ଜାତୀୟ

ଦେଶରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ମୁମ୍ବାଇ,୩୧ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌କୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଯାଇଥିବା ବେଳେ ଗୁରୁବାର ଦେଶରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇ…

3 years ago

ମହଙ୍ଗା ପଡ଼ିଲା ଗାନ୍ଧିଜୀଙ୍କ ବିରୋଧରେ ମନ୍ତବ୍ୟ ଦେବା

ମୁମ୍ବାଇ, ୩୧।୧୨: ମହାତ୍ମା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ହିନ୍ଦୁଧର୍ମ ନେତା କାଳୀଚରଣ ମହାରାଜଙ୍କୁ ଛତିଶଗଡ଼ ପୋଲିସ ଗୁରୁବାର ମଧ୍ୟପ୍ରଦେଶରୁ ଗିରଫ କରିଛି। ତାଙ୍କ ବିରୋଧରେ ୪…

3 years ago

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ଗୋଇନ୍ଦା ଆଲର୍ଟ

ମୁମ୍ବାଇ, ୩୦ା୧୨: ନୂଆବର୍ଷ ପୂର୍ବଦିନ ଖଲିସ୍ତାନୀ ଆତଙ୍କବାଦୀମାନେ ମୁମ୍ବାଇରେ ଆକ୍ରମଣ କରିବାର ଆଶଙ୍କା ରହିଛି। ଏ ନେଇ ଗୋଇନ୍ଦା ସୂଚନା ମିଳିବା ପରେ ସେଠାରେ ହାଇ ଆଲର୍ଟ…

3 years ago

ମାର୍ଚ୍ଚ ସୁଦ୍ଧା ମାଓବାଦୀ ପ୍ରବଣ ଜିଲାରେ ଖୋଲିବ ପୋଷ୍ଟଅଫିସ୍‌

ନୂଆଦିଲ୍ଲୀ, ୩୦।୧୨: ଦେଶର ୯୦ ମାଓବାଦୀ ପ୍ରବଣ ଜିଲାରେ ପୋଷ୍ଟ ଅଫିସ୍‌ର ୪,୯୦୩ ନୂଆ ଶାଖା ଖୋଲିବା ଲାଗି ଡାକ ବିଭାଗ ଏବଂ ଯୋଗାଯୋଗ ଓ ସୂଚନା…

3 years ago

ଚେନ୍ନାଇରେ ବର୍ଷା ନେଲା ୩ ଜୀବନ

ଚେନ୍ନାଇ,୩୦।୧୨: ପ୍ରବଳ ବର୍ଷା ସମ୍ଭାବନା କାରଣରୁ ତାମିଲନାଡୁର ୪ ଜିଲାରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏପର୍ଯ୍ୟନ୍ତ ବର୍ଷା ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଆଘାତ କାରଣରୁ ୩…

3 years ago

ଆରମ୍ଭ ହୋଇଗଲାଣି ତୃତୀୟ ଲହର

ମୁମ୍ବାଇ, ୩୦।୧୨: କୋଭିଡ୍‌-୧୯ ମହାମାରୀର ତୃତୀୟ ଲହର ଦିଲ୍ଲୀ ଓ ମୁମ୍ବାଇରେ ଆରମ୍ଭ ହୋଇଯାଇଥିବା ମହାରାଷ୍ଟ୍ର କୋଭିଡ୍‌ ଟାସ୍କଫୋର୍ସର ଜଣେ ସଦସ୍ୟ କହିଛନ୍ତି। ଦିଲ୍ଲୀ, ମୁମ୍ବାଇର କେତେକ…

3 years ago

ଜମାଟୋ, ସୁଇଗିରୁ ଖାଦ୍ୟ ଅର୍ଡର କରିବା ମହଙ୍ଗା ହେବ

ନୂଆଦିଲ୍ଲୀ,୩୦।୧୨: ଆସନ୍ତା ବର୍ଷ ୧ ତାରିଖରୁ ଜମାଟୋ, ସୁଇଗି ଭଳି ପ୍ଲାଟଫର୍ମରୁ ଖାଦ୍ୟ ଅର୍ଡର କରିବା ମହଙ୍ଗା ହେବାକୁ ଯାଉଛି। କାରଣ ଜାନୁୟାରୀ ପହିଲାରୁ କାର୍ଯ୍ୟକାରୀ ହେବାକୁ…

3 years ago

ରୋଲେକ୍ସ ଘଣ୍ଟା ପାଇଁ ଅଟକିଲା ବିମାନବନ୍ଦରର ଚେକିଂ

ନୂଆଦିଲ୍ଲୀ,୩୦।୧୨: ବେଙ୍ଗାଲୁରୁର କେମ୍‌ପେଗୌଡ଼ା ବିମାନ ବନ୍ଦରରେ ସୁରକ୍ଷା ଯାଞ୍ଚ ପ୍ରକ୍ରିୟାରେ ବାଧକ ସାଜିଥିଲେ ଜଣେ ଯାତ୍ରୀ। ବାଧ୍ୟତାମୂଳକ ସୁରକ୍ଷା ଯାଞ୍ଚ ବେଳେ ଉକ୍ତ ଯାତ୍ରୀ ୪୦ ଲକ୍ଷ…

3 years ago

ଆଶାକର୍ମୀଙ୍କୁ ନୂଆବର୍ଷ ଭେଟି:ମାସକୁ ୨୫୦୦ ଟଙ୍କା ଭତ୍ତା

ଚଣ୍ଡିଗଡ,୩୦।୧୨: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନି ନୂତନ ବର୍ଷର ଉପହାର ଭେଟି ଦେଇଛନ୍ତି। ରାଜ୍ୟର ୬୪,୫୦୦ ଆଶା କର୍ମୀ ଏବଂ ମଧ୍ୟାହ୍ନ ଭୋଜନ କର୍ମଚାରୀଙ୍କ ପାଇଁ ୧୨୫…

3 years ago

ଅଚାନକ ଦେଶରେ ଓମିକ୍ରନ ସଂଖ୍ୟା ବଢିଲା: ୮ ରାଜ୍ୟକୁ ସତର୍କ କରାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୩୦।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦେଶରେ ଆତଙ୍କ ସୃଷ୍ଟି କରିଛି। ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ମାମଲା ବିପଜ୍ଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

3 years ago