ଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ,୧୬।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରି ଫସିଯାଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ହାଇଦ୍ରାବାଦ ପୋଲିସ ତାଙ୍କ ନାଁରେ ମାମଲା…

3 years ago

ଅମିତାଭଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ସସ୍‌ପେଣ୍ଡ

ମୁମ୍ବାଇ,୧୬।୨: ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବଡିଗାର୍ଡ ଭାବେ କାର୍ଯ୍ୟ କରୁଥିବା ମୁମ୍ବାଇ ପୋଲିସ କନଷ୍ଟେବଳ ଜିତେନ୍ଦ୍ର ଶିନ୍ଦେଙ୍କୁ ନିୟମର ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି। ମଙ୍ଗଳବାର…

3 years ago

ଛୋଟ ପିଲାଙ୍କୁ ୨ ଚକିଆରେ ନେବାକୁ ଏବେ ନୂଆ ନିୟମ, ଉଲ୍ଲଂଘନ କଲେ ୧୦୦୦ ଜରିମାନା…

ନୂଆଦିଲ୍ଲୀ, ୧୬।୨ : ଏବେ ଛୋଟ ପିଲାଙ୍କୁ ୨ ଚକିଆ ଯାନରେ ନେବା ପାଇଁ ନୂଆ ଟ୍ରାଫିକ ନିୟମ ଜାରି ହୋଇଛି। ସଡ଼କ ପରିବହନ ଏବଂ ରାଜପଥ…

3 years ago

ସିସିଟିଭି ଫୁଟେଜ୍‌ ସଂରକ୍ଷଣ ରଖିବାକୁ ଏସ୍‌ଇସିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ…

କୋଲକାତା, ୧୬।୨ : ପଶ୍ଚିମବଙ୍ଗ ମ୍ୟୁନିସପାଲିଟି ନିର୍ବାଚନ ସମୟରେ ହୋଇଥିବା ହିଂସା ନେଇ କୋଲକାତା ହାଇକୋର୍ଟ ସିସିଟିଭି ଫୁଟେଜ୍‌ ସଂରକ୍ଷଣ ରଖିବାକୁ ରାଜ୍ୟ ନିର୍ବାଚନ କମିଶନ( ଏସ୍‌ଇସି)ଙ୍କୁ…

3 years ago

ଉପମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଚାଙ୍ଗୁ ବଜାଇ ପ୍ରଚାର କରୁଛନ୍ତି ଛେଦୁ…

ସିରାଥୁ, ୧୬।୨ : ଉତ୍ତରପ୍ରଦେଶର କୌଶମ୍ଭିର ହଟ୍‌ ବିଧାନସଭା ଆସନ ଭାବେ ସିରାଥୁକୁ ବିବେଚନା କରାଯାଉଛି। ଏଠାରୁ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ନିର୍ବାଚନ ଲଢୁଛନ୍ତି। ଏହି…

3 years ago

ଅଶ୍ୱିନୀ କୁମାରଙ୍କ ଇସ୍ତଫା ପରେ ତେଜିଲା ରାଜନୀତି: କଂଗ୍ରେସ ନେତୃତ୍ୱ ଉପରେ ବର୍ଷିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୬।୨: ପଞ୍ଜାବରେ ବିଧାନସଭା ନିର୍ବାଚନର ୫ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶ୍ୱିନୀ କୁମାର ଦଳ ଛାଡିବା ପରେ କଂଗ୍ରେସରେ ହଇଚଇ…

3 years ago

ଡୋଭାଲଙ୍କ ଘରେ ଅଜଣା ବ୍ୟକ୍ତିଙ୍କ ପ୍ରବେଶ ଉଦ୍ୟମ…

ନୂଆଦିଲ୍ଲୀ, ୧୬।୨ : ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ଏକ କାର ସହିତ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ…

3 years ago

୪ ବର୍ଷରେ ଇଲେକ୍ଟ୍ରୋଲ ବଣ୍ଡ୍‌ରୁ ମିଳିଛି ୯ ହଜାର କୋଟିରୁ ଅଧିକ, ଚାନ୍ଦା କିଏ ଦେଇଛି-କେଉଁଠୁ ଆସିଛି କୌଣସି ତଥ୍ୟ ନାହିଁ…

ନୂଆଦିଲ୍ଲୀ, ୧୬।୨ : ଜାନୁଆରୀ ୨୦୨୨ ର ପ୍ରଥମ ୧୦ଦିନରେ, ରାଜନୈତିକ ଦଳମାନଙ୍କୁ ଚାନ୍ଦା ଦେବା ପାଇଁ ଏସବିଆଇରୁ ପ୍ରାୟ ୧,୨୧୩ କୋଟି ଟଙ୍କାର ଇଲେକ୍ଟ୍ରୋଲ ବଣ୍ଡ୍‌…

3 years ago

ଏସ୍‌ଆଇଏକୁ ବଡ଼ ସଫଳତା, ଜୈଶ୍‌ର ୧୦ ଓଭର ଗ୍ରାଉଣ୍ଡ ଓ୍ପାର୍କର ଗିରଫ…

ଶ୍ରୀନଗର, ୧୬।୨ : ଜମ୍ମୁ-କଶ୍ମୀରରେ ରାଜ୍ୟ ଅନୁସନ୍ଧାନ ଏଜେନ୍ସି (ଏସ୍‌ଆଇଏ)କୁ ବଡ଼ ଧରଣର ସଫଳତା ମିଳିଛି। ଦକ୍ଷିଣ ଏବଂ କେନ୍ଦ୍ରୀୟ କଶ୍ମୀର ଅଞ୍ଚଳରେ ଚଢ଼ାଉ ବେଳେ ଜୈଶ୍‌-ଇ-ମହମ୍ମଦ…

3 years ago

ଫିଲ୍ମ ଟିକଟ ପାଇଁ ଏଭଳି ଚରମ ନିଷ୍ପତ୍ତି ନେଲେ ନାବାଳକ

ତେଲେଙ୍ଗାନା, ୧୬।୨: ଫିଲ୍ମ ଟିକଟ ପାଇଁ ଆତ୍ମହତ୍ୟା କରିଛନ୍ତି ୧୧ ବର୍ଷିୟ ନାବାଳକ। ସେ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ସେ ନିଜ ସାଙ୍ଗମାନଙ୍କ ସହିତ ପୱନ କଲ୍ୟାଣଙ୍କ…

3 years ago