ଜାତୀୟ

ଭାରତରେ ୧୭ କୋଟି ମୁସଲମାନଙ୍କ ପାଇଁ ପ୍ରାୟ ୭ ଲକ୍ଷ ମସଜିଦ୍‌, ୯୬ କୋଟି ହିନ୍ଦୁଙ୍କ ଲାଗି ୨୦ ଲକ୍ଷରୁ ଅଧିକ ମନ୍ଦିର…

ନୂଆଦିଲ୍ଲୀ, ୧୬।୫ : କାଶୀ, ମଥୁରା, ଦିଲ୍ଲୀ, ଆଗ୍ରା ଠାରୁ ମଧ୍ୟପ୍ରଦେଶର ଧାର ପର୍ଯ୍ୟନ୍ତ ମନ୍ଦିର-ମସଜିଦକୁ ନେଇ ବିବାଦ ଜାରି ରହିଛି। ହିନ୍ଦୁ ସଂଗଠନ ଦାବି କରୁଛନ୍ତି…

2 years ago

କଶ୍ମୀରୀ ପଣ୍ଡିତଙ୍କୁ ଲଶ୍କରର ହତ୍ୟା ଧମକ

ଶ୍ରୀନଗର,୧୬।୫: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍‌ଲାମ୍‌ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଜିଲାରେ ରହୁଥିବା କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା ଧମକ ଦେଇଛି। ଏନେଇ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍‌ଲାମ ପକ୍ଷରୁ ଏକ ଧମକପୂର୍ଣ୍ଣ…

2 years ago

ଜ୍ଞାନବ୍ୟାପି ସର୍ଭେ ଶେଷ, ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଶୁଣାଣି…

ନୂଆଦିଲ୍ଲୀ, ୧୬।୫ : ଜ୍ଞାନବ୍ୟାପି ମସଜିଦ ସର୍ଭେ ଶେଷ ହୋଇଛି। ସର୍ଭେ ରିପୋର୍ଟ ଆଧାରରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟରେ କରାଯିବ। ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ…

2 years ago

ମସଜିଦ କମ୍ପ୍ଲେକ୍ସରେ ଶିବଲିଙ୍ଗ ଥିବା ଦାବି

ବାରାଣସୀ,୧୬।୫: ବାରାଣସୀର ଜ୍ଞାନବାପି ମସଜିଦ କମ୍ପ୍ଲେକ୍ସ ସର୍ବେକ୍ଷଣ ସମୟରେ ପ୍ରାୟ ୧୨ ଫୁଟ ୮ ଇଞ୍ଚ ଉଚ୍ଚତା ବିଶିଷ୍ଟ ଶିବଲିଙ୍ଗ ମିଳି ଥିବା ହିନ୍ଦୁ ପକ୍ଷ ଦାବି…

2 years ago

ପ୍ରବଚନ କାର୍ଯ୍ୟକ୍ରମରେ ଦଳାଚକଟା

ଭୋପାଳ,୧୬।୫: ମଧ୍ୟପ୍ରଦେଶ ସାଗର ଜିଲା ଅଧୀନ ବୀଣା ସହରରେ ଏକ ପ୍ରବଚନ କାର୍ଯ୍ୟକ୍ରମ ବେଳେ ଭୋଗ ପାଇଁ ଦଳାଚକଟା ହୋଇଛି। ଏଥିରେ ୧୭ ଜଣ ଶ୍ରଦ୍ଧାଳୁ ଆହତ…

2 years ago

ଆକାଶରୁ ଖସୁଛି ରହସ୍ୟମୟ ବଲ୍‌, ଲୋକେ ଆତଙ୍କିତ…

ଅହମଦାବାଦ, ୧୬।୫ : ଗୁଜରାଟର ବହୁ ଗାଁରେ ଏବେ ଆତଙ୍କ ଖେଳି ଯାଇଛି। ଏସବୁ ଗାଁରେ ଆକାଶରୁ ରହସ୍ୟମୟ ବଲ ଆକୃତିର ପଦାର୍ଥ ଖସୁଛି। ଇତିମଧ୍ୟରେ ୫…

2 years ago

ଚାର୍‌ ଧାମ୍‌ ଯାତ୍ରା, ୧୩ ଦିନରେ ୩୯ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…

ଡେରାଡୁନ୍‌, ୧୬।୫ : ଉତ୍ତରାଖଣ୍ଡରେ ଚାର୍‌ ଧାମ୍‌ ଯାତ୍ରା ଆରମ୍ଭରୁ ଇତିମଧ୍ୟରେ ଗତ ୧୩ ଦିନ ମଧ୍ୟରେ ୩୯ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର…

2 years ago

ଜୀବିତ ଥାଇ ମୃତ୍ୟୁ ଭୋଜନ ଦେଲେ ମହିଳା

ଚଣ୍ଡିଗଡ,୧୬।୫: ହରିୟାଣାର ଫତେହାବାଦ ଜିଲାର ଜଣେ ବୃଦ୍ଧ ମହିଳା ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ଗଞ୍ଜ-ଚିନ୍ଦଡ ନିବାସୀ ୮୦ ବର୍ଷୀୟା ଚାୱଲି ଦେବୀ ଗୋଶାଳା ପାଇଁ…

2 years ago

ନିଜ ଘର ଛାଡ଼ି କଶ୍ମୀରୀ ପଣ୍ଡିତ ଯିବେ ନାହିଁ, ଏଠି ତାଙ୍କର ସମାନ ଅଧିକାର…

ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀର କଶ୍ମୀରୀ ପଣ୍ଡିତମାନଙ୍କର ଘର। ସେମାନେ ଏହାକୁ ଛାଡ଼ି ଯିବେ ନାହିଁ। ଏଡି ତାଙ୍କର ଅନ୍ୟ ସମ୍ପ୍ରଦାୟଙ୍କ ଭଳି ସମାନ ଅଧିକାର ରହିଛି…

2 years ago

ସୁରକ୍ଷିତ ଜିଲାରେ କଶ୍ମୀରୀ ପଣ୍ଡିତଙ୍କ ପୋଷ୍ଟିଂ ହେବ, ଉପରାଜ୍ୟପାଳଙ୍କ ନିଷ୍ପତ୍ତି…

ଶ୍ରୀନଗର, ୧୬।୫ : ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା କାଶ୍ମୀରୀ ପଣ୍ଡିତ ସରକାରୀ କର୍ମଚାରୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ୟାକେଜ…

2 years ago