ଜାତୀୟ

ଭାଜପାକୁ ଦୋଷାରୋପ କରି ଟିଏମ୍‌ସିରେ ଯୋଗ ଦେଲେ ତନ୍ମୟ ଘୋଷ

କୋଲାକାତା,୩୦ ।୮: ନେତାଙ୍କ ଦଳ ବଦଳ ସବୁ ସମୟରେ ଲାଗି ରହିଛି । ଏବେ ପଶ୍ଚିମବଙ୍ଗ ବିଷ୍ଣୁପୁରର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ତନ୍ମୟ ଘୋଷ ସୋମବାର…

3 years ago

ପଦକ ବିଜେତାଙ୍କ ସହ ଫୋନ୍‌ରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୮: ସୋମବାର ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟ୍‌ମାନେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଅବନୀ ଲେଖରା ଶୁଟିଂରେ ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ଯୋଗେଶ କଥୁନିୟା…

3 years ago

୨୫୦୦ ଦିନର ସଫଳତା ହିସାବ ଦେଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୩୦।୮: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସଫଳତାର ରିପୋର୍ଟ କାର୍ଡ ଜାରି ହୋଇଛି। ଖୋଦ୍‌ ମୁଖ୍ୟମନ୍ତ୍ରୀ କ୍ଷମତାକୁ ଆସିବାର ୨୫୦୦ ଦିନର ସଫଳତା ହିସାବ ଦେଇଛନ୍ତି।…

3 years ago

ଆଇନର ଚକ୍ରବ୍ୟୁହ, ୧୯ ବର୍ଷ ଧରି ଥାନାରେ ପ୍ରଭୁ ଶ୍ରୀକୃଷ୍ଣ …

କାନପୁର,୩୦।୮: ପୁରାଣରେ ଉଲ୍ଲେଖ କରାଯାଇଛି ଦ୍ୱାପର ଯୁଗରେ ପ୍ରଭୁ ଶ୍ରୀକୃଷ୍ଣ ବନ୍ଦୀଶାଳରେ ଜନ୍ମଗ୍ରହଣ କରିଥିଲେ। ତେବେ କଳିଯୁଗରେ ଆଇନର ଚକ୍ରବ୍ୟୁହରେ ପଡ଼ି ପ୍ରଭୁ ଶ୍ରୀକୃଷ୍ଣ ଗତ ୧୯…

3 years ago

ଲାଲୁଙ୍କ ପରିବାରରେ ଜନ୍ମାଷ୍ଟମୀ ବିବାଦ, ପୋଷ୍ଟରରେ ଅଛନ୍ତି କୃଷ୍ଣ ନାହାନ୍ତି ଅର୍ଜୁନ…

ପାଟନା,୩୦।୮: ବିହାରରେ ଲାଲୁ ପ୍ରସାଦ ଯାଦବଙ୍କ ଘରେ ଜନ୍ମାଷ୍ଟମୀ ବିବାଦ ଦେଖାଦେଇଛି। ଜନ୍ମାଷ୍ଟମୀ ଅବସରେ ପାଟନା ସହରରେ ପୋଷ୍ଟର ଲଗାଯାଇଛି। ପୋଷ୍ଟରରେ ଲାଲୁଙ୍କ ସହିତ ରାବ୍ରି ଦେବୀଙ୍କ…

3 years ago

ନୂଆ ଗାଇଡ୍‌ଲାଇନ ସହ ରାଜଧାନୀରେ ଖୋଲିବ ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ,୩୦ ।୮: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୧ ବର୍ଷ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଏକ ପ୍ରକାର ବନ୍ଦ ରହିଛି କହିଲେ ଚଳେ । ଇତିମଧ୍ୟରେ…

3 years ago

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୦।୮: ପାକିସ୍ତାନର ଏକ ଷଡ଼ଯନ୍ତ୍ର ପୁଣି ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ସେକ୍ଟରରେ ଏକ ଅନୁପ୍ରବେଶ ଉଦ୍ୟମକୁ ସେନା ଯବାନଙ୍କ ପକ୍ଷରୁ ପଣ୍ଡ କରାଯାଇଛି। ସେନା ଯବାନଙ୍କ…

3 years ago

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ ଫିରୋଜାବାଦ…

3 years ago

ସେପ୍ଟେମ୍ବର ୧ ରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୮: ସୁପ୍ରିମ୍‌କୋର୍ଟ ସେପ୍ଟେମ୍ବର ୧ଠାରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ଦୀର୍ଘ ୧୭ମାସ ଧରି ସୁପ୍ରିମ୍‌କୋର୍ଟରେ ପୁଣି ସାଧାରଣ ଭାବେ ଶୁଣାଣି କରାଯିବ। ତେବେ ଭର୍ଚ୍ୟୁଆଲ୍‌ ମାଧ୍ୟମରେ…

3 years ago

ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ…

3 years ago