ଜାତୀୟ

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି ।…

2 years ago

ଦ୍ରୌପଦୀଙ୍କୁ ଜେଏମ୍‌ଏମ୍‌ର ସମର୍ଥନ

ରାଞ୍ଚି,୧୪।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)। ଦଳର କେନ୍ଦ୍ରୀୟ ଅଧ୍ୟକ୍ଷ ଶିବୁ ସୋରେନ ଏନେଇ ସମସ୍ତ ଏମ୍‌ପି…

2 years ago

ଜାହାଙ୍ଗୀରପୁରୀ ହିଂସା ମାମଲା: କୋର୍ଟରେ ୨ ହଜାର ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୪।୭: ଜାହାଙ୍ଗୀରପୁରୀ ହିଂସା ମାମଲାରେ ଗୁରୁବାର ଦିଲ୍ଲୀ ପୋଲିସ ରୋହିଣୀ କୋର୍ଟରେ ୨୦୬୩ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି। ମୋଟ ୩୭ ଅଭିଯୁକ୍ତଙ୍କ ବିରୋଧରେ ଏହି ଚାର୍ଜଶିଟ୍‌…

2 years ago

ମହାରାଷ୍ଟ୍ରରେ ଗଡ଼ିବ ବୁଲେଟ୍‌ ଟ୍ରେନ୍‌

ମୁମ୍ବାଇ,୧୪ା୭: ମୁମ୍ବାଇ-ଅହମ୍ମଦାବାଦ ବୁଲେଟ ଟ୍ରେନ୍‌ ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ମହାରାଷ୍ଟ୍ର ସରକାର ସମସ୍ତ ଅନୁମୋଦନ ଦେଇଛନ୍ତି। ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଗୁରୁବାର ଏହି ସୂଚନା ଦେଇଛନ୍ତି।…

2 years ago

ମାଲିକାଣୀଙ୍କୁ ଝୁଣି ମାଂସ ଖାଇଗଲା ପୋଷା କୁକୁର

ଲକ୍ଷ୍ନୌ,୧୪।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପୋଷା କୁକୁର ନିଜ ମାଲିକାଣୀଙ୍କୁ କାମୁଡି ତାଙ୍କ ମାଂସ ଖାଇଯାଇଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳରେ…

2 years ago

ପାଗ ଖରାପ ଯୋଗୁ ପୁଣି ବାତିଲ ହେଲା ଅମରନାଥ ଯାତ୍ରା

ଶ୍ରୀନଗର,୧୪।୭: ଖରାପ ପାଗ ଯୋଗୁ ଗୁରୁବାର ପୁଣିଥରେ ଅମରନାଥ ଯାତ୍ରାକୁ ସାମୟିକ ସ୍ଥଗିତ ରଖାଯାଇଛି।। ଉଭୟ ପହଲଗାମ ଓ ବାଲତଲ ମାର୍ଗ ଦେଇ ନୂଆ ବ୍ୟାଚକୁ ଯିବାକୁ…

2 years ago

ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାଜପା ଆଶ୍ୱସ୍ତ, ବିଜୟୀ ଘୋଷଣା ହେବା ପରେ ସାରା ଦେଶର ଆଦିବାସୀ ଗାଁରେ ପାଳନ ହେବ ଉତ୍ସବ

ନୂଆଦିଲ୍ଲୀ,୧୪ ।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ବିଜୟକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ପ୍ରକାର ଆଶ୍ୱସ୍ତ ରହିଛି । ଯେମିତି ସେ…

2 years ago

ମହାରାଷ୍ଟ୍ରରେ ୫ ଟଙ୍କା କମିଲା ପେଟ୍ରୋଲ ଦାମ…

ମୁମ୍ବାଇ,୧୪।୭ : ମୁଖ୍ୟମନ୍ତ୍ରୀ ହେବାର କିଛି ଦିନ ମଧ୍ୟରେ ଏକନାଥ ଶିନ୍ଦେ ମହାରାଷ୍ଟ୍ରର ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ରାଜ୍ୟରେ ପେଟ୍ରୋଲ ଦାମକୁ ଲିଟରପିଛା ୫ ଟଙ୍କା କମାଇଛନ୍ତି।…

2 years ago

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।…

2 years ago

ନୂପୁରଙ୍କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଟିପ୍ପଣୀର ସମାଲୋଚନା, ଏହା ଶୀର୍ଷକୋର୍ଟଙ୍କ ଅବମାନନା ନୁହେଁ ବୋଲି କହିଲେ ଆଟର୍ନି ଜେନେରାଲ…

ନୂଆଦିଲ୍ଲୀ,୧୪।୭ : ସୁପ୍ରିମକୋର୍ଟଙ୍କ ପକ୍ଷରୁ ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଟିପ୍ପଣୀ ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ସମୟରେ ଶୀର୍ଷକୋର୍ଟଙ୍କ ଟିପ୍ପଣୀକୁ ସମାଲୋଚନା କରାଯାଇଥିଲା। କରି ଏହାର ଉତ୍ତରରେ…

2 years ago