ଜାତୀୟ

ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ

ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ ଚେଷ୍ଟା…

3 years ago

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ମାମଲା, ବୁଧବାରରୁ ଶୁଣାଣି…

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି।…

3 years ago

ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ୪ ଅଭିଯୁକ୍ତ ଗିରଫ

ମୁମ୍ବାଇ, ୨୨।୨: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ପର୍ନୋଗ୍ରାଫି ମାମଲାରେ ଏପର୍ଯ୍ୟନ୍ତ ପୋଲିସର ତଦନ୍ତ ଜାରି ରହିଛି। ବର୍ତ୍ତମାନ…

3 years ago

ଏୟାର ଲିଫ୍ଟ୍‌ ଆରମ୍ଭ, ପ୍ରଥମ ବିମାନରେ ସ୍ବଦେଶ ଫେରିବେ ୨୫୬ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ/କ୍ୱିଭ୍‌, ୨୨।୨ : ୟୁକ୍ରେନ୍‌ରେ ଯୁଦ୍ଧ ସଙ୍କଟ ଦେଖାଦେଇଥିବାରୁ ଏଠାରେଥିବା ୨୦ ହଜାର ଭାରତୀୟ ନାଗରିକ ଏବଂ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ଲାଗି…

3 years ago

ଉତ୍ତରପ୍ରଦେଶ ନିର୍ବାଚନ ପରେ ଭାଜପାଠାରୁ ଅଲଗା ହୋଇପାରନ୍ତି ନୀତିଶ: ସୂତ୍ର

ପାଟନା,୨୨।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ବିରୋଧୀ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶ…

3 years ago

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା, ଦୈନିକ ସଂକ୍ରମଣ କମିଲା…

ନୂଆଦିଲ୍ଲୀ, ୨୨।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି…

3 years ago

ସ୍ବାଧୀନତା ଆନ୍ଦୋଳନ ନୁହେଁ, ଗୋଖାଦ୍ୟ ଦୁର୍ନୀତିରେ ଜେଲ୍‌ ଯାଇଛନ୍ତି ଲାଲୁ

ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ନେଇ ଏବେ ରାଜନୀତି ସରଗରମ ରହିଛି। ଟୁଇଟରରେ ଲାଲୁଙ୍କୁ ନେଇ ଅନେକ ନେତା ମନ୍ତ୍ରୀ ନିଜର…

3 years ago

‘ବିରୋଧୀଙ୍କୁ ବିସର୍ଜନ କରିଦିଅ’

ଲକ୍ଷ୍ନୌ,୨୨।୨: ଉତ୍ତର ପ୍ରଦେଶ ବିଧାନସଭା ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ହେବ। ଏବେ ୧୭୨ଟି ଆସନ ପାଇଁ ମତଦାନ…

3 years ago

ବାଣ କାରଖାନରେ ଭୟଙ୍କର ବିସ୍ଫୋରଣ; ୬ ମୃତ

ଶିମଲା,୨୨।୨: ହିମାଚଳପ୍ରଦେଶର ଉନା ଜିଲାର ବାଥଉ ଶିଳ୍ପାଞ୍ଚଳରେ ଥିବା ଏକ ବାଣ କାରଖାନରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

3 years ago

୧୫ରୁ ବିଦେଶକୁ ନିୟମିତ ଉଡ଼ାଣ

ନୂଆଦିଲ୍ଲୀ,୨୨।୨: ଆସନ୍ତା ମାର୍ଚ୍ଚ ୧୫ରୁ ଆନ୍ତର୍ଜାତିକ ବିମାନ ଉଡାଣ ସେବା ନିୟମିତ ହେବାର ସମ୍ଭାବନା ରହିଛି। ଏନେଇ ବିମାନବନ୍ଦରରେ ଷ୍ଟାଣ୍ଡାର୍ଡ ଅପରେଟିଂ ସିଷ୍ଟମ ପାଳନ କରିବାକୁ ସରକାରଙ୍କ…

3 years ago