ଜାତୀୟ

ଜୁବେରଙ୍କ ମାମଲାର ଶୀଘ୍ର ଶୁଣାଣି ନେଇ ସିଜେଆଇ କହିଲେ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବେଞ୍ଚକୁ ଯାଅ…

ନୂଆଦିଲ୍ଲୀ,୧୮।୭ : ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ ଚେକର୍‌ ମହମ୍ମଦ ଜୁବେରଙ୍କ ଏଫଆଇଆର୍‌ ରଦ୍ଦ କରିବାକୁ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୀଘ୍ର ଶୁଣାଣି ପାଇଁ ଦାବି…

2 years ago

୫ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହୋଇ ଘରକୁ ଫେରିଲେ ୧୨୧ ଆଦିବାସୀ…

ରାୟପୁର,୧୮।୭ : ଛତିଶଗଡର ଦନ୍ତେ ୱାଡା ଜିଲାରେ ବୁର୍କାପାଲ ମାଓବାଦୀ ଆକ୍ରମଣ ମାମଲାରେ ଏନଆଇଏ କୋର୍ଟ ୧୨୧ ଆଦିବାସୀଙ୍କୁ ଜେଲରୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ…

2 years ago

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ…

2 years ago

ନର୍ମଦା ନଦୀକୁ ଖସିଲା ବସ୍‌: ଅନେକ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା

ଭୋପାଳ,୧୮।୭:ମଧ୍ୟପ୍ରଦେଶର ଧର ଜିଲାର ଖାଲଘାଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ପ୍ରାୟ ୪୦ ଜଣ ଯାତ୍ରୀଙ୍କୁ ନେଇ ଏକ ବସ ନର୍ମଦା ନଦୀରେ ଖସି ପଡିଛି।…

2 years ago

ଏଲ୍‌ଓସିରେ ଗ୍ରେନେଡ ବିସ୍ଫୋରଣ: ଆର୍ମି କ୍ୟାପ୍ଟେନଙ୍କ ସମେତ ୨ ଶହୀଦ

ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର କଣ୍ଟ୍ରୋଲ ଲାଇନ ନିକଟରେ ହଠାତ୍‌ ଗ୍ରେନେଡ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପ୍ଟେନ ଏବଂ ଜଣେ ଜୁନିଅର କମିଶନ…

2 years ago

ସୋମବାରୀ ପୂଜା ସମୟରେ ଦଳାଚକଟା, ୨ ମହିଳାଙ୍କ ମୃତ୍ୟୁ…

ସିଓ୍ବାନ,୧୮।୭ : ଶ୍ରାବଣ ମାସର ପ୍ରଥମ ସୋମବାରରେ ବିହାରରେ ଏକ ବଡ ଦୁର୍ଘଟଣା ଘଟିଛି । ଏହି ଘଟଣା ସିୱାନରେ ଏକ ମନ୍ଦିରରେ ଘଟିଥିବାବେଳେ ଏଥିରେ ଦୁଇ…

2 years ago

ରାଷ୍ଟ୍ରପତି ନିର୍ବାଚନ, ମତଦାନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ…

2 years ago

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ…

2 years ago

ଶୋଭାବର୍ଦ୍ଧକ ଅବା ରାଜନୈତିକ ନୁହେଁ ରାଜ୍ୟପାଳଙ୍କ ପଦବୀ, କହିଲେ ଉପରାଷ୍ଟ୍ରପତି…

ନୂଆଦିଲ୍ଲୀ,୧୮।୭ : ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ତାଙ୍କ କାର୍ଯ୍ୟକାଳ ଶେଷ ହେବାର ପ୍ରାୟ ଏକ ମାସ ପୂର୍ବରୁ ରାଜ୍ୟପାଳମାନଙ୍କୁ ରାଜ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ଭାବରେ କାର୍ଯ୍ୟ କରିବାକୁ…

2 years ago

ସକ୍ରିୟ ମାମଲା ଲକ୍ଷେ ୪୪ ହଜାର ଟପିଲା …

ନୂଆଦିଲ୍ଲୀ, ୧୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି…

2 years ago