ଜାତୀୟ

‘କେଜ୍‌ରିୱାଲଙ୍କୁ ହତ୍ୟା କରିବାକୁ ଚାହୁଁଛି ଭାଜପା’

ନୂଆଦିଲ୍ଲୀ,୩୦।୩: ଆମ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଘର ସାମ୍ନାରେ ବୁଧବାର ଭାଜପା କର୍ମୀମାନେ ଜୋରଦାର ବିକ୍ଷୋଭ କରିଛନ୍ତି। ଭାଜପା କର୍ମୀମାନେ…

2 years ago

ଏଣିକି ମନମୁଖୀ ଫି’ ବଢାଇ ପାରିବେ ନାହିଁ ବେସରକାରୀ ସ୍କୁଲ

ଚଣ୍ଡିଗଡ,୩୦।୩: ପଞ୍ଜାବରେ ଆମ ଆଦମୀ ପାର୍ଟି ରାଜ୍ୟରେ କ୍ଷମତା ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ସେ…

2 years ago

ଟିନା ଡାବିଙ୍କ ସହ ନିର୍ବନ୍ଧ ପରେ ରାତାରାତି ଷ୍ଟାର ପାଲଟିଲେ ଆଇଏଏସ୍‌ ପ୍ରଦୀପ

ନୂଆଦିଲ୍ଲୀ,୩୦।୩: ୨୦୧୫ରେ ୟୁପିଏସସି ପରୀକ୍ଷାରେ ଟପ୍ପର ହୋଇଥିବା ଟିନା ଡାବି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଏବେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୨୦୧୩ ବ୍ୟାଚ…

2 years ago

ଗର୍ଭବତୀ ମହିଳାଙ୍କ ମୃତ୍ୟୁ ପାଇଁ ଦାୟୀ ଡାକ୍ତର ନେଲେ ଚରମ ନିଷ୍ପତ୍ତି

ଜୟପୁର,୩୦।୩: ରାଜସ୍ଥାନର ଦାଉସା ଜିଲାର ଏକ ବେସରକାରୀ ହସ୍ପିଟାଲରେ ଡାକ୍ତରଙ୍କ ଅବହେଳାରୁ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏଥି ନେଇ ମୃତକଙ୍କ ପରିବାର ଲୋକେ ଥାନାରେ…

2 years ago

ସିଆରପିଏଫ୍‌ କ୍ୟାମ୍ପ ଉପରେ ବୋମା ପକାଇଲେ ବୁର୍ଖା ପିନ୍ଧିଥିବା ମହିଳା

ଶ୍ରୀନଗର,୩୦।୩: ଜମ୍ମୁ-କଶ୍ମୀରର ବାରାମୁଲା ଜିଲାର ସପୋରେ ସହରରେ ଥିବା କ୍ରେନ୍ଦୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର କ୍ୟାମ୍ପ ଉପରେ ମଙ୍ଗଳବାର ସନ୍ଧ୍ୟାରେ ବୋମା ମାଡ଼ ହୋଇଛି। ସିସିଟିଭି…

2 years ago

ଶୂନ୍ୟକାଳରେ ପ୍ରଶ୍ନ: ବିବାହରେ ୫୦ ବରଯାତ୍ରୀ-୧୧ ପ୍ରକାର ଖାଦ୍ୟ ବାଧ୍ୟତା ମୂଳକ…

ନୂଆଦିଲ୍ଲୀ, ୩୦।୩ : କଂଗ୍ରେସ ଏମ୍‌ପି ଜସବୀର ସିଂ ଗିଲ ବୁଧବାର ଲୋକସଭାରେ କେନ୍ଦ୍ର ସରକାରଙ୍କୁ ଏକ ଆଇନ ପ୍ରଣୟନ କରିବାକୁ ଅନୁରୋଧ କରିଛନ୍ତି ଯେ ବିବାହରେ…

2 years ago

କଂଗ୍ରେସ ସ୍ଥାନରେ ପହଞ୍ଚିବାକୁ ଏଏପିକୁ ଲାଗିବ ୨୦ ବର୍ଷ, କହିଲେ ପ୍ରଶାନ୍ତ…

ନୂଆଦିଲ୍ଲୀ, ୩୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଏକପାଖିଆ ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ଜାତୀୟ ସ୍ତରରେ ପାଦ ବିସ୍ତାର କରିବା ଆରମ୍ଭ କରିଛି। ଚଳିତ…

2 years ago

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ମିଳିଛି।…

2 years ago

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…

2 years ago

ସରିସ୍କା ଅଭୟାରଣ୍ୟରେ ନିଆଁ, ୨୭ ବାଘ-୨୫୦ରୁ ଅଧିକ ଚିତା ସଙ୍କଟରେ, ଜନବସତି ମୁହାଁ ବନ୍ୟପ୍ରାଣୀ…

ଅଲଓ୍ବର, ୩୦।୩ : ରାଜସ୍ଥାନର ଅଲୱାର ଜିଲାର ସରିସ୍କା ଟାଇଗର ରିଜର୍ଭରେ ଲାଗିଥିବା ନିଆଁ ଏପର୍ଯ୍ୟନ୍ତ ଲିଭିନି। ବାୟୁସେନା ହେଲିକପ୍ଟରଗୁଡିକ କ୍ରମାଗତ ଭାବରେ ପାଣି ଛିଞ୍ଚୁଛନ୍ତି। ୩୦୦ରୁ…

2 years ago