ଜାତୀୟ

‘ମୁଁ ୨୪ କ୍ୟାରେଟ କଂଗ୍ରେସ ଲୋକ’

ଜମ୍ମୁ,୨୭।୧୨: “ମୁଁ ୨୪ କ୍ୟାରେଟ୍‌ କଂଗ୍ରେସ ଲୋକ”। ଏଭଳି କହି କଂଗ୍ରେସ ଛାଡ଼ୁଥିବା ନେଇ ଚାଲିଥିବା ଅନିଶ୍ଚତତାରେ ପୂର୍ଣ୍ଣଛେଦ ପକାଇଛନ୍ତି ଗୁଲାମ ନବି ଆଜାଦ। ଦୁଇ ମାସ…

3 years ago

ସରକାରଙ୍କ ନିଷ୍ପତ୍ତି ‘ଅବୈଜ୍ଞାନିକ’

ନୂଆଦିଲ୍ଲୀ,୨୬।୧୨: କିଶୋରଙ୍କୁ ଟିକା ଦେବା ନେଇ ସରକାରଙ୍କ ଘୋଷଣା ଏକ ‘ଅବୈଜ୍ଞାନିକ’ ନିଷ୍ପତ୍ତି। ଏହା କହିଛନ୍ତି ଏମ୍ସର ଜଣେ ସିନିୟର ଏପିଡୋମିଲୋଜିଷ୍ଟ ଡ. ସଞ୍ଜୟ କେ ରାଇ।…

3 years ago

୭ ବର୍ଷିୟା ନାବାଳିକାଙ୍କୁ ୨ ଦିନ ଧରି ବଳାତ୍କାର ପରେ ହତ୍ୟା

ମୋରଦାବାଦ,୨୬।୧୨: ଉତ୍ତରପ୍ରଦେଶର ମୋରଦାବାଦରେ ଜଣେ ୭ ବର୍ଷର ଝିଅଙ୍କୁ ଅପହରଣ କରାଯାଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅଟି ନିଖୋଜ ହେବାର ୨ ଦିନ…

3 years ago

ରାଜ୍ୟପାଳ ଘରେ ଖାଇବାରୁ ଆସିଲା ୧୪ ହଜାର ଟଙ୍କାର ବିଲ୍‌

ଭୋପାଳ,୨୬।୧୨: ବୁଧରାମ ଆଦିବାସୀ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଭଙ୍ଗା କୁଡ଼ିଆ ଘରେ ରହୁଥିଲେ। ଗତ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ପକ୍କା ଘର ଯୋଗାଇ…

3 years ago

ରାଜଧାନୀକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ, ୨୬।୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସୋମବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ରାତି ୧୧ରୁ ଭୋର ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ…

3 years ago

ବିମୁଦ୍ରିକରଣ ସମୟରେ ଦୁର୍ନୀତି କରିଥିଲେ ସେନା ଅଧିକାରୀ

ନୂଆଦିଲ୍ଲୀ,୨୬।୧୨: ୨୦୧୬ ନଭେମ୍ବରରେ ବିମୁଦ୍ରିକରଣ ସମୟରେ ବିଭିନ୍ନ ଦୁର୍ନୀତି ସହ ଜଡ଼ିତ ଥିବା ଜଣେ ଭାରତୀୟ ସେନା କ୍ୟାପଟେନ ଜେନେରାଲ କୋର୍ଟ ମାର୍ସଲ (ଜିସିଏମ୍‌)ର ସମ୍ମୁଖୀନ ହେବାକୁ…

3 years ago

୫ ମାସର ପୁଅକୁ ହତ୍ୟା କରି ଲୁଚାଇଥିଲେ ପାଣି ଭର୍ତ୍ତି ଡ୍ରମ ଭିତରେ

ଥାଣେ,୨୬।୧୨: ମହାରାଷ୍ଟ୍ରର ଥାଣେ ଜିଲାର କାଲଓ୍ବା ଅଞ୍ଚଳରେ ପାଣି ଭର୍ତ୍ତି ଡ୍ରମ ଭିତରୁ ମିଳିଛି ୫ ମାସର ପୁଅର ମୃତଦେହ। ଏହି ଘଟଣାରେ ରବିବାର ଶିଶୁପୁତ୍ରର ମା’ଙ୍କୁ…

3 years ago

ଚର୍ଚ୍ଚରେ ଭାଙ୍ଗିଦେଲେ ଯୀଶୁଙ୍କ ପ୍ରତିମୂର୍ତ୍ତି

ଅମ୍ବାଲା(ହରିୟାଣା),୨୬।୧୨: ହରିୟାଣା ଅମ୍ବାଲାର ଏକ ଚର୍ଚ୍ଚରେ ଯୀଶୁଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଦୁର୍ବୃତ୍ତମାନଙ୍କୁ…

3 years ago

‘ୟୁପିରେ ଭାଜପା ୩୦୦ରୁ ଅଧିକ ଆସନରେ ଜିତିବ’

ନୂଆଦିଲ୍ଲୀ,୨୬।୧୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ଦେଇ ରାଜନୀତି ଜୋର ଧରିଛି। ବିଭିନ୍ନ ଦଳ ପକ୍ଷରୁ ରାଜ୍ୟରେ ପ୍ରଚାର ଜୋରସୋରରେ ଚାଲିଛି। ରବିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

3 years ago

ପିଲାଙ୍କୁ ଟିକା ଦିଆଯିବା ନେଇ ପ୍ରଶ୍ନ ଉଠାଇଲେ ଏମ୍ସ ବିଷେଷଜ୍ଞ

ନୂଆଦିଲ୍ଲୀ,୨୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରି ୧୫ ରୁ ୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ କରୋନା ଟିକା ଦିଆଯିବ ବୋଲି…

3 years ago