ଜାତୀୟ

୩୭ ହଜାର ଫୁଟ ଉଚ୍ଚରେ ଫାଟିଲା ସ୍ପାଇସ ଜେଟ ବିମାନର ୱିଣ୍ଡସିଲ

ମୁମ୍ବାଇ,୨୯ ।୫: ୩୭ ହଜାର ଫୁଟ ଉଚ୍ଚରେ ଉଡୁଥିବା ବେଳେ ବିମାନ ଝରକାର କାଚ ଫାଟିବା ଘଟଣା ଶୁଣିବା ପରେ ଯେ କୌଣସି ବ୍ୟକ୍ତିଙ୍କ ଲୋମ ଟାଙ୍କୁରି…

2 years ago

ନୂଆ ରୂପରେ ଫେରିବ ଆମ୍ବାସଡର କାର

ନୂଆଦିଲ୍ଲୀ,୨୯ ।୫: ଆମ୍ବାସଡର କାରର କୌଣସି ପରିଚୟର ଆବଶ୍ୟକତା ନାହିଁ । ତେବେ ସମୟ ସହ ଏହି ଆଇକନିକ କାର୍ ସଡ଼କରୁ କୁଆଡେ ଉଭେଇ ଯାଇଥିଲା ।…

2 years ago

ଝାଡ଼ଖଣ୍ଡରେ କଂଗ୍ରେସକୁ ମିଳିବ ଗୋଟିଏ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୯ ।୫: ସାରା ଦେଶରେ ଭିନ୍ନ ଭିନ୍ନ ରାଜ୍ୟରେ ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କରାଯାଉଛି । ଏହାକୁ ନେଇ ପ୍ରାୟ ସମସ୍ତ ବଡ ବଡ ରାଜନୌତିକ…

2 years ago

ରାଷ୍ଟ୍ରପତିଙ୍କ ଉଜ୍ଜୟିନୀ ଗସ୍ତକୁ ନେଇ ୧୭୦୦ ପୋଲିସଙ୍କୁ ସୁରକ୍ଷା ଦାୟିତ୍ୱ

ନୂଆଦିଲ୍ଲୀ,୨୯ ।୫: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୯ ମେ’ ଅର୍ଥାତ୍ ରବିବାର ଉଜ୍ଜୟିନୀ ଗସ୍ତ କରୁଛନ୍ତି । ସେଠାରେ ସେ ମହାକାଳେଶ୍ୱରଙ୍କ ଦର୍ଶନ କରିବେ । କାଳିଦାସ…

2 years ago

ପୋଲିସ ଷ୍ଟେଶନ ସିସିଟିଭିରେ ଭିଡ଼ିଓ-ଅଡ଼ିଓ ଫୁଟେଜ ରହିବା ଜରୁରୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୮।୫ : ପୋଲିସ ଷ୍ଟେଶନରେ ଥିବା ସିସିଟିଭି କ୍ୟାମେରାରେ ଉଭୟ ଅଡିଓ ଏବଂ ଭିଡିଓ ଫୁଟେଜ ରହିବା ଜରୁରୀ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟଙ୍କ…

2 years ago

ଅଫିସରେ ସକାଳ ୬ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ମହିଳା କର୍ମଚାରୀ କରିପାରିବେ କାମ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୨୮।୫ : ମହିଳାଙ୍କ ସୁରକ୍ଷା ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଜାରି କରିଛନ୍ତି ଯେ, କୌଣସି ମହିଳାଙ୍କ…

2 years ago

୨୦ ହଜାରରୁ ଅଧିକ ଭିଆଇପିଙ୍କ ସୁରକ୍ଷାରେ ୧୨ ହଜାର କୋଟି ଖର୍ଚ୍ଚ, ୬୦ ହଜାର ଯବାନ-୩୦ ହଜାର ଗାଡ଼ି ମୁତୟନ…

ନୂଆଦିଲ୍ଲୀ, ୨୮।୫ : ଦେଶରେ ଭିଆଇପି ମାନଙ୍କୁ ସୁରକ୍ଷା ପ୍ରଦାନ କରିବା ମହଙ୍ଗା ପଡିଛି। କୋଡିଏ ହଜାରରୁ ଅଧିକ ବିଶେଷ ଏବଂ ଅତି ବିଶେଷ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ…

2 years ago

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୮।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦ ବିରୋଧି ଅଭିଯାନ ଅପରେଶନ୍‌ ଅଲ୍‌ ଆଉଟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅନନ୍ତନାଗରେ…

2 years ago

ସିନ୍ଧୁ ଜଳ ଚୁକ୍ତି, ଭାରତ ଆସିବେ ପାକିସ୍ତାନ ପ୍ରତିନିଧି ଦଳ…

ନୂଆଦିଲ୍ଲୀ, ୨୮।୫ :ସିନ୍ଧୁ ଜଳ ଚୁକ୍ତି ପ୍ରସଙ୍ଗରେ ଆଲୋଚନା ପାଇଁ ପାକିସ୍ତାନର ଏକ ୫ ଜଣିଆ ପ୍ରତିନିଧି ଦଳ ସୋମବାର ଭାରତରେ ପହଞ୍ଚିବେ। ଉଭୟ ପକ୍ଷ ସିନ୍ଧୁ…

2 years ago

ଏବେ ପ୍ରଭୁ ହନୁମାନଙ୍କ ଜନ୍ମସ୍ଥଳୀ ନେଇ ବିବାଦ, କିଷ୍କିନ୍ଧ୍ୟାରେ ହୋଇଥିଲା ଜନ୍ମ…

ନୂଆଦିଲ୍ଲୀ, ୨୮।୫ : ବାରାଣସୀରେ ଜ୍ଞାନବାପି ମସଜିଦକୁ ନେଇ ବିବାଦ ଲାଗି ରହିଥିବାବେଳେ ଏବେ ପ୍ରଭୁ ହନୁମାନଙ୍କ ଜନ୍ମସ୍ଥାନକୁ ନେଇ ଏକ ନୂଆ ବିବାଦ ଉପୁଜିଛି। କର୍ନାଟକର…

2 years ago