ଜାତୀୟ

ବାପାଙ୍କ ପାଇଁ ଭୋଟ ମାଗୁଛନ୍ତି ୭ ବର୍ଷୀୟା ଝିଅ

ଅଯୋଧ୍ୟା,୨୭।୧: ଗାୟତ୍ରୀ ପାଣ୍ଡେ ଏବେ ଭୋଟ ଦେବାକୁ ଯୋଗ୍ୟ ହୋଇନାହାନ୍ତି। କିନ୍ତୁ ସେ ପ୍ରଚାର କରୁଛନ୍ତି ତାଙ୍କ ବାପା ତଥା ସମାଜବାଦୀ ପାର୍ଟି ପ୍ରାର୍ଥୀ ପଓ୍ବନ ପାଣ୍ଡେଙ୍କ…

3 years ago

୨୦୦୭ ଜନ୍ମିତ ପିଲାଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ,୨୭।୧: ୨୦୦୭ ଜନ୍ମ ହୋଇଥିବା ପିଲାମାନେ ନେଇପାରିବେ ଟିକା। କିଶୋରଙ୍କୁ ଟିକା ନେଇ ଜନ୍ମବର୍ଷ ଦ୍ୱନ୍ଦ୍ୱ ଦୂର କରିଛି କେନ୍ଦ୍ର। ଏ ନେଇ ରାଜ୍ୟମାନଙ୍କୁ ଏନ୍‌ଏଚ୍‌ଏମ୍‌ ମିଶନ…

3 years ago

ପ୍ରତୀକ୍ଷାର ଅନ୍ତ: ଟାଟା ହାତକୁ ଆସିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧: ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଗୁରୁବାର ଔପଚାରିକ ଭାବେ ଟାଟା ଗ୍ରୁପକୁ ହସ୍ତାନ୍ତର କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ଘରୋଇକରଣ ଯୋଜନା ଅଧୀନରେ ଏୟାର ଇଣ୍ଡିଆକୁ…

3 years ago

ଗଣବଳାତ୍କାରୀ ପୀଡ଼ିତାଙ୍କ ମୁହଁରେ କଳା ବୋଳି, ଲଣ୍ଡା କରି ଚଲାଇଲେ

ନୂଆଦିଲ୍ଲୀ,୨୭।୧: ଗଣବଳାତ୍କାର ପୀଡ଼ିତାଙ୍କୁ ଦିଲ୍ଲୀରେ ମାଡ଼ ମାରିବା ସହ ତାଙ୍କୁ ଲଣ୍ଡା କରି ମୁହଁରେ କାଳି ବୋଳି ପରେଡରେ କରାଇଛନ୍ତି ପଡ଼ୋଶୀ। ଏହି ଘଟଣାର ଭିଡିଓ ଭାଇରାଲ…

3 years ago

କୋହଳ ହେଲା କରୋନା ନିୟମ

ନୂଆଦିଲ୍ଲୀ,୨୭।୧: କୋଭିଡ୍‌ ସଂକ୍ରମଣ ବଢୁଥିବା ନେଇ ଦିଲ୍ଲୀରେ ସପ୍ତାହନ୍ତ କର୍ଫ୍ୟୁ ଲାଗୁ କରାଯାଇଥିଲା। ତେବେ ରାଜ୍ୟରେ ସଂକ୍ରମଣ ହାର କମୁଥିବା ବେଳେ ଦିଲ୍ଲୀ ସରକାର କର୍ଫ୍ୟୁ ଉଠାଇବାକୁ…

3 years ago

ଏଣିକି ବଜାରରେ ମିଳିବ କୋଭିଶିଲ୍ଡ, କୋଭାକ୍ସିନ୍‌ ଟିକା

ନୂଆଦିଲ୍ଲୀ,୨୭।୧: ଡ୍ରଗ୍ସ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଆଣ୍ଟି-କୋଭିଡ -୧୯ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ର ନିୟମିତ ବଜାରରେ ବିକ୍ରି କରିବାକୁ ଅନୁମତି ଦେଇଛି। ମେଡିକାଲ…

3 years ago

ଭାରତୀୟ ଯୁବକଙ୍କୁ ଫେରାଇଲା ଚାଇନା

ନୂଆଦିଲ୍ଲୀ,୨୭ା୧: ଚାଇନା ସେନା ଭାରତୀୟ ଯୁବକ ମିରାମ ଟାରୋନଙ୍କୁ ଭାରତକୁ ହସ୍ତାନ୍ତର କରିଛି। ଏନେଇ କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି,…

3 years ago

ଭାଜପାକୁ ବଡ଼ ଝଟ୍‌କା

ଡେରାଡୁନ୍‌,୨୭।୧: ଉତ୍ତରଖଣ୍ଡରେ ଭାଜପା ଏବଂ କଂଗ୍ରେସରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ଦଳୀୟ ଅସନ୍ତୋଷ ଥମିବାର ନାଁ ନେଉନାହିଁ। ଗୁରୁବାର ଦୁଇ ଭାଜପା ବିଧାୟକ ଦଳରୁ…

3 years ago

କଏଦୀଙ୍କର ବୈବାହିକ ସମ୍ପର୍କର ମୌଳିକ ଅଧିକାର ନାହିଁ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୨୭।୧ : କଏଦୀଙ୍କ ମୌଳିକା ଅଧିକାର ନେଇ ମାଡ୍ରାସ ହାଇକୋର୍ଟ ଏକ ରାୟରେ ଦୁଇଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଦୋଷୀ ସାବ୍ୟସ୍ତ କଏଦୀଙ୍କୁ ବୈବାହିକ ଅଧିକାରରୁ…

3 years ago

ପ୍ରାର୍ଥିପତ୍ର ଦାଖଲ କଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୭ ।୧: ଗୋଆ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି । ଗୁରୁବାର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି…

3 years ago