ଜାତୀୟ

ନାମାଙ୍କନ ପତ୍ର ଦାଖଲ କଲେ ଦ୍ରୌପଦୀ ମୁର୍ମୁ…

ନୂଆଦିଲ୍ଲୀ, ୨୪।୬ : ଭାଜପା ନେତୃତ୍ୱାଧୀନ ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସଂସଦ ଭବନରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ…

2 years ago

ଶିବସେନା କାର୍ଯ୍ୟାଳୟ-ମାତୋଶ୍ରୀରେ ବଢ଼ିଲା ସୁରକ୍ଷା: ଉଦ୍ଧବଙ୍କୁ ଭେଟିଲେ ପୋଲିସ କମିଶନର

ମୁମ୍ବାଇ,୨୪।୬: ଶିବସେନାରେ ଚାଲିଥିବା ବିଦ୍ରୋହକୁ ନେଇ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମୁମ୍ବାଇ ପୋଲିସ କମିଶନର ଗୁରୁବାର ଦଳୀୟ କାର୍ଯ୍ୟାଳୟ ଶିବସେନା ଭବନ ଓ…

2 years ago

ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…

ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାରର…

2 years ago

‘ସିନ୍ଦେ ଭାଇ ମାତୋଶ୍ରୀ ଫେରି ଚାଲ’

ଗୁଆହାଟୀ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କୁ ମନାଇବା ପାଇଁ ଶିବସେନାର ସତାରା ଜିଲା ଉପମୁଖ୍ୟ ସଞ୍ଜୟ ଭୋସଲେ ଆସାମର ଗୁଆହାଟୀରେ ପହଞ୍ଚିଛନ୍ତି। ସେ ଦଳର…

2 years ago

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା…

2 years ago

ଆଉ ୩ ମାସ ବଢିଲା ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୪।୬: ବଢିଲା ଏମ୍‌ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ। ଜୁନ ୨୪ ତାରିଖରେ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଆଉ ୩ ମାସ ବୃଦ୍ଧି…

2 years ago

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ ସମାଲୋଚନା…

2 years ago

ଜାକିଆଙ୍କୁ ସୁପ୍ରିମ୍‌ କୋର୍ଟରେ ଝଟ୍‌କା, ପ୍ରଧାନମନ୍ତ୍ରୀଙ୍କୁ କ୍ଲିନ୍‌ ଚିଟ୍‌ ଦେବା ମାମଲା ଖାରଜ…

ନୂଆଦିଲ୍ଲୀ, ୨୪।୬ : ଗୁଜୁରାଟ ଦଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିବା ଏସଆଇଟି ରିପୋର୍ଟକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ରିପୋର୍ଟ ବିରୋଧରେ ପିଟିଶନ…

2 years ago

ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍‌…

2 years ago

ତିହାରରୁ ଫୋନ୍‌ କରିପାରିବେନି କୁଖ୍ୟାତ ଅପରାଧି, ହାଇ ରିସ୍କ୍‌ ଓ୍ବାର୍ଡରେ ଲାଗିବ ଜାମର…

ନୂଆଦିଲ୍ଲୀ, ୨୪।୬ : ତିହାରରେ ଅପରାଧିଙ୍କ ପାଖରେ ମୋବାଇଲ ଫୋନର ନିରନ୍ତର ଉପଲବ୍ଧତା ଯୋଗୁଁ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। ସମ୍ପ୍ରତି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ…

2 years ago