ଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା,୨ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

ଶ୍ରୀନଗର, ୬।୭ : ଜମ୍ମୁ-କଶ୍ମୀରର କୁଲଗାମର ହଦିଗାମ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାକର୍ମୀଙ୍କୁ ଏହି ଅପରେଶନ୍‌ରେ ସଫଳତା ମିଳିଛି। ଦୁଇଜଣ…

2 years ago

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି…

2 years ago

ଆଜି ଓଡ଼ିଶା ଆସିବେ ଯଶବନ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭(ବ୍ୟୁରୋ): ଆସନ୍ତା ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଅବସରରେ ବୁଧବାର ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ…

2 years ago

ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୬ ।୭: ରୋଷେଇ ଘରେ ପୁଣି ମହଙ୍ଗା ମାଡ । ସାଧାରଣ ଜନତାଙ୍କୁ ପୁଣି ଲାଗିଲା ଝଟକା । ବୁଧବାର ଅର୍ଥାତ୍ ଜୁଲାଇ ୬ରୁ ବୃଦ୍ଧି ପାଇଛି…

2 years ago

ବାଣିଜି୍ୟକ ବିବାଦ ତୁଟାଇବ ମଧ୍ୟସ୍ଥତା: ସିଜେଆଇ

ନୂଆଦିଲ୍ଲୀ,୬ା୭: ବାଣିଜି୍ୟକ ବିବାଦ ତୁଟାଇବା ଲାଗି ମଧ୍ୟସ୍ଥତା ପ୍ରମୁଖ ପନ୍ଥା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଭାରତ-ବ୍ରିଟେନ୍‌ ବାଣିଜି୍ୟକ…

2 years ago

ଆଧାର ତଥ୍ୟ ଲିକ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ:ଇସି

ନୂଆଦିଲ୍ଲୀ,୬ା୭: ଭୋଟର ତାଲିକାରେ ଜାଲିଆତି ରୋକିବା ପାଇଁ ଏହାକୁ ଆଧାର ସହ ସଂଯୋଗ କରିବା ଲାଗି ଭାରତର ନିର୍ବାଚନ କମିଶନ (ଇସିଆଇ) ନିୟମ ପ୍ରଣୟନ କରିବା ପରେ…

2 years ago

ନ୍ୟାୟ ବ୍ୟବସ୍ଥାରେ ଅଲିଭା ଦାଗ

ନୂଆଦିଲ୍ଲୀ, ୬ା୭: ପ୍ରଫେଟ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଯୋଗୁ ଦେଶରେ ହିଂସାତ୍ମକ ବିକ୍ଷୋଭ ଏବଂ ଉଦୟପୁର ଦରଜି କହ୍ନେୟାଲାଲ ହତ୍ୟାକାଣ୍ଡ ଆଦି ପାଇଁ ସୁପ୍ରିମକୋର୍ଟ ଭାଜପା…

2 years ago

ବାସ୍ତୁବିତ୍‌ ଚନ୍ଦ୍ରଶେଖରଙ୍କୁ ହତ୍ୟା

ବେଙ୍ଗାଲୁରୁ,୬ା୭: ବାସ୍ତୁବିତ୍‌ ଚନ୍ଦ୍ରଶେଖର ଗୁରୁଜୀଙ୍କୁ ମଙ୍ଗଳବାର କର୍ନାଟକର ହୁବଲି ଜିଲାସ୍ଥିତ ଏକ ହୋଟେଲରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ସମ୍ପୃକ୍ତ ଦୁଇ ଯୁବକ ମାଲତେଶ…

2 years ago

ନିର୍ଭୀକ ସ୍ବର ହେବାକୁ ଚାହେଁ

ନୂଆଦିଲ୍ଲୀ, ୬ା୭: ସୋସିଆଲ ମିଡିଆରେ ଟ୍ରୋଲ ଏବଂ ବିଭିନ୍ନ ଥାନାରେ ମାମଲା ରୁଜୁ ସତ୍ତ୍ୱେ ଫିଲ୍ମ ନିର୍ଦ୍ଦେଶିକା ଲୀନା ମାନିମେକଲାଇ ସବୁପ୍ରକାର ଫଳାଫଳାକୁ ସାମ୍‌ନାକୁ କରିବାକୁ ପ୍ରସ୍ତୁତ…

2 years ago

କାଳୀ ମୋ ପାଇଁ ମାଂସଖିଆ ଦେବୀ: ମହୁଆ ମୋଇତ୍ରା

ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ଉପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘କାଳୀ ମୋ…

2 years ago