ଜାତୀୟ

ସ୍ତ୍ରୀଙ୍କୁ ଗର୍ଭବତୀ କରାଇବା ପାଇଁ ୧୫ ଦିନ ପାରୋଲ

ଯୋଧପୁର,୧୬।୪: ଗର୍ଭଧାରଣ ଲାଗି ସ୍ତ୍ରୀଙ୍କ ଆବେଦନକ୍ରମେ ରାଜସ୍ଥାନର ଆଜମେର ଜେଲ୍‌ରେ ଆଜୀବନ ସଜା କାଟୁଥିବା ସ୍ବାମୀଙ୍କୁ ଯୋଧପୁର ହାଇକୋର୍ଟ ୧୫ ଦିନିଆ ପାରୋଲରେ ଯିବା ଲାଗି ଅନୁମତି…

2 years ago

ଦିଲ୍ଲୀ ମଡେଲର କପି: ୧୨୫ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଇବେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ଶିମଲା,୧୫।୪: ଚଳିତ ବର୍ଷ ଶେଷ ଆଡ଼କୁ ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ହେବା। ଏଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ଭୋଟରଙ୍କୁ ଆକୃଷ୍ଟ…

2 years ago

ଇସ୍ତଫା ଦେଲେ କର୍ନାଟକ ମନ୍ତ୍ରୀ ଇଶ୍ୱରପ୍ପା

ବେଙ୍ଗାଲୁରୁ,୧୫।୪: କର୍ନାଟକରେ ଠିକାଦାର ସନ୍ତୋଷ ପାଟିଲଙ୍କ ଆତ୍ମହତ୍ୟା କୁ ନେଇ ବିବାଦରେ ଫସିଥିବା ଭାଜପା ନେତା ତଥା ଗ୍ରାମୀଣ ବିକାଶ ଓ ରାଜ୍ୟମନ୍ତ୍ରୀ କେଏସ୍‌ ଇଶ୍ୱରପ୍ପା କ୍ୟାବିନେଟରୁ…

2 years ago

ଜୁନରେ ଆସିବ ଚର୍ତୃଥ ଲହର: ସତର୍କ କଲା ଆଇଆଇଟି କାନପୁର

ନୂଆଦିଲ୍ଲୀ,୧୫।୪: ଦେଶରେ ପୁଣି ଥରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ଏବେ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଯାଇଛି। ଗତ ୨ବର୍ଷରୁ…

2 years ago

ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୪: ଜମ୍ମୁ-କଶ୍ମୀର ବାରମୁଳାରେ ଆତଙ୍କବାଦୀମାନେ ପୁଣି ଥରେ ସରପଞ୍ଚମାନଙ୍କୁ ଟାର୍ଗେଟ କରୁଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ଜଣେ ଭାଜପା ସମର୍ଥକ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରିଥିବା…

2 years ago

ବିଦ୍ୟାସାଗର ସୋନକର କିଏ? ଯାହାଙ୍କୁ ନେଇ ୟୁପି ରାଜନୀତିରେ ବଢ଼ୁଛି ଚର୍ଚ୍ଚା…

ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଏବଂ ବିଧାନ ପରିଷଦ ନିର୍ବାଚନରେ ଐତିହାସକ ବିଜୟ ହାସଲ କରିଛି ଭାଜପା। ଏବେ ଦଳର ନଜର ୨୦୨୪ରେ ହେବାକୁ ଥିବା ଲୋକ…

2 years ago

ଏୟାର ଇଣ୍ଡିଆ କର୍ମଚାରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୫।୪: ଏୟାର ଇଣ୍ଡିଆର କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। କରୋନା ସଙ୍କଟ ସମୟରେ କର୍ମଚାରୀଙ୍କ ବେତନରେ ଦିଆଯାଇଥିବା ରିହାତିକୁ ଆଂଶିକ ଭାବେ ପ୍ରତ୍ୟାହାର…

2 years ago

ଖର୍ଚ୍ଚ ୩୯.୩ କୋଟି, ହେଲାନି ବିବାଦର ସମାଧାନ

ନୂଆଦିଲ୍ଲୀ,୧୫।୪: ବଂଶଧାରା ନଦୀଜଳ ବଣ୍ଟନକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଏହାର ସମାଧାନ ପାଇଁ ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ଗଠନ…

2 years ago

ହାର୍ଦ୍ଦିକଙ୍କୁ ଖୋଲା ନିମନ୍ତ୍ରଣ: ସମୟ ନଷ୍ଟ ନ କରି ‘ଆପ୍‌’ରେ ଯୋଗ ଦିଅନ୍ତୁ

ଗାନ୍ଧିନଗର,୧୫।୪: ଚଳିତ ବର୍ଷ ଶେଷ ଆଡ଼କୁ ଗୁଜରାଟରେ ବିଧାନସଭା ନିର୍ବାଚନ ହେବ। ମିଶନ୍‌ ପଞ୍ଜାବ ପରେ ଏବେ ଏହି ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ସଂକ୍ରିୟ ଅଂଶଗ୍ରହଣ…

2 years ago

ହଂସଖାଲିରେ ଭାଜପାର ପ୍ରତିନିଧି ଦଳ

କୋଲକାତା,୧୫।୪: ପଶ୍ଚିମବଙ୍ଗ ନଦିଆ ଜିଲାର ହଂସଖାଲି ନାବାଳିକା ଗଣବଳାତ୍କାର ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି (ସିବିଆଇ) ତଦନ୍ତ ଆରମ୍ଭ କରିଛି। ହେଲେ ଭାଜପାର ଏକ ୫ ଜଣିଆ…

2 years ago