ଜାତୀୟ

ପୂର୍ବତନ ଏନ୍‌ଏସ୍‌ଇ ସିଇଓଙ୍କ ଘରେ ଆୟକର ଚଢ଼ାଉ

ମୁମ୍ବାଇ,୧୮।୨:ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଚିତ୍ରା ରାମକ୍ରିଷ୍ଣାଙ୍କ ବାସଭବନରେ ଗୁରୁବାର ଆୟକର ବିଭାଗ ଅଧିକାରୀମାନେ ଚଢ଼ାଉ…

3 years ago

୫ ବର୍ଷ ପରେ ଏକାଠି ନିର୍ବାଚନ ପ୍ରଚାରରେ ଦେଖାଦେଲେ ଅଖିଳେଶ, ମୁଲାୟମ, ଶିବପାଲ

ଲକ୍ଷ୍ନୌ,୧୮ ।୨: ଉତ୍ତର ପ୍ରଦେଶରେ ଦ୍ୱିତୀୟ ପର୍ଯର୍୍ୟାୟ ମତଦାନ ଶେଷ ହୋଇଥିବା ବେଳେ ତୃତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି । ଏବେ ଇଟାୱାର…

3 years ago

ହାଜତରେ ମହିଳାଙ୍କ ମୃତ୍ୟୁ

ଅହମଦାବାଦ,୧୭।୨: ଗୁଜରାଟର ବାଲସାଦ ଜିଲାରେ ବିଦେଶୀ ମଦ ଚୋରା ଚାଲାଣ ବେଳେ ଗିରଫ ହୋଇଥିବା ଜଣେ ୭୦ ବର୍ଷୀୟ ମହିଳାଙ୍କର ଭାପି ଥାନାରେ ମୃତ୍ୟୁ ଘଟିଛି। ସେ…

3 years ago

ବଦଳିବ ଦେଶର ୧୩ ବିମାନବନ୍ଦରର ନାମ

ଔରଙ୍ଗାବାଦ,୧୭।୨: ଦେଶରେ ବିମାନବନ୍ଦର, ସହର ଓ ଐତିହାସିକ ସ୍ଥାନଗୁଡିକର ନାମ ପରିବର୍ତ୍ତନ କରିବାର ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ବର୍ତ୍ତମାନ ଦେଶର ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ କରିବାକୁ…

3 years ago

ଅମରିନ୍ଦରଙ୍କୁ ବହିଷ୍କାର କାରଣ କହିଲେ ରାହୁଲ

ଚଣ୍ଡିଗଡ଼,୧୭।୨: ପଞ୍ଜାବ ବିଧାନସଭା ନିର୍ବାଚନ ଫେବୃଆରୀ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାରରେ କରାଯାଇଛି। କଂଗ୍ରେସ, ଭାଜପା,…

3 years ago

ଦିଲ୍ଲୀ ସୀମାପୁରୀ ଅଞ୍ଚଳରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀ ସ୍ଥିତ ପୁରୁଣା ସୀମାପୁରୀ ଅଞ୍ଚଳରୁ ଗୁରୁବାର ମଧ୍ୟାହ୍ନରେ ସନ୍ଦେହଜନକ ଏକ ବ୍ୟାଗ ଜବତ ହୋଇଛି। ଉକ୍ତ ବ୍ୟାଗରେ ଆଇଇଡି ବିସ୍ଫୋରକ ସାମଗ୍ରୀ ଥିବା…

3 years ago

ଆସନ୍ତାକାଲି ହିଜାବ ବିବାଦ ଶୁଣାଣି

ବେଙ୍ଗାଲୁରୁ,୧୭ା୨: ହିଜାବ ବିବାଦ ଉପରେ ଶୁଣାଣି ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ଆବେଦନ ଉପରେ କର୍ନାଟକ…

3 years ago

‘ଏବେ ବି ନେହରୁଙ୍କୁ ଦୋଷ ଦେଉଛନ୍ତି’

ନୂଆଦିଲ୍ଲୀ,୧୭।୨: ଗୋଟିଏ ପଟେ ଲୋକେ ଦରଦାମ ବୃଦ୍ଧି ଓ ବେରୋଜଗାର ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଅନ୍ୟ ପଟେ ୭ ବର୍ଷ ହେଲା ସରକାରରେ ଥିବା ଭାଜପା…

3 years ago

ଭାଜପାର ଅର୍ଥ ‘ଭାରତୀୟ ଝଗଡା ପାର୍ଟି’: ଅଖିଳେଶ

ଲକ୍ଷ୍ନୌ,୧୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ପ୍ରଚାର ଯୋର ସୋରରେ ଚାଲିଛି । ପ୍ରାୟ ସବୁ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ମାନେ ପ୍ରାର୍ଥୀଙ୍କ…

3 years ago

ନିର୍ବାଚନରେ ଜିତିଲେ ମାଗଣାରେ ୨ ଏଲପିଜି ସିଲିଣ୍ଡର, ଛାତ୍ରୀଙ୍କୁ ସ୍କୁଟି ଦେବ ଭାଜପା

ଇମ୍ଫାଲ,୧୭ ।୨: ମଣିପୁର ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ରହିଛି । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ ପି ନଡ୍ଡା ଭାଜପାର…

3 years ago