ଜାତୀୟ

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ୫୮ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ୫୮ତମ ପୁଣ୍ୟତିଥି ଶୁକ୍ରବାର ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ…

2 years ago

ନଦୀକୁ ଖସିଲା ଯବାନଙ୍କୁ ନେଇ ଯାଉଥିବା ବସ୍‌

ଲେହ,୨୭।୫: ଲଦାଖର ତୁରତୁକ ସେକ୍ଟରରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ଜଣ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍‌ ଭାରସାମ୍ୟ ହରାଇ ଶ୍ୟୋକ ନଦୀରେ…

2 years ago

ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ

ନୂଆଦିଲ୍ଲୀ,୨୭ ।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ ପ୍ରକାଶ ଚୌତାଲାଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ କୋର୍ଟ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ…

2 years ago

ଏନ୍‌ସିବି ଚାର୍ଜସିଟରେ ଆର୍ଯ୍ୟନଙ୍କ ନାଁ ନାହିଁ

ମୁମ୍ବାଇ,୨୭।୫: କ୍ରୁଜ ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଶୁକ୍ରବାର ଆଶ୍ବସ୍ତି ମିଳିଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପକ୍ଷରୁ ଆର୍ଯ୍ୟନଙ୍କୁ ‘କ୍ଲିନ…

2 years ago

ମୋବାଇଲକୁ ନେଇ ସାନ ଭାଇଙ୍କୁ ହତ୍ୟା

ଅହମଦାବାଦ୍‌, ୨୭ା୫: ମୋବାଇଲରେ ଗେମ୍‌ ଖେଳିବା ପାଇଁ ଝଗଡ଼ା ହୋଇ ଗୁଜରାଟ ଖେଦା ଜିଲାର ଜଣେ ୧୬ ବର୍ଷୀୟ ବାଳକ ତାଙ୍କ ସାନ ଭାଇକୁ ହତ୍ୟା କରିଛନ୍ତି।…

2 years ago

ଓଡ଼ିଶା ସମେତ ୬ ହାଇକୋର୍ଟର ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ/କଟକ ଅଫିସ,୨୭।୫: ୬ ହାଇକୋର୍ଟର ବିଚାରପତିଙ୍କ ବଦଳି କରାଯାଇଛି। ସୁପ୍ରିମକୋର୍ଟଙ୍କ କଲେଜିୟମଙ୍କ ନିଷ୍ପତି କ୍ରମେ ଶୁକ୍ରବାର ଏହି ଅଦଳବଦଳ ହୋଇଛି। ଏ ନେଇ ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ…

2 years ago

ବିଧାନପରିଷଦରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୨୭।୫: ୟୁପି ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଏହି ବଜେଟ ଅଧିବେଶନରେ ଏକ ଚର୍ଚ୍ଚିତ ଘଟଣା ଘଟିଛି। ବିଧାନ ପରିଷଦରେ ଯୋଗୀ ସରକାରରେ ମତ୍ସ୍ୟ ବିଭାଗର ମନ୍ତ୍ରୀ…

2 years ago

‘ମେକ ଇନ ଇଣ୍ଡିଆ’ର ଅଗ୍ରଗତି ଦେଖି ମୁଁ ବହୁତ୍‌ ଖୁସି: ମୋଦି

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ପ୍ରଗତି ମଇଦାନରେ ଦେଶର ସର୍ବବୃହତ ଡ୍ରୋନ ଫେଷ୍ଟିଭାଲର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଡ୍ରୋନ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ…

2 years ago

ମଙ୍କିପକ୍ସକୁ ନେଇ ସତର୍କତା ଜାରି କଲେ ୟୁପି ସରକାର

ଲକ୍ଷ୍ନୌ,୨୭।୫: ମଙ୍କିପକ୍ସ ଭାଇରସ ସାରା ବିଶ୍ବରେ ଚିନ୍ତା ବଢାଇଛି । ଏହି ମାମଲା ବଢିବାରେ ଏବେ ଲାଗିଛି । ୧୫ ଦେଶରେ ୨୧୯ ମାମଲା ଚିହ୍ନଟ ହୋଇସାରିଲେଣି।…

2 years ago

ବିବାହର ୨୫ ବର୍ଷ ପରେ ଫେସ୍‌ବୁକ୍‌ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ମହିଳା

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀର ଦରିଆଗଞ୍ଜ ଅଞ୍ଚଳରେ ଓ୍ବାର୍କଶପ୍‌ ମାଲିକ ମୋଇନୁଦ୍ଦିନ କ୍ୟୁରେଶୀ ହତ୍ୟା ମାମଲାରେ ଏକ ସମ୍ବେଦନଶୀଳ ଖୁଲାସା ହୋଇଛି। କୁରେଶୀଙ୍କ ହତ୍ୟାରେ କୌଣସି ବାହାର ଲୋକ ନୁହେଁ,…

2 years ago