ଜାତୀୟ

୧୫୧ ଆସନ ସହ କ୍ଷମତାକୁ ଫେରିବା ଲକ୍ଷ୍ୟରେ ଜଗନମୋହନ

ଗୁଆହାଟୀ,୨୮।୪: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନକୁ ଆଉ ୨ବର୍ଷ ବାକି ଥିବା ବେଳେ ମୁଖ୍ୟମନ୍ତ୍ରୀ ତଥା ଓ୍ବାଇଏସ୍‌ଆର୍‌ସିପି ଅଧ୍ୟକ୍ଷ ଜଗନମୋହନ ରେଡ୍ଡୀ ପୁନର୍ବାର କ୍ଷମତାକୁ ଫେରିବା ଲାଗି ଏବେଠାରୁ…

2 years ago

ଝାନ୍ସୀ ମନ୍ଦିର, ମସ୍‌ଜିଦରୁ ହଟିଲା ଡାକବାଜି ଯନ୍ତ୍ର

ଲକ୍ଷ୍ନୌ,୨୮।୪: ଉତ୍ତରପ୍ରଦେଶର ଧର୍ମୀୟ ସ୍ଥାନଗୁଡ଼ିକରେ ବେଆଇନ ଭାବେ ଲାଗିଥିବା ଡାକବାଜି ଯନ୍ତ୍ର ହଟାଇବା ପାଇଁ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟର ୧,୫୬୫ ଥାନାକୁ ନିର୍ଦ୍ଦେଶନାମା ଜାରି କରିଥିଲେ।…

2 years ago

ଆଉ ୫ ଦିନ ସତର୍କ ଜାରି କଲା ଆଇଏମ୍‌ଡି

ନୂଆଦିଲ୍ଲୀ,୨୮।୪: ଦେଶର ୫ଟି ରାଜ୍ୟରେ ଅନୂ୍ୟନ ଆଉ ୫ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହର ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି।…

2 years ago

ପାଟନାରେ ପଶିଲା ନୂଆ ଭାରିଆଣ୍ଟ ବିଏ-୧୨

ନୂଆଦିଲ୍ଲୀ,୨୮।୪: ବିହାରର ପାଟନାରୁ ଗୁରୁବାର କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ମୋଟ ୧୩ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ଗୋଟିଏ ବିଏ-୧୨ ଷ୍ଟ୍ରେନ୍‌ ରହିଥିବା…

2 years ago

ସାହିନ ବାଗରୁ ୪୦୦କୋଟିର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ସ୍ଥିତ ସାହିନ ବାଗ ଅଞ୍ଚଳରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)କୁ ଏକ ବଡ଼ ସଫଳତା ମିଳିଛି। ସାହିନ ବାଗର ଜାମିଆ ଅଞ୍ଚଳରେ ଏନ୍‌ସିବି ଟିମ୍‌ ଚଢ଼ାଉ…

2 years ago

ଜାହାଙ୍ଗୀରପୁରୀ ହିଂସା ଘଟଣାରେ ଆଉ ଜଣେ ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ ହୋଇଥିବା ହିଂସା ଘଟଣାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଆଉ ଜଣେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ…

2 years ago

ପ୍ରଧାନମନ୍ତ୍ରୀ ହୋଇପାରିବି, ରାଷ୍ଟ୍ରପତି ନୁହେଁ: ମାୟାବତୀ

ଲକ୍ଷ୍ନୌ,୨୮।୪: ବର୍ତ୍ତମାନ ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଇତିମଧ୍ୟରେ ବିଏସ୍‌ପି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।…

2 years ago

ବିରୋଧିଦଳ ନେତା ପଦରୁ ଇସ୍ତଫା ଦେଲେ କମଳ ନାଥ

ଭୋପାଳ,୨୮ ।୪: ମଧ୍ୟପ୍ରଦେଶ ବିଧାନସଭାର ବିରୋଧିଦଳ ନେତା କମଳ ନାଥ ପଦରୁ ଇସ୍ତଫା ଦେଇଛନ୍ତି । ହେଲେ ସେ ପ୍ରଦେଶ ଅଧ୍ୟକ୍ଷ ପଦରେ ରହିବେ କିନ୍ତୁ ବିରୋଧୀ…

2 years ago

ବଡ ଆତଙ୍କବାଦୀ ଷଡଯନ୍ତ୍ର ବିଫଳ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀରର ସିଡ୍ରାରେ ଗୁରୁବାର ସନ୍ଦେହଜନକ ଆଇଇଡି ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇ ବୋମା ନିଷ୍କ୍ରିୟକାରୀ ସ୍କ୍ବାଡ ଦ୍ୱାରା ଆଇଇଡି ନଷ୍ଟ କରାଯାଇଛି।…

2 years ago

ଅଢେଇ ବର୍ଷର ଶିଶୁକୁ ଝୁଣି ପକାଇଲା ବୁଲା କୁକୁର

ହାଇଦ୍ରାବାଦ୍‌,୨୮।୪: ହାଇଦ୍ରାବାଦର ଗୋଲକୋଣ୍ଡାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଅଜଣା କୁକୁରର ଶିକାରରେ ଅଢେଇ ବର୍ଷ ଶିଶୁଙ୍କର ମୃତ୍ୟୁ ହୋଇଛି। ଶିଶୁର ନାମ ଅନାସ। ଗୋଲକୋଣ୍ଡାର…

2 years ago