ଜାତୀୟ

ଦଳୀୟ ଟିକେଟ୍‌ ପାଇଁ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହତ୍ୟା କଲେ ଏମ୍‌ପି

ଲକ୍ଷ୍ନୌ,୧୧।୧: ସମାଜବାଦୀ ପାର୍ଟି (ସପା) ନେତା ଫିରୋଜ ଅହମ୍ମଦଙ୍କ ହତ୍ୟା ମାମଲାରେ ଏମ୍‌ପି ରିଜଓ୍ବାନ ଜାହୀରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ବଲରାମପୁର ପୋଲିସ। ଗିରଫ…

3 years ago

ହାପି ବାର୍ଥ ଡେ ଭାମିକା, ବର୍ଷକର ହେଲେ ବିରୁଷ୍କାଙ୍କ ଝିଅ

ମୁମ୍ବାଇ,୧୧ ।୧: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଭାମିକା କୋହଲି ବର୍ଷକର ହୋଇଛନ୍ତି । ୧୧…

3 years ago

ନିର୍ବାଚନ ଲଢିବେନି ମାୟାବତୀ

ଲକ୍ଷ୍ନୌ,୧୧।୧: ଉତ୍ତରପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନରେ ବିଏସପି ସୁପ୍ରିମୋ ମାୟାବତୀ ଏଥର ନିର୍ବାଚନ ଲଢିବେ ନାହିଁ। ବିଏସପି ସାଧାରଣ ସମ୍ପାଦକ ସତୀଶ ଚନ୍ଦ୍ର ମିଶ୍ର ମଙ୍ଗଳବାର ଏହି…

3 years ago

ଜେଲ୍‌ରେ କରୋନା ବିସ୍ଫୋରଣ, ୬୬ କଏଦୀ-୪୮ କର୍ମଚାରୀ ପଜିଟିଭ୍‌…

ନୂଆଦିଲ୍ଲୀ, ୧୧।୧ : ଦିଲ୍ଲୀର ବିଭିନ୍ନ ଜେଲ୍‌ରେ କରୋନା ମହାମାରୀ ବିସ୍ଫୋରଣ ଘଟିଛି। ଜେଲ୍‌ର ୬୬ କଏଦୀ ଏବଂ ୪୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌…

3 years ago

ଆଇସୋଲେଶନରେ ଥିବା ଲୋକଙ୍କ ପାଇଁ ଯୋଗ କ୍ଲାସ ଘୋଷଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରେ କୋଭିଡ୍‌ ସଂକ୍ରମଣ ବଢିଚାଲିଛି। ଏ ନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ କଟକଣା ମଧ୍ୟ ଜାରି କରାଯାଇଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରଓ୍ବାଲ ଆଇସୋଲେଶନରେ…

3 years ago

ମକର ସଂକ୍ରାନ୍ତିରେ ଗଙ୍ଗା ସ୍ନାନ ବନ୍ଦ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ…

3 years ago

ଲତା ମଙ୍ଗେସକର ଅସୁସ୍ଥ: ଆଇସିୟୁରେ ଭର୍ତ୍ତି

ମୁମ୍ବାଇ,୧୧ ।୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଅସୁସ୍ଥ ହୋଇ ପଡିଛନ୍ତି । ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ହେଲେ…

3 years ago

ବିଦେଶ ଫେରନ୍ତାଙ୍କ ପାଇଁ ୭ ଦିନିଆ ହୋମ୍‌ କ୍ୱାରାଣ୍ଟାଇନ୍‌ ଅନିବାର୍ଯ୍ୟ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ…

3 years ago

ଅପରାହ୍ନରେ ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ବୈଠକ କରିବେ ମୋଦି

ନୂଆଦିଲ୍ଲୀ,୧୧।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଅନେକ ରାଜ୍ୟରେ କୋଭିଡ କଟକଣା ମଧ୍ୟ ଲାଗୁ କରାଯାଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସବୁ ରାଜ୍ୟର…

3 years ago

ରାଜଧାନୀରେ ସବୁ ବେସରକାରୀ କାର୍ଯ୍ୟାଳୟ-ରେଷ୍ଟୁରାଣ୍ଟ-ବାର୍‌ ବନ୍ଦ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ…

3 years ago