ଜାତୀୟ

ଆମେରିକା ଦୂତାବାସରେ ଲାଗିଲା ଧମକପୂର୍ଣ୍ଣ ପୋଷ୍ଟର: ମାମଲା ରୁଜୁ କରି ପୋଲିସର ତନାଘନା

ନୂଆଦିଲ୍ଲୀ,୨।୪: ଦିଲ୍ଲୀରେ ଅବସ୍ଥିତ ଆମେରିକୀୟ ଦୂତାବାସ କାର୍ଯ୍ୟାଳୟ ବାହାରେ ଲାଗିଥିବା ଫଳକରେ ଏକ ଧମକପୂର୍ଣ୍ଣ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଭାରତକୁ ଆମେରିକା ଧମକ…

2 years ago

ଜେଲ ଗଲେ ୧୨ ରୋହିଙ୍ଗ୍ୟା ମୁସଲମାନ

ଶ୍ରୀନଗର,୨।୪: ଜମ୍ମୁ କଶ୍ମୀରର କାଠୁଆ ଜିଲା ଅଧୀନ ହିରାନଗର ଅଞ୍ଚଳରୁ ପୋଲିସ ୧୨ ରୋହିଙ୍ଗ୍ୟା ମୁସଲମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ମୁତାବକ,…

2 years ago

ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲା: ମୁଖ୍ୟ ସାକ୍ଷୀ ପ୍ରଭାକରଙ୍କ ମୃତ୍ୟୁ

ମୁମ୍ବାଇ,୨।୪: ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ମୁଖ୍ୟ ସାକ୍ଷୀ ଥିବା ପ୍ରଭାକର ସେଲଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ହୃଦଘାତରେ ତାଙ୍କ ମୃତ୍ୟୁ ଘଟିଥିବା ନେଇ ତାଙ୍କ…

2 years ago

ଓମିକ୍ରନ ସହ ଲଢ଼େଇରେ ବୁଷ୍ଟର ଡୋଜ୍‌ ଜରୁରୀ

ନୂଆଦିଲ୍ଲୀ,୨।୪: କରୋନା ଭାଇରସ୍‌ର ଓମିକ୍ରନ ଭାରିଆଣ୍ଟ ମାମଲାରେ କୋଭିଶିଲ୍ଡ, କୋଭାକ୍ସିନ ଏବଂ ଉଭୟର ମିଶ୍ରଣର ଟିକା ନେଇଥିବା ଲୋକମାନଙ୍କ ମଧ୍ୟରେ ଆଣ୍ଟିବଡି ସ୍ତର ୬ ମାସ ପରେ…

2 years ago

ବରଖାସ୍ତ ହେଲେ ଅଭିନେତ୍ରୀଙ୍କ ଡ୍ରଗ୍ସ ମାମଲାର ଯାଞ୍ଚ କରୁଥିବା ଏନ୍‌ସିବି ଅଫିସର

ନୂଆଦିଲ୍ଲୀ,୨।୪: ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଡ୍ରଗ୍ସ ମାମଲାର ଯାଞ୍ଚ କରୁଥିବା ମୁମ୍ବାଇ ଏନସିବିର ଅଧିକାରୀ ବିଶ୍ୱନାଥ ତିୱାରୀଙ୍କୁ ବରଖାସ୍ତ କରାଯାଇଛି। ବିନା ଅନୁମତିରେ ବିଦେଶ ଯାତ୍ରା ଏବଂ…

2 years ago

ଗୁଜରାଟ ନିର୍ବାଚନ ପାଇଁ ଆଜିଠାରୁ ପ୍ରଚାର ଆରମ୍ଭ କରିବ ଏଏପି

ନୂଆଦିଲ୍ଲୀ,୨ ।୪: ପଞ୍ଜାବ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ନଜର…

2 years ago

ପୁଣି ବଢିଲା ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨।୪: ଲଗାତର ଭାବେ ବଢିଚାଲିଛି ତେଲଦର । ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ଶନିବାର ପେଟ୍ରୋଲ ଓ ଡିଜେଲ ୮୦ ପଇସା ବଢ଼ିଛି। ଓଡିଶାରେ ପେଟ୍ରୋଲ…

2 years ago

ପଞ୍ଜାବକୁ ଚଣ୍ଡିଗଡ଼ ହସ୍ତାନ୍ତର ଦାବି

ଚଣ୍ଡିଗଡ଼,୨ା୪: ଚଣ୍ଡିଗଡ଼ରେ ପଞ୍ଜାବ ସେବା ନିୟମ ପରିବର୍ତ୍ତେ କେନ୍ଦ୍ରୀୟ ସେବା ନିୟମାବଳୀ ଲାଗୁ ହେବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କିଛିଦିନ ପୂର୍ବରୁ ଘୋଷଣା କରିଥିଲେ। ଶୁକ୍ରବାର…

2 years ago

ମୋଦିଙ୍କୁ ହତ୍ୟା ଧମକ

ମୁମ୍ବାଇ,୨ା୪: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ମୁମ୍ବାଇ ଶାଖାକୁ ଏକ ଧମକପୂର୍ଣ୍ଣ ଇ-ମେଲ୍‌ ମିଳିଛି। ମେଲ୍‌ ପଠାଇଥିବା ବ୍ୟକ୍ତିଙ୍କ ପାଖରେ ୨୦ କିଲୋଗ୍ରାମ ଆର୍‌ଡିଏକ୍ସ ରହିଥିବା ସେ…

2 years ago

ପଦୋନ୍ନତିରେ ସଂରକ୍ଷଣ ହଟିଲେ କର୍ମଚାରୀ ଅଶାନ୍ତି ସୃଷ୍ଟି ହୋଇପାରେ: କେନ୍ଦ୍ର

ନୂଆଦିଲ୍ଲୀ,୨ା୪ : ସରକାରୀ ଚାକିରିରେ ଥିବା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀଙ୍କୁ ପଦୋନ୍ନତି କ୍ଷେତ୍ରରେ ମିଳୁଥିବା ସଂରକ୍ଷଣ ସୁବିଧାକୁ ହଟାଗଲେ ଅଶାନ୍ତି ଓ ବିବାଦ ସୃଷ୍ଟି…

2 years ago