ଜାତୀୟ

ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୩।୯: ଦେବାଳିଆ ମାମଲାର ବିଚାର ୩୩୦ ଦିନ ମଧ୍ୟରେ ଶେଷ କରିବାକୁ ସୁପ୍ରିମ୍‌କୋର୍ଟ (ଏସ୍‌ସି) ସୋମବାର କହିଛନ୍ତି। ନ୍ୟାଶନାଲ କମ୍ପାନୀ ଲ ଆପେଲେଟ୍‌ ଟ୍ରିବ୍ୟୁନାଲକୁ ଏନେଇ କଡ଼ା…

3 years ago

ସୀମା ଉପରେ ରହିଛି କଡ଼ା ନଜର, ସୂଚନା ଦେଲା ବିଏସ୍‌ଏଫ୍‌…

ଶ୍ରୀନଗର,୧୩।୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ ପରେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ କଡ଼ା ନଜର ରଖାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତରେ ଅନୁପ୍ରବେଶ…

3 years ago

ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ…

ଶ୍ରୀନଗର,୧୩।୯: ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଏକ ସନ୍ଦିଗ୍ଧ ବ୍ୟାଗ୍‌ରୁ ୪ ଗ୍ରେନେଡ୍‌ ଜବତ ହୋଇଛି। ସିଆର୍‌ପିଏଫ୍‌ ଟିମ୍‌ ପକ୍ଷରୁ ସ୍ଥାନୀୟ ବେମିନା ଅଞ୍ଚଳରେ ଥିବା ଏକ ପବ୍ଲିକ୍‌ ସ୍କୁଲ୍‌…

3 years ago

୨ ଦିନ ଧରି ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ…

3 years ago

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି। ଆଗାମୀ…

3 years ago

ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଏମ୍ବାଟୁର, ୧୩।୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ରବିବାର ଅନୁଷ୍ଠିତ ହୋଇଥିବାବେଳେ ଏହାର ମାତ୍ର କେଇଘଣ୍ଟା ପୂର୍ବରୁ ତାମିଲନାଡୁର ସାଲେମ ଜିଲାରେ ଜଣେ ୧୯…

3 years ago

ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେନି

ନୂଆଦିଲ୍ଲୀ, ୧୩।୯(ପି.ଟି.): ନିର୍ଦ୍ଦିଷ୍ଟ ସ୍ଥାନକୁ ବଦଳି ପାଇଁ କର୍ମଚାରୀ ଚାପ ପକାଇପାରିବେ ନାହିଁ। ଆବଶ୍ୟକତାକୁ ବିଚାର କରି ନିଯୁକ୍ତିଦାତା କର୍ମଚାରୀଙ୍କୁ ଯେକୌଣସି ସ୍ଥାନକୁ ବଦଳି କରିପାରିବେ ବୋଲି…

3 years ago

‘ପାଇଲଟଙ୍କ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା’

ମୁମ୍ବାଇ, ୧୩।୯: ପାଇଲଟଙ୍କ ତ୍ରୁଟି ଏବଂ ସମ୍ଭବତଃ ସୁରକ୍ଷା ଗାଇଡ୍‌ଲାଇନ ଅନୁପାଳନ କରିବାରେ ବିଫଳତାରୁ ଗତବର୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୧ ଜଣ…

3 years ago

ୟୁପିରେ ମେଣ୍ଟ କରିବ ନାହିଁ କଂଗ୍ରେସ, ପ୍ରିୟଙ୍କାଙ୍କ ନେତୃତ୍ୱରେ ଲଢିବ ନିର୍ବାଚନ: ଖୁର୍ଶିଦ

ଲକ୍ଷ୍ନୌ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ଶିଦ କହିଛନ୍ତି ଉତ୍ତର ପ୍ରଦେଶରେ ନିର୍ବାଚନ ରାଷ୍ଟ୍ରୀୟ ମହାସଚିବ ତଥା ରାଜ୍ୟ ପ୍ରଭାରୀ ପ୍ରିୟଙ୍କା…

3 years ago

କରୋନାର ତୃତୀୟ ଲହର ପୂର୍ବରୁ ଚିନ୍ତା ବଢାଇଲାଣି ନିପା ଭାଇରସ, ଡେଙ୍ଗୁ , ମ୍ୟାଲେରିଆ

ନୂଆଦିଲ୍ଲୀ,୧୩ ।୯: କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବଢୁଥିବା ବେଳେ ଏପଟେ କିନ୍ତୁ ଡରାଇଲାଣି ଡେଙ୍ଗୁ, ନିପା ଓ ମ୍ୟାଲେରିଆ । କରୋନା ଟିକାକରଣକୁ ବଢାଇ…

3 years ago