ଜାତୀୟ

ନ୍ୟୁଜ ପୋର୍ଟାଲକୁ ବି କରିବାକୁ ପଡିବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୧୬ ।୭: ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବାକୁ ଏବଂ ଖବରକାଗଜ ସହ ସମାନ କରିବାକୁ କେନ୍ଦ୍ର ସରକାର ଏକ ବିଲ ଆଣିବାକୁ ଯାଉଛନ୍ତି । ଏହି ବିଲକୁ…

2 years ago

ଅନୁମତି ନ ନେଇ ଦ୍ୱିତୀୟ ବିବାହ କରିଥିଲେ ପିଲାଙ୍କୁ ମିଳିବନି ଚାକିରି

ପାଟନା,୧୬।୭: ବିହାର ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ କର୍ମଚାରୀ ଦ୍ୱିତୀୟ ବିବାହ କଲେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ…

2 years ago

ବିଷାକ୍ତ ଖାଦ୍ୟ ଖାଇ ୧୫୦ ଛାତ୍ରୀଛାତ୍ର ଅସୁସ୍ଥ

ହାଇଦ୍ରାବାଦ,୧୬।୭: ବିଷାକ୍ତ ଖାଦ୍ୟ ଖାଇ ତେଲଙ୍ଗାନା ନିର୍ମଲ ଜିଲାର ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍‌ ନଲେଜ୍‌ ଟେକ୍ନୋଲୋଜିର ୧୫୦ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଡାକ୍ତରଖାନାରେ…

2 years ago

ପୂର୍ବତନ ବାଚସ୍ପତି ନିର୍ମଳ ସିଂଙ୍କ ପରଲୋକ

ଚଣ୍ଡିଗଡ଼,୧୬।୭: ପଞ୍ଜାବର ପୂର୍ବତନ ବାଚସ୍ପତି ତଥା ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ନିର୍ମଳ ସିଂ କାହଲୋନଙ୍କ ଶନିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯…

2 years ago

କାଉଡିଆଙ୍କୁ ନଜର ରଖିବ ଡ୍ରୋନ୍‌

ଡେରାଡୁନ୍‌,୧୬।୭: କାଉଡିଆ ଯାତ୍ରାକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ଆଡଭାଇଜରି ଜାରି କରିବା ପରେ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କ ଉପରେ…

2 years ago

କାଉଡିଆ ଯାତ୍ରା ବେଳେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଆଡଭାଇଜରୀ ଜାରି କଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ଡେରାଡୁନ,୧୬।୭: ଶ୍ରାବଣ ମାସ ଆରମ୍ଭ ହୋଇଛି। ଗତ ୨ବର୍ଷ କରୋନା ଯୋଗୁ କାଉଡିଆ ଯାତ୍ରା ବନ୍ଦ ରହିଥିଲା। ତେବେ ଚଳିତ ବର୍ଷ ଭକ୍ତମାନଙ୍କ ପାଇଁ ବୋଲବମ୍‌ ଯାତ୍ରା…

2 years ago

୩୬୨ କୋଟିର ହେରୋଇନ୍‌ ଜବତ

ମୁମ୍ବାଇ,୧୬।୭: ମୁମ୍ବାଇ ପୋଲିସ ନଭି ମୁମ୍ବାଇ ବନ୍ଦରରୁ ୩୬୨ କୋଟି ଟଙ୍କାର ମୂଲ୍ୟ ହେରୋଇନ ଜବତ କରିଛି। ଯାଞ୍ଚ ବେଳେ ୧୬୮ଟି ପ୍ୟାକେଟରେ ୭୩.୦୫ କେ.ଜି ହେରୋଇନ୍‌…

2 years ago

ଜେଏମ୍‌ଏମ୍‌ ପରେ ଦ୍ରୌପଦୀଙ୍କୁ ସମର୍ଥନ କରିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୧୬।୭: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରତି ବଢୁଛି ରାଜନୈତିକ ଦଳର ସମର୍ଥନ। ନିକଟରେ ଜେଏମ୍‌ଏମ୍‌ ଦ୍ରୌପଦୀଙ୍କୁ ସମର୍ଥନ କରିଥିବା ବେଳେ ଏବେ ଜେଡି(ଏସ୍‌) ଦଳ…

2 years ago

ଲିଭ୍‌-ଇନ୍‌ରେ ରହିଲେ ବଳାତ୍କାର ମାମଲା କରିପାରିବେନି ମହିଳା

ନୂଆଦିଲ୍ଲୀ, ୧୬ା୭: ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର…

2 years ago

ପୂର୍ବାହ୍ନ ୯.୩୦ରେ ଶୁଣାଣି କଲେ ଜଷ୍ଟିସ୍‌ ଲଳିତ

ନୂଆଦିଲ୍ଲୀ,୧୬ା୭: ସୁପ୍ରିମକୋର୍ଟରେ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ମାମଲାଗୁଡ଼ିକର ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥାଏ। କିନ୍ତୁ ଶୁକ୍ରବାର ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଆସନ୍ତା ଅଗଷ୍ଟରେ ଭାରତର…

2 years ago