Advertisement

ଜାତୀୟ

ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲାହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ…

2 days ago
ପ୍ରଥମେ ପ୍ରେମିକା, ପରେ ନିଜକୁ ଗୁଳି ମାରି ଟଳିପଡ଼ିଲେ ପ୍ରେମିକ; ଖେଳିଗଲା ଚାଞ୍ଚଲ୍ୟପ୍ରଥମେ ପ୍ରେମିକା, ପରେ ନିଜକୁ ଗୁଳି ମାରି ଟଳିପଡ଼ିଲେ ପ୍ରେମିକ; ଖେଳିଗଲା ଚାଞ୍ଚଲ୍ୟ

ପ୍ରଥମେ ପ୍ରେମିକା, ପରେ ନିଜକୁ ଗୁଳି ମାରି ଟଳିପଡ଼ିଲେ ପ୍ରେମିକ; ଖେଳିଗଲା ଚାଞ୍ଚଲ୍ୟ

ପାଟନା,୨୮।୩: ବିହାରର ପାଟନାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକ ପ୍ରଥମେ ତାଙ୍କ ପ୍ରେମିକାଙ୍କୁ ଗୁଳି କରିବା ପରେ ନିଜକୁ ଗୁଳି କରିଛନ୍ତି।…

2 days ago
ରେଷ୍ଟୁରାଣ୍ଟ ଗ୍ରାହକଙ୍କୁ ସେବା ଦେୟ ଦାବି କରିପାରିବ ନାହିଁରେଷ୍ଟୁରାଣ୍ଟ ଗ୍ରାହକଙ୍କୁ ସେବା ଦେୟ ଦାବି କରିପାରିବ ନାହିଁ

ରେଷ୍ଟୁରାଣ୍ଟ ଗ୍ରାହକଙ୍କୁ ସେବା ଦେୟ ଦାବି କରିପାରିବ ନାହିଁ

ନୂଆଦିଲ୍ଲୀ,୨୮ା୩(ପି.ଟି.):ଖାଦ୍ୟ ବିଲ୍‌ ଉପରେ ସେବା ଦେୟ ପୈଠ କରିବା ସ୍ବେଚ୍ଛାକୃତ। ଗ୍ରାହକଙ୍କ ଉପରେ ରେଷ୍ଟୁରାଣ୍ଟ ଏହି ଦେୟ ଜବରଦସ୍ତ ଲାଗୁ କରିପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ…

2 days ago
ଅନଶନ ଭାଙ୍ଗିଲେ କୃଷକ ନେତା ଡାଲଓ୍ବୋଲଅନଶନ ଭାଙ୍ଗିଲେ କୃଷକ ନେତା ଡାଲଓ୍ବୋଲ

ଅନଶନ ଭାଙ୍ଗିଲେ କୃଷକ ନେତା ଡାଲଓ୍ବୋଲ

ନୂଆଦିଲ୍ଲୀ,୨୮ା୩: କୃଷକମାନଙ୍କ ବିଭିନ୍ନ ଦାବି ନେଇ ୧୨୩ ଦିନ ହେଲା ଅନଶନରେ ବସିଥିବା କୃଷକ ନେତା ଜଗଜିତ ସିଂ ଡାଲଓ୍ବୋଲ ଶୁକ୍ରବାର ସକାଳେ ପାଣି ପିଇ ଅନଶନ…

2 days ago
କମେଡିଆନ୍‌ କୁନାଲଙ୍କୁ ମିଳିଲା ଆଗୁଆ ଅନ୍ତରୀଣ ଜାମିନକମେଡିଆନ୍‌ କୁନାଲଙ୍କୁ ମିଳିଲା ଆଗୁଆ ଅନ୍ତରୀଣ ଜାମିନ

କମେଡିଆନ୍‌ କୁନାଲଙ୍କୁ ମିଳିଲା ଆଗୁଆ ଅନ୍ତରୀଣ ଜାମିନ

ଚେନ୍ନାଇ,୨୮ା୩: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଥଟ୍ଟା କରି ବିବାଦର ସମ୍ମୁଖୀନ ହୋଇଥିବା ଷ୍ଟାଣ୍ଡିଂ କମେଡିଆନ୍‌ କୁନାଲ କାମ୍‌ରାଙ୍କୁ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଆଗୁଆ ଅନ୍ତରୀଣ ଜାମିନ…

2 days ago
ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ 

ଯାହାଙ୍କ ସାକ୍ଷ୍ୟ ଯୋଗୁ ଚାଲିଯାଇଥିଲା ଇନ୍ଦିରା ଗାନ୍ଧୀଙ୍କ ପଦ, ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣଙ୍କ ପରଲୋକ

ଲକ୍ଷ୍ନୌ,୨୮।୩: ଦେଶର ସବୁଠାରୁ ପ୍ରତିଷ୍ଠିତ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଭିଆଇପି ଜିଲାର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ ଗିରିଶ ନାରାୟଣ ପାଣ୍ଡେଙ୍କର ଶୁକ୍ରବାର…

2 days ago
Bengaluru Suitcase Murder: ପତ୍ନୀଙ୍କୁ ହତ୍ୟା, ଖଣ୍ଡ ଖଣ୍ଡ କରି ସୁଟକେସରେ ରଖି ଶାଶୁ-ଶ୍ୱଶୁରଙ୍କୁ କରିଥିଲେ ଫୋନ୍‌, ଏବେ ପୋଲିସ ଖୋଲିଲା…Bengaluru Suitcase Murder: ପତ୍ନୀଙ୍କୁ ହତ୍ୟା, ଖଣ୍ଡ ଖଣ୍ଡ କରି ସୁଟକେସରେ ରଖି ଶାଶୁ-ଶ୍ୱଶୁରଙ୍କୁ କରିଥିଲେ ଫୋନ୍‌, ଏବେ ପୋଲିସ ଖୋଲିଲା…

Bengaluru Suitcase Murder: ପତ୍ନୀଙ୍କୁ ହତ୍ୟା, ଖଣ୍ଡ ଖଣ୍ଡ କରି ସୁଟକେସରେ ରଖି ଶାଶୁ-ଶ୍ୱଶୁରଙ୍କୁ କରିଥିଲେ ଫୋନ୍‌, ଏବେ ପୋଲିସ ଖୋଲିଲା…

ବେଙ୍ଗାଲୁରୁ,୨୮।୩: ବେଙ୍ଗାଲୁରୁରେ ଏକ ସୁଟକେସରୁ ମିଳିଥିବା ୩୨ ବର୍ଷୀୟା ମହିଳାଙ୍କ ସ୍ବାମୀଙ୍କୁ ମୁଖ୍ୟ ସନ୍ଦିଗ୍ଧ ବୋଲି ବିବେଚନା କରି ପୋଲିସ ତାଙ୍କୁ ଗିରଫ କରିଛି। ପୋଲିସ କହିଛି…

2 days ago
DA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାDA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

DA Hike: ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA)ରେ ୨ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛି। ସରକାର ମାର୍ଚ୍ଚ…

2 days ago
ପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟ

ପଡ଼ୋଶୀ ଦେଶରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଲା ଭାରତର ୪ ରାଜ୍ୟ

ନୂଆଦିଲ୍ଲୀ,୨୮।୩: ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି, ଯାହାର ଝଟକା ଦେଶର ଅନେକ ରାଜ୍ୟରେ ଅନୁଭୂତ ହୋଇଛି। ଏହି ଭୂମିକମ୍ପର…

2 days ago
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟିପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି

ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1…

2 days ago