ଜାତୀୟ

ଗୁଜରାଟ ନିର୍ବାଚନରେ ସମସ୍ତ ଶକ୍ତି ଲଗାଇବ ଏଏପି: ସିସୋଡିଆ

ନୂଆଦିଲ୍ଲୀ,୪ ।୬: ଚଳିତ ବର୍ଷ ଗୁଜରାଟ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସମସ୍ତ ଶକ୍ତି ଲାଗଇବ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟି(ଏଏପି)ର…

2 years ago

ଦୀର୍ଘ ୨୪ ବର୍ଷ ପରେ ମହାରାଷ୍ଟ୍ରରେ ଆସିଛି ମତଦାନ ମହାପର୍ବ, ୬ ଆସନରେ ଭାଜପା-ଶିବସେନା ମୁହାଁମୁହିଁ

ମୁମ୍ବାଇ,୪ ।୬: ମହାରାଷ୍ଟ୍ରରେ ରାଜ୍ୟ ସଭାର ୬ ଆସନ ପାଇଁ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମୁକାବିଲା ସୁନିଶ୍ଚିତ ହୋଇଯାଇଛି । ନିର୍ବାଚନ ମଇଦାନରେ…

2 years ago

ଲାବ୍‌ରୁ ଗ୍ୟାସ୍‌ ଲିକ୍‌: ୨୦୦ ମହିଳା ଅସୁସ୍ଥ

ବିଶାଖାପାଟଣା,୪।୬ : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏକ ରାସାୟନିକ ଲାବରେଟୋରିରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌ ହେବାରୁ ନିକଟସ୍ଥ ଏକ ପୋଷାକ କାରଖାନାରେ କାମ କରୁଥିବା ୨୦୦ରୁ…

2 years ago

କାନପୁରରେ ହିଂସା: ୬ ଆହତ

କାନପୁର୍‌,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍‌ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ…

2 years ago

ପିମ୍ପୁଡ଼ି କାମୁଡ଼ାରେ ଶିଶୁ ମୃତ

ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି…

2 years ago

ନାବାଳିକାଙ୍କୁ ମର୍ସିଡିଜ୍‌ରେ ଗଣବଳାତ୍କାର

ହାଇଦ୍ରାବାଦ,୪।୬: ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍‌ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍‌ କାର୍‌ ଭିତରେ ଗଣବଳାତ୍କାର କରାଯାଇଛି। ବଳାତ୍କାର କରିଥିବା ସ୍କୁଲ ଛାତ୍ରମାନଙ୍କ ମଧ୍ୟରେ ଜଣେ…

2 years ago

ପିପିଇ ଦୁର୍ନୀତିରେ ବିଶ୍ୱଶର୍ମା ଦମ୍ପତି

ନୂଆଦିଲ୍ଲୀ/ଗୁଆହାଟୀ,୪।୬: ଆସାମ ସରକାରଙ୍କଠାରୁ ଆର୍‌ଟିଆଇ ଆଇନ ବଳରେ ମିଳିଥିବା ଉତ୍ତର ଅନୁସାରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ସ୍ତ୍ରୀ ରିଙ୍କି ଭୂୟଁା ଶର୍ମାଙ୍କ ଜଣେ…

2 years ago

ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଯବାନଙ୍କ ଗାଡି ଉପରକୁ ଆକ୍ରମଣ, ଜଣେ ଯବାନ ଶହୀଦ

ଶ୍ରୀନଗର,୪ ।୬: ଜମ୍ମୁ-କଶ୍ମୀରର ଶୋପିଆନ ଅଞ୍ଚଳରେ ସର୍ଚ୍ଚ ଅପରେଶନ ପାଇଁ ଯାଉଥିବା ଏକ ଗାଡିରେ ବିସ୍ଫୋରଣ ହେବା ଫଳରେ ଜଣେ ଯବାନ ଶହୀଦ ହେବା ସହ ଅନ୍ୟ…

2 years ago

ୟୁପିରୁ ୧୧, ଛତିଶଗଡ଼ରୁ ୨ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ/ରାୟପୁର,୪।୬: ଉତ୍ତରପ୍ରଦେଶରୁ ରାଜ୍ୟ ସଭାକୁ ୧୧ ଜଣ ଏବଂ ଛତିଶଗଡ଼ରୁ ୨ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉତ୍ତରପ୍ରଦେଶରୁ ନିର୍ବାଚିତ ହୋଇଥିବା ୮ ଭାଜପା ପ୍ରାର୍ଥୀ ହେଲେ…

2 years ago

ସଞ୍ଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୪।୬: ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବିଧାନର ଅନୁଚ୍ଛେଦ ୨୧୭ ଅନ୍ତର୍ଗତ ଧାରା…

2 years ago