ଜାତୀୟ

ରାହୁଲଙ୍କ କାର୍ଯାଳୟ ଭଙ୍ଗାରୁଜା ଘଟଣାର ହେବ ଉଚ୍ଚସ୍ତରୀୟ ଯାଞ୍ଚ: କଲପେଟ୍ଟା ସବ୍‌-ଇନ୍‌ସପେକ୍ଟର ନିଲମ୍ବିତ

ଓ୍ବାୟନାଡ,୨୫।୬: କେରଳର ୱାୟନାଡରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ କାର୍ଯ୍ୟାଳୟକୁ ଷ୍ଟୁଡେଣ୍ଟସ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ସଦସ୍ୟମାନେ ଭଙ୍ଗାରୁଜା କରିଥିଲେ। ଶୁକ୍ରବାର ଶତାଧିକ ସଦସ୍ୟ ଏକ…

2 years ago

‘ରାଜ୍ୟରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ’

ମୁମ୍ବାଇ,୨୫।୬: ମହାରାଷ୍ଟ୍ରର ରାଜନୀତି ବର୍ତ୍ତମାନ ସରଗରମ ରହିଥିବା ବେଳେ ଦିନକୁ ଦିନ ଅସ୍ଥିରତା ବୃଦ୍ଧି ପାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ସମେତ ଦଳକୁ ବଞ୍ଚାଇବାକୁ ପ୍ରାଣପଣେ…

2 years ago

ନୂଆ ଦଳ ଗଢ଼ିବେ ଏକନାଥ: ରଖିବେ ଏହି ନାମ

ମୁମ୍ବାଇ,୨୫।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ବର୍ତ୍ତମାନ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଦେ ନିଜର ନୂଆ ଦଳ ଗଠନ କରିବାକୁ ଉଦ୍ୟମ ଚଳାଇଛନ୍ତି। କୁହାଯାଉଛି, ଶିବସେନା…

2 years ago

ଦିନେ ବଢ଼ିଲେ ଦିନେ କମୁଛି: ସକ୍ରିୟ ସଂକ୍ରମଣ ସଂଖ୍ୟା ଲକ୍ଷେ ମୁହାଁ

ନୂଆଦିଲ୍ଲୀ,୨୫।୬: କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଅନେକ ଦେଶ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଗତ କିଛି ଦିନରୁ ଭାରତରେ ମଧ୍ୟ…

2 years ago

‘ଯଦି ଦ୍ରୌପଦୀ ରାଷ୍ଟ୍ରପତି, ତା’ହେଲେ ପାଣ୍ଡବ କିଏ’

ହାଇଦ୍ରାବାଦ,୨୫।୬: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଉପରେ ବିବାଦୀୟ ଟୁଇଟ୍‌କୁ ନେଇ ଚର୍ଚ୍ଚାରେ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା। ସେ ଟୁଇଟ୍‌ରେ ଲେଖିଛନ୍ତି,‘ଯଦି ଦ୍ରୌପଦୀ…

2 years ago

ମୁଲାୟମ୍‌ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୫।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଅସୁସ୍ଥ ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ,…

2 years ago

ହସ୍ପିଟାଲରୁ ସୁସ୍ଥହୋଇ ଘରକୁ ଫେରିଲେ ରାହୁଲ

ରାୟପୁର,୨୫।୬: ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ରାହୁଲ ସାହୁ। ୫ ଦିନ ବୋରଓ୍ବେଲରେ ଫସିବା ପରେ ଗତ ୧୪ ତାରିଖ ରାତିରେ ଉଦ୍ଧାର ହୋଇଥିଲେ ରାହୁଲ।…

2 years ago

ବିନୀତ ପୁନିଆ ହେଲେ କଂଗ୍ରେସ ଯୋଗାଯୋଗ ଶାଖା ପ୍ରଭାରୀ ସମ୍ପାଦକ

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ନେତା ବିନୀତ ପୁନିଆଙ୍କୁ ଏଆଇସିସି ଆଭ୍ୟନ୍ତରୀଣ ଯୋଗାଯୋଗ ଶାଖାର ପ୍ରଭାରୀ ସମ୍ପାଦକ ନିଯୁକ୍ତ କରାଯାଇଛି। ସେହିପରି ବୈଭବ ଓ୍ବାଲିଆ ଉକ୍ତ ବିଭାଗର ସମ୍ପାଦକ ନିଯୁକ୍ତ…

2 years ago

ଦ୍ରୌପଦୀଙ୍କୁ ସମର୍ଥନ କରିବେ ମାୟାବତୀ

ନୂଆଦିଲ୍ଲୀ,୨୫।୬: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଏସ୍‌ପି ସମର୍ଥନ କରିବ। ବିଏସ୍‌ପି ସୁପ୍ରିମୋ ମାୟାବତୀ ଏହି ସୂଚନା ଦେଇଛନ୍ତି। ଦଳର ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି…

2 years ago

ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଶିବସେନାର ବସିବ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ

ନୂଆଦିଲ୍ଲୀ,୨୫।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶନିବାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡାକିଛନ୍ତି। ଅପରାହ୍ନ ୧ଟାରେ ଏହି…

2 years ago