ଜାତୀୟ

ଆତ୍ମହତ୍ୟା ଉଦ୍ୟମ କଲେ ଗିରଫ ଡିଆର୍‌ଡିଓ ବୈଜ୍ଞାନିକ

ନୂଆଦିଲ୍ଲୀ,୨୦।୧୨: ରୋହିଣୀ କୋର୍ଟରେ ବିସ୍ଫୋରଣ ଖଞ୍ଜିଥିବା ଅଭିଯୋଗରେ ଡିଆର୍‌ଡିଓ ବୈଜ୍ଞାନିକ ଭାରତ ଭୂଷଣ କଟାରିଆ ଜେଲ୍‌ ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର…

3 years ago

ଫଶିଲେ ଐଶ୍ୱର୍ଯ୍ୟା

ମୁମ୍ବାଇ,୨୦।୧୨: ବହୁ ଚର୍ଚ୍ଚିତ ପାନାମା ପେପର ଲିକ ମାମଲାରେ ବଚ୍ଚନ ପରିବାରର ବୋହୂ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସୋମବାର ଦିଲ୍ଲୀର ଲୋକନାୟକ ଭବନରେ ଇଡିରେ ହାଜର…

3 years ago

‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’

ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ ଦଳ…

3 years ago

୫୭୨ ଦିନ ପରେ ଆଜି ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା…

3 years ago

୧୨ରାଜ୍ୟରେ ୧୫୩ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ୧୨ ରାଜ୍ୟକୁ ବ୍ୟାପିଥିବା ବେଳେ ୧୫୩ ଜଣ…

3 years ago

ଓମିକ୍ରନ୍‌କୁ ନେଇ ସବୁ ପରିସ୍ଥିତିର ସାମ୍ନା କରିବାକୁ ଦେଶ ପ୍ରସ୍ତୁତ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ ପୁଣିଥରେ କେରାନା ସତର୍କ ଘଣ୍ଟି ବାଜିଲାଣି । ଫେବୃୟାରୀରେ ଓମିକ୍ରନ୍…

3 years ago

ଜେଲରେ ସୁକେଶଙ୍କୁ ଭେଟିଥିଲେ ୧୨ ଅଭିନେତ୍ରୀ

ନୂଆଦିଲ୍ଲୀ, ୨୦।୧୨: କୋଟିପତି ଠକ ବ୍ୟବସାୟୀ ସୁକେଶ ଚନ୍ଦ୍ରଶେଖର ତିହାର ଜେଲରେ ବିଳାସପୂର୍ଣ୍ଣ ଜୀବନ ଯାପନ କରୁଥିଲେ। ଜେଲରେ ଥାଇ ଚଳାଉଥିଲେ ବଟି ଆଦାୟ ର଼୍ୟାକେଟ। ଜେଲରେ…

3 years ago

କମେଡିଆନ ଫାରୁକିଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ

ମୁମ୍ବାଇ,୧୯।୧୨: ବିବାଦରେ ଘେରି ହୋଇଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ମୁନାଓ୍ବର ଫାରୁକି ଶନିବାର ମୁମ୍ବାଇରେ ଏକ ଶୋରେ ପରର୍ଫମ କରିଛନ୍ତି। ଏହି ଇଭେଣ୍ଟର ଆୟୋଜନ କରିଥିଲା ଏଆଇପିସି, ଯାହାକି…

3 years ago

ବେରୋଜଗାର, ମଦ ଉପରେ ହେବ ବିତର୍କ

ନୂଆଦିଲ୍ଲୀ,୧୯।୧୨: ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ମଦ, ଖଣି ଓ ରାଜ୍ୟରେ ନିଯୁକ୍ତି ଉପରେ ବିତର୍କ ଲାଗି ଦେଇଥିବା ଚ୍ୟାଲେଞ୍ଜକୁ ଗ୍ରହଣ କରିଛନ୍ତି ଆମ…

3 years ago

୫ ବର୍ଷ ପରେ ଗିରଫ ହେଲେ ବଳାତ୍କାରୀ ବାବା

ଚେନ୍ନାଇ,୧୯।୧୨: ଜଣେ ମହିଳା ଭକ୍ତଙ୍କୁ ବଳତ୍କାର କରିବା ଅଭିଯୋଗରେ ଆତ୍ମଘୋଷିତ ଗଡ୍‌ମ୍ୟାନ ସାଥିୟା ନାରାୟଣନନ ଗିରଫ ହୋଇଛନ୍ତି। ଏହି କାର୍ଯ୍ୟରେ ତାଙ୍କୁ ସ୍ତ୍ରୀ ପୁଷ୍ପଲତା ସହାୟତା କରୁଥିଲେ।…

3 years ago