗର୍ଭବତୀ ଥିବା ଜଣେ ଅବିବାହିତା ଯୁବତୀଙ୍କୁ ଗର୍ଭପାତ କରାଇବାକୁ ସୁପ୍ରିମକୋର୍ଟ ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ୨୦ ସପ୍ତାହରୁ ଅଧିକ ସମୟ ଗର୍ଭବତୀ…

2 years ago

ସର୍ବକନିଷ୍ଠ ରାଷ୍ଟ୍ରମୁଖ୍ୟ

ନୂଆଦିଲ୍ଲୀ, ୨୨ା୭:ଓଡ଼ିଶାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରରୁ ରାଇସିନା ହିଲ୍‌ ଯାତ୍ରା ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସହଜ ନ ଥିଲା। କାଉନସିଲରରୁ ପୌରାଧ୍ୟକ୍ଷା, ରାଜ୍ୟ କ୍ୟାବିନେଟରେ ମନ୍ତ୍ରୀ ହେବା…

2 years ago

ବର୍ଷାରେ ଧସିଲା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ଓ୍ବେ: ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଥିଲେ ୫ ଦିନ ଗଲାନି

ଲକ୍ଷ୍ନୌ, ୨୨ା୭:ଗତ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶରେ ଉଦ୍‌ଘାଟନ କରିଥିବା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ଓ୍ବେର କିଛି ଅଂଶ ବର୍ଷାରେ ଧସିଯାଇଛି। ଚିତ୍ରକୂଟର ଭରତକୋପରୁ କୁର୍ଦ୍ଦେଲକୁ ସଂଯୋଗ…

2 years ago

୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟକୁ କରାଯାଇଛି ବ୍ଲକ

ନୂଆଦିଲ୍ଲୀ, ୨୧ା୭: ଦେଶ ସ୍ବାର୍ଥ ବିରୋଧୀ କାର୍ଯ୍ୟକଳାପ ପାଇଁ ୨୦୨୧-୨୨ରେ କେନ୍ଦ୍ର ସରକାର ୯୪ ୟୁଟ୍ୟୁବ୍‌ ଚ୍ୟାନେଲ, ୧୯ ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ୟୁଆର୍‌ଏଲ୍‌…

2 years ago

ପାକିସ୍ତାନରୁ ମିଳିଲା ମୁସେଓ୍ବାଲାଙ୍କ ବାପାଙ୍କୁ ହତ୍ୟା ଧମକ

ଚଣ୍ଡିଗଡ଼,୨୧।୭: ପଞ୍ଜାବ ଲୋକପ୍ରିୟ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାପରେ ବର୍ତ୍ତମାନ ତାଙ୍କ ପିତାଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହି ଧମକ ସିଦ୍ଧୁ ମୁସେୱାଲାଙ୍କ ପିତା ବଲକୌର ସିଂଙ୍କୁ…

2 years ago